ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତ ଆଇଟିବିପି କର୍ମୀଙ୍କୁ ସେମାନଙ୍କର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଅରୁଣାଚଳ ପ୍ରଦେଶର ଘଞ୍ଚ ଜଙ୍ଗଲ ଠାରୁ ଆରମ୍ଭ କରି ବରଫାବୃତ୍ତ ହିମାଳୟର ଶିଖର ପର୍ଯ୍ୟନ୍ତ ଆମର ଆଇଟିବିପି ହିମବୀରମାନେ ଦେଶର ଆହ୍ୱାନକୁ ଅତି ଉତ୍ସର୍ଗୀକୃତ ଭାବରେ ନିଭାଇଛନ୍ତି । ବିପର୍ଯ୍ୟୟ ସମୟରେ ସେମାନଙ୍କର ମାନବିକ କାର୍ଯ୍ୟ ଉଲ୍ଲେଖନୀୟ । ସମସ୍ତ ଆଇଟିବିପି କର୍ମକର୍ତ୍ତାଙ୍କୁ ସେମାନଙ୍କର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Why India's ₹37,500 cr coal gasification push matters for its energy future

Media Coverage

Why India's ₹37,500 cr coal gasification push matters for its energy future
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 14, 2026
May 14, 2026

Kisan Kalyan to Viksit Bharat: PM Modi Delivers Jobs, Markets & Dignity Across Rural and Industrial India