ଯୋଗାଯୋଗ, ଜାହାଜ ନିର୍ମାଣ ଏବଂ ନୀଳ ଅର୍ଥବ୍ୟବସ୍ଥା କ୍ଷେତ୍ରରେ ସହଯୋଗକୁ ସୁଦୃଢ଼ କରିବା ଉପରେ ମତ ବିନିମୟ
ଆସନ୍ତା ମାସରେ ରାଷ୍ଟ୍ରପତି ପୁଟିନଙ୍କୁ ଭାରତରେ ଆତିଥ୍ୟ ପ୍ରଦାନ କରିବା ଲାଗି ସେ ଆଗ୍ରହୀ ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି

ଋଷ ସାମୁଦ୍ରିକ ବୋର୍ଡର ଅଧ୍ୟକ୍ଷ ତଥା ରାଷ୍ଟ୍ରପତିଙ୍କ ସହଯୋଗୀ ମାନ୍ୟବର ନିକୋଲାଇ ପାତ୍ରୁଶେଭ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ଯୋଗାଯୋଗ, ଦକ୍ଷତା ବିକାଶ, ଜାହାଜ ନିର୍ମାଣ ଏବଂ ନୀଳ ଅର୍ଥବ୍ୟବସ୍ଥା କ୍ଷେତ୍ରରେ ସହଯୋଗର ନୂତନ ସୁଯୋଗ ସମେତ ସାମୁଦ୍ରିକ କ୍ଷେତ୍ରରେ ସହଯୋଗକୁ ସୁଦୃଢ଼ କରିବା ଉପରେ ସେମାନେ ମତ ବିନିମୟ କରିଥିଲେ।

ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ପୁଟିନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ କହିଥିଲେ ଯେ ଆସନ୍ତା ମାସରେ ତାଙ୍କୁ ଭାରତରେ ଆତିଥ୍ୟ ପ୍ରଦାନ କରିବା ଲାଗି ସେ ଆଗ୍ରହୀ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Centre releases Rs 1.09 lakh crore tax devolution; Uttar Pradesh gets biggest share to accelerate development spending

Media Coverage

Centre releases Rs 1.09 lakh crore tax devolution; Uttar Pradesh gets biggest share to accelerate development spending
NM on the go

Nm on the go

Always be the first to hear from the PM. Get the App Now!
...
Governor of Jharkhand meets Prime Minister
August 03, 2026