French Minister for the Armed Forces calls on the Prime Minister

ଫ୍ରାନ୍ସ ପ୍ରତିରକ୍ଷା ମନ୍ତ୍ରୀ ସୁଶ୍ରୀ ଫ୍ଲୋରେନ୍ସ ପାର୍ଲି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ଦ୍ୱିପାକ୍ଷିକ ପ୍ରତିରକ୍ଷା ସହଯୋଗ କ୍ଷେତ୍ରରେ ହୋଇଥିବା ଅଗ୍ରଗତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଫ୍ଲୋରେନ୍ସ ପାର୍ଲି ଅବଗତ କରାଇଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ପ୍ରତିରକ୍ଷା ସହଯୋଗ ହେଉଛି ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ରଣନୈତିକ ଭାଗିଦାରୀର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ । ପ୍ରତିରକ୍ଷା ଉତ୍ପାଦନ ଏବଂ ମିଳିତ ଗବେଷଣା ଓ ବିକାଶ କ୍ଷେତ୍ରରେ “ମେକ୍ ଇନ୍ ଇଣ୍ଡିଆ” ଅଧୀନରେ ଅଧିକ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ଆହ୍ୱାନ କରିଥିଲେ ।

ଆପୋଷ ସ୍ୱାର୍ଥ ଜଡ଼ିତ ଆଂଚଳିକ ତଥା ଜାଗତିକ ପ୍ରସଙ୍ଗ ଉପରେ ମଧ୍ୟ ଉଭୟ ନେତା ଆଲୋଚନା କରିଥିଲେ ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ସେ ଯଥାଶୀଘ୍ର ସମ୍ଭବ ରାଷ୍ଟ୍ରପତି ମାକରୋଂଙ୍କୁ ଭାରତରେ ସ୍ୱାଗତ ଜଣାଇବା ନିମନ୍ତେ ଆଗ୍ରହୀ ଅଛନ୍ତି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Apple exports record $2 billion worth of iPhones from India in November

Media Coverage

Apple exports record $2 billion worth of iPhones from India in November
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 17, 2025
December 17, 2025

From Rural Livelihoods to International Laurels: India's Rise Under PM Modi