ହିମାଚଳ ପ୍ରଦେଶ ବିଳାସପୁରଠାରେ ଏକ ଅଘଟଣରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପା ସହାୟତା ଦେବାକୁ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:

“ହିମାଚଳ ପ୍ରଦେଶର ବିଳାସପୁରରେ ଏକ ଅଘଟଣରେ ଲୋକଙ୍କ ଜୀବନହାନିରେ ଗଭୀର ଦୁଃଖିତ । ଏଭଳି ଘଡ଼ିସନ୍ଧି ସମୟରେ ପ୍ରଭାବିତ ଲୋକ ଏବଂ ତାଙ୍କ ପରିବାରଙ୍କ ପ୍ରତି ମୋର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”

 

Explore More
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି  : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
Mobile exports find stronger signal, hit record $2.4 billion in October

Media Coverage

Mobile exports find stronger signal, hit record $2.4 billion in October
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ନଭେମ୍ବର 11, 2025
November 11, 2025

Appreciation by Citizens on Prosperous Pathways: Infrastructure, Innovation, and Inclusive Growth Under PM Modi