ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 25 ରେ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ' ମାଧ୍ୟମରେ ଦେଶବାସୀକୁ ସମ୍ବୋଧିତ କରିବେ । ଆପଣଙ୍କ ପାଖରେ ସୁଯୋଗ ଅଛି ,ଏହି ଅଧ୍ୟାୟ ପାଇଁ ଆପଣ ନିଜର ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାଇପାରିବେ । ପ୍ରଧାନମନ୍ତ୍ରୀ ସେଥିରୁ କିଛି ଉତ୍ତମ ବିଚାର ଏବଂ ଅନ୍ତର୍ଦୃଷ୍ଟିକୁ ନିଜ ସମ୍ବୋଧନରେ ସାମିଲ କରିପାରନ୍ତି ।

ଆପଣ ଆପଣଙ୍କ ବିଚାର ଏବଂ ପରାମର୍ଶକୁ ତଳେ ଦିଆଯାଇଥିବା ଟିପ୍ପଣୀ ବକ୍ସରେ ସେୟାର କରିପାରିବେ ।

 

ସେୟାର
 
Comments
  • Your Suggestion
Comment 2269