ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ସୁଖବିନ୍ଦର ସିଂ ସୁଖୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ହ୍ୟାଣ୍ଡଲ ପକ୍ଷରୁ ପୋଷ୍ଟ ହୋଇଛି:
“ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ @SukhuSukhvinder ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।
@CMOFFICEHP ”
Himachal Pradesh CM, Shri @SukhuSukhvinder, met PM @narendramodi.@CMOFFICEHP pic.twitter.com/llebI2QyaY
— PMO India (@PMOIndia) May 24, 2025


