ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି
ପ୍ରଧାନମନ୍ତ୍ରୀ ତାଙ୍କ ଏକ୍ସ ପୋଷ୍ଟରେ ଉଲ୍ଲେଖ କରିଛନ୍ତି
‘‘ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି’’
@CMO_Odisha”
CM of Odisha, Shri @MohanMOdisha, met PM @narendramodi.@CMO_Odisha pic.twitter.com/iBpuBprHaK
— PMO India (@PMOIndia) May 24, 2025


