ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
‘ଏକ୍ସ’ରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି:
"ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି"
Tributes to former Prime Minister, Pandit Jawaharlal Nehru Ji on the occasion of his birth anniversary.
— Narendra Modi (@narendramodi) November 14, 2025


