ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ୩ କୋଟି ଅତିରିକ୍ତ ଗ୍ରାମୀଣ ଏବଂ ସହରାଞ୍ଚଳ ଗୃହକୁ ନେଇ ନିଷ୍ପତ୍ତି ଆମ ଦେଶର ଗୃହ ଆବଶ୍ୟକତାକୁ ପୂରଣ କରିବା କ୍ଷେତ୍ରରେ ଏବଂ ପ୍ରତ୍ୟେକ ନାଗରିକ ଯେପରି ଉନ୍ନତ ମାନର ଜୀବନ ଯାପନ କରନ୍ତି ତାହା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଏ ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି -

କୋଟି କୋଟି ଭାରତୀୟଙ୍କ ପାଇଁ ‘ସହଜ ଜୀବନଧାରଣ’ ଏବଂ ସମ୍ମାନ ବୃଦ୍ଧି !

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଅଧିକ ସମ୍ପ୍ରସାରଣ କରିବା ଏବଂ ୩ କୋଟି ଅତିରିକ୍ତ ଗ୍ରାମୀଣ ଏବଂ ସହରାଞ୍ଚଳ ଗୃହ ନିର୍ମାଣ କରିବାକୁ କ୍ୟାବିନେଟ୍ ନିଷ୍ପତ୍ତି ନେଇଛି । ଏହି ନିଷ୍ପତ୍ତି ଆମ ଦେଶର ଗୃହ ଆବଶ୍ୟକତାକୁ ପୂରଣ କରିବା ଏବଂ ପ୍ରତ୍ୟେକ ନାଗରିକ ଯେପରି ଉନ୍ନତ ମାନର ଜୀବନ ଯାପନ କରନ୍ତି ତାହା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ସୂଚାଇଥାଏ । ପିଏମଏୱାଇର ସମ୍ପ୍ରସାରଣ ମଧ୍ୟ ଅନ୍ତର୍ଭୁକ୍ତ ଅଭିବୃଦ୍ଧି ଏବଂ ସାମାଜିକ କଲ୍ୟାଣ ପାଇଁ ଆମ ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
e-Jagriti: Reimagining consumer justice for a Digital India

Media Coverage

e-Jagriti: Reimagining consumer justice for a Digital India
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 4, 2026
July 04, 2026

PM Modi’s Viksit Bharat Vision in Action: Modern Infrastructure, Strategic Strength & Economic Progress