ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଶ୍ରୀ ରେବନ୍ଥ ରେଡି ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ହ୍ୟାଣ୍ଡଲ ପକ୍ଷରୁ ପୋଷ୍ଟ ହୋଇଛି:
“ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଶ୍ରୀ @revanth_anumula ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି । @TelanganaCMO”
@TelanganaCMO”
CM of Telangana, Shri @revanth_anumula, met PM @narendramodi.@TelanganaCMO pic.twitter.com/w3FBsFYVhI
— PMO India (@PMOIndia) May 24, 2025


