ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ ପଟେଲ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
“ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ ପଟେଲ @anandibenpatel ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।
@GovernorofUp”
Governor of Uttar Pradesh, @anandibenpatel Ji met Prime Minister @narendramodi.@GovernorofUp pic.twitter.com/rFaBRGWDrw
— PMO India (@PMOIndia) April 16, 2025


