ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ କେନ୍ଦ୍ରଶାସିତ ଅଞ୍ଚଳ ଦାଦ୍ରା ଓ ନଗର ହାବେଳି ଏବଂ ଦାମନ ଓ ଡିଉର ପ୍ରଶାସକ ଶ୍ରୀ ପ୍ରଫୁଲ୍ଲ କୁମାର ପଟେଲ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ହ୍ୟାଣ୍ଡଲ ପକ୍ଷରୁ ପୋଷ୍ଟ ହୋଇଛି:
“କେନ୍ଦ୍ରଶାସିତ ଅଞ୍ଚଳ ଦାଦ୍ରା ଓ ନଗର ହାବେଳି ଏବଂ ଦାମନ ଓ ଡିଉର ପ୍ରଶାସକ ଶ୍ରୀ @prafulkpatel ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।”
The Administrator of the Union Territory of Dadra & Nagar Haveli and Daman & Diu, Shri @prafulkpatel, met PM @narendramodi. pic.twitter.com/0ppIlN4kaA
— PMO India (@PMOIndia) May 24, 2025


