ଜାତୀୟ ପରିବର୍ତ୍ତନ ପାଇଁ ଏକ ସାମଗ୍ରିକ ଶିକ୍ଷା ବ୍ୟବସ୍ଥା ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । MyGovIndia ଦ୍ୱାରା ଏକ ଟୁଇଟ୍ ସେୟାର କରିବାବେଳେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଗତ ୭ ବର୍ଷ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଲାଗି ଏଠାରେ ଏକ ଭଲ ସୁଯୋଗ ସୃଷ୍ଟି ହୋଇଛି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଜାତୀୟ ପରିବର୍ତ୍ତନ ପାଇଁ ଏକ ସାମଗ୍ରିକ ଶିକ୍ଷା ବ୍ୟବସ୍ଥା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ।

ଗତ ୭ ବର୍ଷ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଲାଗି ଏଠାରେ ଏକ ଭଲ ସୁଯୋଗ ସୃଷ୍ଟି ହୋଇଛି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Reforms, agile economic management bearing fruit: FM on 7.8% Q1 GDP growth

Media Coverage

Reforms, agile economic management bearing fruit: FM on 7.8% Q1 GDP growth
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam, highlighting the qualities of a truly wise person
September 01, 2026

Prime Minister Shri Narendra Modi shared a Sanskrit Subhashitam today, highlighting the qualities of a truly wise person.

The Prime Minister wrote on X;

"यस्य कृत्यं न जानन्ति मन्त्रं वा मन्त्रितं परे।

कृतमेवास्य जानन्ति स वै पण्डित उच्यते॥"

A truly wise person is one whose plans and actions remain hidden from others until they are completed. Such a disciplined, discerning and thoughtful person is rightly regarded as truly wise.