ମୋଦୀ ସରକାରଙ୍କ 4ର୍ଥ ବର୍ଷ ପୂର୍ତ୍ତି ହୋଇଛି । ଏଠାରେ ଭାରତରେ ପରିବର୍ତ୍ତନ ଆଣିବା ପାଇଁ ସରକାରଙ୍କ ଦ୍ୱାରା କରାଯାଇଥିବା ବିଭିନ୍ନ ପଦକ୍ଷେପ ବିଷୟରେ ସମ୍ପୂର୍ଣ୍ଣ ସୂଚନା ଆପଣଙ୍କ ପାଇଁ ଉପଲବ୍ଧ ରହିଛି ।


Track progress of various government schemes through Infographics

Check out the latest Videos here

Watch the Testimonials of beneficiaries here

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s continuing tradition of celebrating its teachers

Media Coverage

India’s continuing tradition of celebrating its teachers
NM on the go

Nm on the go

Always be the first to hear from the PM. Get the App Now!
...
ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
September 05, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 27ରେ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ' ମାଧ୍ୟମରେ ଦେଶବାସୀକୁ ସମ୍ବୋଧିତ କରିବେ । ଆପଣଙ୍କ ପାଖରେ ସୁଯୋଗ ଅଛି ,ଏହି ଅଧ୍ୟାୟ ପାଇଁ ଆପଣ ନିଜର ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାଇପାରିବେ । ପ୍ରଧାନମନ୍ତ୍ରୀ ସେଥିରୁ କିଛି ଉତ୍ତମ ବିଚାର ଏବଂ ଅନ୍ତର୍ଦୃଷ୍ଟିକୁ ନିଜ ସମ୍ବୋଧନରେ ସାମିଲ କରିପାରନ୍ତି ।

ଆପଣ ଆପଣଙ୍କ ବିଚାର ଏବଂ ପରାମର୍ଶକୁ ତଳେ ଦିଆଯାଇଥିବା ଟିପ୍ପଣୀ ବକ୍ସରେ ସେୟାର କରିପାରିବେ ।