ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛଟ ପର୍ବ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ଵିଟ ଜରିଆରେ ଶ୍ରୀ ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । ଛଟି ମୟାଁ ସମସ୍ତଙ୍କୁ ସୁଖ ଏବଂ ସମୃଦ୍ଧି ପ୍ରଦାନ କରିବା ସହ ସୂର୍ଯ୍ୟ ଦେବ ତାଙ୍କ ଶୌର୍ଯ୍ୟ ପ୍ରଦାନ କରନ୍ତୁ ବୋଲି ସେ କାମନା କରିଛନ୍ତି ।
सूर्य की आराधना के महापर्व छठ की समस्त देशवासियों को बहुत-बहुत मंगलकामनाएं। छठी मइया सभी के जीवन में सुख-समृद्धि और सूर्यदेव के ओज का संचार करें। pic.twitter.com/MK1j3jkhXk
— Narendra Modi (@narendramodi) November 20, 2020


