ସେୟାର
 
Comments

କନିଷ୍ଠ ବିଶ୍ୱ କୁସ୍ତି ଚମ୍ପିଅନସିପ୍ ୨୦୨୧ ରେ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୁସ୍ତି ଯୋଦ୍ଧାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ପ୍ରତିଭାଶାଳୀ କୁସ୍ତିଯୋଦ୍ଧା ମାନଙ୍କ ପାଇଁ ଅଧିକ ଶକ୍ତି! କନିଷ୍ଠ ବିଶ୍ୱ କୁସ୍ତି ଚମ୍ପିଅନସିପ୍ ୨୦୨୧ ରେ ଆମର ପୁରୁଷ ଏବଂ ମହିଳା ଦଳ ୪ ଟି ରୌପ୍ୟ ସମେତ ମୋଟ ୧୧ ଟି ପଦକ ସହିତ ଫେରି ଆସିଛନ୍ତି । ସଫଳତା ପାଇଁ ଦଳକୁ ବଧାଇ ଏବଂ ସେମାନଙ୍କ ଭବିଷ୍ୟତ ପ୍ରୟାସ ପାଇଁ ଶୁଭେଚ୍ଛା ।

Explore More
୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Core sector growth at three-month high of 7.4% in December: Govt data

Media Coverage

Core sector growth at three-month high of 7.4% in December: Govt data
...

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାରୀ 1, 2023
February 01, 2023
ସେୟାର
 
Comments

New India Expresses its Support and Appreciation For the #AmritKaalBudget