ବାୟୁସେନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ବାୟୁ ସେନା ସଦସ୍ୟ ଓ ସେମାନଙ୍କ ପରିବାରବର୍ଗଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

“ବାୟୁସେନା ଦିବସ ଅବସରରେ ଆମର ବାୟୁ ଯୋଦ୍ଧା ଓ ସେମାନଙ୍କ ପରିବାରବର୍ଗଙ୍କୁ ଶୁଭେଚ୍ଛା । ଭାରତୀୟ ବାୟୁ ସେନା ବୀରତ୍ୱ, ନିଷ୍ଠା ଓ ଦକ୍ଷତାର ଅନ୍ୟ ନାମ । ଦେଶକୁ ସୁରକ୍ଷା ପ୍ରଦାନ ଓ ଆହ୍ୱାନ ବେଳେ ମାନବିକ ମୂଲ୍ୟବୋଧ ପ୍ରଦର୍ଶନ ମାଧ୍ୟମରେ ସେମାନେ ନିଜକୁ ଅନନ୍ୟ କରି ପାରିଛନ୍ତି ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Infra spend up six-fold since 2014, crosses Rs 12 lakh crore: PM Modi

Media Coverage

Infra spend up six-fold since 2014, crosses Rs 12 lakh crore: PM Modi
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 15, 2026
April 15, 2026

From Temples to Turbines: PM Modi’s Blueprint for a Culturally Rooted, Economically Explosive Viksit Bharat