ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
Chief Minister of Uttar Pradesh, Shri @myogiadityanath met Prime Minister @narendramodi.@CMOfficeUP pic.twitter.com/1ksQHzgrw7
— PMO India (@PMOIndia) October 25, 2025


