ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂ ସାଇନି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି;
“ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ @NayabSainiBJP ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।
@cmohry”
CM of Haryana, Shri @NayabSainiBJP met Prime Minister @narendramodi.@cmohry pic.twitter.com/aZTTh6ewQ9
— PMO India (@PMOIndia) October 1, 2025


