ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 30 ରବିବାର ଦିନ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ' ମାଧ୍ୟମରେ ଦେଶବାସୀକୁ ସମ୍ବୋଧିତ କରିବେ । ଯଦି ଆପଣଙ୍କ ପାଖରେ କିଛି ଅଭିନବ ପରାମର୍ଶ ଏବଂ ଅନ୍ତର୍ଦୃଷ୍ଟି ଅଛି ,ତ ଏହାକୁ ସିଧା ପ୍ରଧାନମନ୍ତ୍ରୀଙ୍କ ସହ ସେୟାର କରିବାର ଏକ ସୁଯୋଗ ଅଛି । ପ୍ରଧାନମନ୍ତ୍ରୀ ସେଥିରୁ କିଛି ଉତ୍ତମ ବିଚାର ଏବଂ ଅନ୍ତର୍ଦୃଷ୍ଟିକୁ ନିଜ ସମ୍ବୋଧନରେ ସାମିଲ କରିପାରନ୍ତି ।

ଆପଣଙ୍କ ବିଚାର ଏବଂ ପରାମର୍ଶକୁ ତଳେ ଦିଆଯାଇଥିବା ଟିପ୍ପଣୀ ବକ୍ସରେ ସେୟାର କରନ୍ତୁ ।

ସେୟାର
 
Comments
  • Your Suggestion
Comment 1557