ଆତ୍ମନିର୍ଭରଶୀଳତା ଏବଂ ଆଧୁନିକୀକରଣକୁ ସୁଦୃଢ଼ କରିବା ସହ ଗତ ୧୧ ବର୍ଷରେ ଭାରତର ପ୍ରତିରକ୍ଷା କ୍ଷେତ୍ରର ଅଭୂତପୂର୍ବ ଅଭିବୃଦ୍ଧିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
June 10th, 09:47 am
ଗତ ୧୧ ବର୍ଷ ମଧ୍ୟରେ ଭାରତ ଏହାର ପ୍ରତିରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଗତି ଦେଖିଛି, ଯେଉଁଥିରେ ଆଧୁନିକୀକରଣ ଏବଂ ପ୍ରତିରକ୍ଷା ଉତ୍ପାଦନରେ ଆତ୍ମନିର୍ଭରଶୀଳତା ଉପରେ ସ୍ପଷ୍ଟ ଧ୍ୟାନ ଦିଆଯାଇଛି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି ।