ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିଛି ସମୟ ପୂର୍ବରୁ ପ୍ୟାରିସରେ ପହଞ୍ଚିଥିଲେ । ସେଠାରେ ପହଞ୍ଚିବା ପରେ ତାଙ୍କୁ ଆନୁଷ୍ଠାନିକ ଭାବେ ସ୍ୱାଗତ କରାଯାଇଥିଲା। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ସହ ଆଲୋଚନା, ଏଆଇ ଆକ୍ସନ ଶିଖର ସମ୍ମିଳନୀ ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ।



Landed in Paris a short while ago. Looking forward to the various programmes here, which will focus on futuristic sectors like AI, tech and innovation. pic.twitter.com/eZzBDC52cQ
— Narendra Modi (@narendramodi) February 10, 2025


