ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଜବେକିସ୍ତାନର ରାଷ୍ଟ୍ରପତି ମାନ୍ୟବର ଶ୍ରୀ ସଭକାଟ ମିର୍ଜିୟୋଭେଙ୍କ ଆମନ୍ତ୍ରଣ କ୍ରମେ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ର ରାଜ୍ୟ ମୁଖ୍ୟ ପରିଷଦର ୨୨ ତମ ବୈଠକରେ ଯୋଗଦେବା ପାଇଁ ଆଜି ସନ୍ଧ୍ୟାରେ ଉଜବେକିସ୍ତାନର ସମରକନ୍ଦରେ ପହଞ୍ଚିଛନ୍ତି । 

ସମରକନ୍ଦରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଉଜବେକିସ୍ତାନର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ଅବଦୁଲ୍ଲା ଆରିପୋଭ ଭବ୍ୟ ସ୍ୱାଗତ କରିଥିଲେ । ବିମାନବନ୍ଦରରେ ପ୍ରଧାନମନ୍ତ୍ରୀଙ୍କୁ ଅନେକ ମନ୍ତ୍ରୀ, ସମରକନ୍ଦର ରାଜ୍ୟପାଳ ତଥା ଉଜବେକିସ୍ତାନ ସରକାରଙ୍କ ଅନ୍ୟ ବରିଷ୍ଠ ଅଧିକାରୀମାନେ ସ୍ୱାଗତ କରିଥିଲେ ।

ଆସନ୍ତାକାଲି ସକାଳେ, ୧୬ ସେପ୍ଟେମ୍ବର ୨୦୨୨ ରେ, ପ୍ରଧାନମନ୍ତ୍ରୀ ଏସସିଓ ସମ୍ମିଳନୀରେ ଅଂଶଗ୍ରହଣ କରିବେ ଏବଂ ଉଜବେକିସ୍ତାନର ରାଷ୍ଟ୍ରପତି ଏବଂ ଏହି ସମ୍ମିଳନୀରେ ଯୋଗ ଦେଇଥିବା ଅନ୍ୟ କେତେକ ନେତାଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Rabi acreage tops normal levels for most crops till January 9, shows data

Media Coverage

Rabi acreage tops normal levels for most crops till January 9, shows data
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 13, 2026
January 13, 2026

Empowering India Holistically: PM Modi's Reforms Driving Rural Access, Exports, Infrastructure, and Global Excellence