ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 23rd, 10:10 pm
ମୁଁ ୱାର୍ଲ୍ଡ ଲିଡର୍ସ ଫୋରମକୁ ଆସିଥିବା ସମସ୍ତ ଅତିଥିଙ୍କୁ ଅଭିନନ୍ଦନ କରୁଛି । ଏହା ଫୋରମର ଉଚିତ ସମୟ, ତେଣୁ ଆପଣମାନଙ୍କୁ ପ୍ରଶଂସା କରୁଛି । ଏହି ଗତ ସପ୍ତାହରେ ମୁଁ ଲାଲକିଲ୍ଲାରୁ ପରବର୍ତ୍ତୀ ପିଢ଼ି ସଂସ୍କାର ବିଷୟ କହିଥିଲି, ଏବେ ଏହି ଫୋରମ ସେହି ଉଚ୍ଛ୍ୱାସକୁ ବହୁମୁଖୀ ଭୂମିକାରେ କାର୍ଯ୍ୟକାରୀ କରୁଛି ।ନୂଆଦିଲ୍ଲୀରେ ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 23rd, 05:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଇକୋନୋମିକ ଟାଇମ୍ସ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଯୋଗ ଦେଇଥିବା ସମ୍ମାନିତ ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ଏକ ପ୍ରକୃଷ୍ଟ ସମୟରେ ଏହି ଫୋରମର ଆୟୋଜନ ହୋଇଥିବା ପ୍ରକାଶ କରି ଶ୍ରୀ ମୋଦୀ ଏହାର ଆୟୋଜକମାନଙ୍କୁ ପ୍ରସଂଶା କରିଥିଲେ । ସେ କହିଥିଲେ ଯେ ଗତ ସପ୍ତାହରେ ସେ ଲାଲକିଲ୍ଲାରୁ ପରବର୍ତ୍ତି ପିଢିର ସଂସ୍କାର କଥା କହିଥିଲେ ଓ ଏହି ଫୋରମ ଉକ୍ତ ଚିନ୍ତାଧାରାର ଶକ୍ତିକୁ ବହୁଗୁଣିତ କରିବା ଲାଗି କାମ କରୁଛି ।ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଏବଂ ବିହାରର ମଧୁବନିରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ
April 24th, 12:00 pm
ମୁଁ ମୋର ଭାଷଣ ଆରମ୍ଭ କରିବା ପୂର୍ବରୁ ଆପଣ ସମସ୍ତଙ୍କୁ ଅନୁରୋଧ କରିବାକୁ ଚାହେଁ, ଆପଣମାନେ ଯେଉଁଠି ବି ଅଛନ୍ତି, ସେହିଠାରେ ଆପଣଙ୍କ ସ୍ଥାନରେ ବସନ୍ତୁ, ଠିଆ ହେବାର ଆବଶ୍ୟକତା ନାହିଁ, ଆମେ ୨୨ ତାରିଖରେ ଯେଉଁ ପରିବାରବର୍ଗଙ୍କୁ ହରାଇଛୁ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ କିଛି ସମୟ ନିଜ ସ୍ଥାନରେ ବସିରହି ନିରବତା ଅବଲମ୍ବନ କରି, ନିଜ ନିଜ ଦେବତାଙ୍କୁ ସ୍ମରଣ କରି ସେ ସମସ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା। ଏହା ପରେ ମୁଁ ଆଜି ମୋର ଭାଷଣ ଆରମ୍ଭ କରିବି।ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ବିହାରର ମଧୁବନିଠାରେ ୧୩,୪୮୦ କୋଟିରୁ ଅଧିକ ଟଙ୍କାର ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 24th, 11:50 am
ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ମଧୁବନିଠାରେ ୧୩,୪୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି । ୨୨ ଏପ୍ରିଲ ୨୦୨୫ରେ ପହଲଗାମ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକମାନଙ୍କ ପାଇଁ ଏକ ମିନିଟ୍ ନୀରବତା ଅବଲମ୍ବନ କରିବା ସହ ଦିବଂଗତ ଆତ୍ମାମାନଙ୍କ ପାଇଁ ପ୍ରାର୍ଥନା କରିବାକୁ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ସମସ୍ତଙ୍କୁ ନିବେଦନ କରିଥିଲେ । ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ସେ କହିଥିଲେ ଯେ ପଞ୍ଚାୟତିରାଜ ଦିବସ ଅବସରରେ ସମଗ୍ର ଦେଶ ମିଥିଲା ଓ ବିହାର ସହ ସଂଯୁକ୍ତ ହୋଇଛି। ବିହାରର ବିକାଶ ଉଦ୍ଦେଶ୍ୟରେ ହଜାର ହଜାର କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ବୋଲି ସେ କହିଥିଲେ ଏବଂ ବିଦ୍ୟୁତ, ରେଳପଥ ଏବଂ ଭିତ୍ତିଭୂମି କ୍ଷେତ୍ରରେ ଏହି ପଦକ୍ଷେପ ବିହାରରେ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ଗୁରୁତ୍ୱାରୋପ କରିଥିଲେ। ସେ ମହାନ କବି ତଥା ଜାତୀୟ ପ୍ରତୀକ ରାମଧାରୀ ସିଂ ଦିନକରଜୀଙ୍କୁ ତାଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ଫିନ୍ଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକ୍ଜାଣ୍ଡର ଷ୍ଟବ୍ଙ୍କ ସହ ଟେଲିଫୋନ୍ରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
April 16th, 05:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫିନ୍ଲ୍ୟାଣ୍ଡର ରାଷ୍ଟ୍ରପତି ଶ୍ରୀ ଆଲେକ୍ଜାଣ୍ଡର ଷ୍ଟବ୍ଙ୍କ ସହ ଟେଲିଫୋନ୍ରେ କଥା ହୋଇଛନ୍ତି ।Today, we champion the Act East Policy, driving forward the region's development: PM Modi in Agartala
April 17th, 05:22 pm
In Agartala, Tripura, Prime Minister Narendra Modi electrified the crowd ahead of the 2024 Lok Sabha Elections. With unwavering zeal, he unveiled the Viksit vision for the North East, promising growth encapsulated in BJP’s Sankalp Patra. Emphasizing the region's integral role in the nation, PM Modi reaffirmed the commitment to uplift the North East, resonating deeply with the people of Tripura.PM Modi addresses a dynamic crowd at a public meeting in Agartala, Tripura
April 17th, 01:45 pm
In Agartala, Tripura, Prime Minister Narendra Modi electrified the crowd ahead of the 2024 Lok Sabha Elections. With unwavering zeal, he unveiled the Viksit vision for the North East, promising growth encapsulated in BJP’s Sankalp Patra. Emphasizing the region's integral role in the nation, PM Modi reaffirmed the commitment to uplift the North East, resonating deeply with the people of Tripura.Our Sankalp Patra is a reflection of the young aspirations of Yuva Bharat: PM Modi at BJP HQ
April 14th, 09:02 am
Releasing the BJP Sankalp Patra at Party headquarters today, PM Modi stated, The entire nation eagerly awaits the BJP's manifesto. There is a significant reason for this. Over the past 10 years, the BJP has implemented every point of its manifesto as a guarantee. The BJP has once again demonstrated the integrity of its manifesto. Our Sankalp Patra empowers 4 strong pillars of developed India - Youth, women, poor and farmers.”PM Modi delivers key address during BJP Sankalp Patra Release at Party HQ
April 14th, 09:01 am
Releasing the BJP Sankalp Patra at Party headquarters today, PM Modi stated, The entire nation eagerly awaits the BJP's manifesto. There is a significant reason for this. Over the past 10 years, the BJP has implemented every point of its manifesto as a guarantee. The BJP has once again demonstrated the integrity of its manifesto. Our Sankalp Patra empowers 4 strong pillars of developed India - Youth, women, poor and farmers.”Congress-DMK has deprived the SC-ST-OBC for decades: PM Modi in Mettupalayam
April 10th, 03:00 pm
Addressing a rally in Mettupalayam, Prime Minister Narendra Modi said, “Congress-DMK has deprived the SC-ST-OBC for decades”. He added that the I.N.D.I have never trusted the potential of the people of India. He said that even during the COVID pandemic, India’s MSMEs were provided with support of more than Rs. 2 lakh crores.Massive crowd support in Vellore & Mettupalayam as PM Modi addresses two public meetings in Tamil Nadu
April 10th, 10:30 am
Ahead of the Lok Sabha elections, Prime Minister Narendra Modi was accorded a warm welcome by the massive crowd support in Vellore and Mettupalayam as he addressed two public meetings in Tamil Nadu. He said, I bow down to the history, mythology, and bravery of Vellore. He added, Vellore created a pivotal revolution against the British, and presently, its robust support for the N.D.A. showcases the spirit of 'Fir ek Baar Modi Sarkar'.NCC highlights the idea of Ek Bharat Shreshtha Bharat: PM Modi
January 27th, 05:00 pm
Prime Minister Narendra Modi addressed the annual NCC PM rally at the Cariappa Parade Ground in Delhi. PM Modi witnessed a cultural program and presented the Best Cadet Awards. He also flagged in Mega Cyclothon by NCC Girls and Nari Shakti Vandan Run (NSRV) from Jhansi to Delhi. “Being present among NCC cadets highlights the idea of Ek Bharat Shreshtha Bharat, the Prime Minister said as he observed the presence of cadets from different parts of the country.ପ୍ରଧାନମନ୍ତ୍ରୀ ଦିଲ୍ଲୀ କରିୟପ୍ପା ପରେଡ ଗ୍ରାଉଣ୍ଡରେ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧନ କଲେ
January 27th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କରିୟପ୍ପା ପରେଡ ଗ୍ରାଉଣ୍ଡରେ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କରିଛନ୍ତି । ଶ୍ରୀ ମୋଦୀ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବା ସହ ଶ୍ରେଷ୍ଠ କ୍ୟାଡେଟ ପୁରସ୍କାର ପ୍ରଦାନ କରିଥିଲେ । ସେ ଏନ୍ସିସି ଗର୍ଲ୍ସ ଏବଂ ନାରୀଶକ୍ତି ବନ୍ଦନ ରନ୍ (ଏନ୍ଏସ୍ଆର୍ଭି) ଦ୍ୱାରା ଝାନ୍ସିରୁ ଦିଲ୍ଲୀ ପର୍ଯ୍ୟନ୍ତ ମେଗା ସାଇକ୍ଲୋଥନ୍କୁ ମଧ୍ୟ ପତାକା ଦେଖାଇଥିଲେ ।ଇଣ୍ଡିଆ ମୋବାଇଲ କଂଗ୍ରେସ ସପ୍ତମ ସଂସ୍କରଣର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 27th, 10:56 am
ଇଣ୍ଡିଆ ମୋବାଇଲ କଂଗ୍ରେସର ଏହି ସପ୍ତମ ସଂସ୍କରଣରେ ଆପଣ ସମସ୍ତଙ୍କ ଗହଣକୁ ଆସିବା ନିଜକୁ ନିଜ ମଧ୍ୟରେ ହେଉଛି ଏକ ସୁଖଦ ଅନୁଭବ । ଏକବିଂଶ ଶତାବ୍ଦୀର ଦ୍ରୁତଗତିରେ ବଦଳୁଥିବା ବିଶ୍ୱରେ ଏହି ଆୟୋଜନ କୋଟି- କୋଟି ଲୋକଙ୍କ ଭାଗ୍ୟ ପରିବର୍ତ୍ତନ କରିବାର କ୍ଷମତା ରଖୁଛି । ଗୋଟିଏ ସମୟ ଥିଲା, ଯେତେବେଳେ ଆମେ ଭବିଷ୍ୟତର କଥା କହୁଥିଲେ, ସେତେବେଳେ ଏହାର ଅର୍ଥ ଆଗାମୀ ଦଶକ, ଅବା 20-30 ବର୍ଷ ପରର ସମୟ, ଅବା ପୁଣି ଆଗାମୀ ଶତାବ୍ଦୀ ହେଉ ଥିଲା । କିନ୍ତୁ ଆଜି ପ୍ରତ୍ୟେକ ଦିନ ପ୍ରଯୁକ୍ତିବିଦ୍ୟାରେ ଦ୍ରୁତ ଗତିରେ ହେଉଥିବା ପରିବର୍ତ୍ତନର କାରଣରୁ ଆମେ କହୁଛୁ ଯେ, ‘ଭବିଷ୍ୟତ ହେଉଛି ଏଠାରେ ଏବଂ ବର୍ତମାନ’, ଏବେ କିଛି ମିନିଟ ପୂର୍ବେ, ମୁଁ ଏଠାରେ ଲାଗିଥିବା ପ୍ରଦର୍ଶନୀର କିଛି ଷ୍ଟଲସବୁ ବୁଲି ଦେଖିଲି । ଏହି ପ୍ରଦର୍ଶନୀରେ ମୁଁ ସେହି ଭବିଷ୍ୟତର ଝଲକ ଦେଖିବାକୁ ପାଇଲି । ସେ ଟେଲିକମ୍ ହେଉ, ପ୍ରଯୁକ୍ତିବିଦ୍ୟା ହେଉ ଅବା ପୁଣି ଯୋଗାଯୋଗ, 6-G ହେଉ, ଏଆଇ ହେଉ, ସାଇବର ନିରାପତ୍ତା ହେଉ, ସେମିକଣ୍ଡକ୍ଟଟର ହେଉ, ଡ୍ରୋନ ଅବା ମହାକାଶ କ୍ଷେତ୍ର ହେଉ, ଗଭୀର ସମୁଦ୍ର ହେଉ, ଗ୍ରୀନ୍ ଟେକ୍ ହେଉ ଅବା ପୁଣି ଅନ୍ୟାନ୍ୟ କ୍ଷେତ୍ର, ଆଗାମୀ ସମୟ ହିଁ ସମ୍ପୂର୍ଣ୍ଣ ଭାବେ ଭିନ୍ନ ହେବାକୁ ଯାଉଛି । ଆଉ ଏହା ହେଉଛି ଆମ ସମସ୍ତଙ୍କ ପାଇଁ ଖୁସିର କଥା ଯେ, ଆମ ଯୁବ ପିଢୀ ଦେଶର ଭବିଷ୍ୟତର ନେତୃତ୍ୱ ନେଉଛି, ଆମର ପ୍ରଯୁକ୍ତି ବିପ୍ଳବର ନେତୃତ୍ୱ ନେଉଛନ୍ତି।ସପ୍ତମ ଇଣ୍ଡିଆ ମୋବାଇଲ କଂଗ୍ରେସ (ଆଇଏମ୍ ସି)କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
October 27th, 10:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ସପ୍ତମ ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୩କୁ ଉଦଘାଟନ କରିଛନ୍ତି । ଇଣ୍ଡିଆ ମୋବାଇଲ୍ କଂଗ୍ରେସ (ଆଇଏମସି) ହେଉଛି ଏସିଆର ସର୍ବବୃହତ୍ ଟେଲିକମ୍, ଗଣମାଧ୍ୟମ ଏବଂ ଟେକ୍ନୋଲୋଜି ଫୋରମ୍ ଯାହା ଅକ୍ଟୋବର ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ 'ଗ୍ଲୋବାଲ୍ ଡିଜିଟାଲ୍ ଇନୋଭେସନ୍' ଶୀର୍ଷକରେ ଆୟୋଜିତ ହେବ। ଆଇଏମସି ୨୦୨୩ ର ଲକ୍ଷ୍ୟ ହେଉଛି ପ୍ରମୁଖ ଅତ୍ୟାଧୁନିକ ଜ୍ଞାନକୌଶଳର ବିକାଶକାରୀ, ନିର୍ମାତା ଏବଂ ରପ୍ତାନିକାରୀ ଭାବରେ ଭାରତର ସ୍ଥିତିକୁ ସୁଦୃଢ଼ କରିବା । ଏହି କାର୍ଯ୍ୟକ୍ରମ ରେ ପ୍ରଧାନମନ୍ତ୍ରୀ ଦେଶର ଶିକ୍ଷାନୁଷ୍ଠାନଗୁଡ଼ିକୁ ୧୦୦ଟି '୫ଜି ୟୁଜ୍ କେସ୍ ଲ୍ୟାବ୍' ପ୍ରଦାନ କରିଥିଲେ।ଦେଶର ପ୍ରତ୍ୟେକ କୋଣରେ ଅତ୍ୟାଧୁନିକ ଜ୍ଞାନକୌଶଳ ଆଣିବା ନିମନ୍ତେ ପ୍ରତିବଦ୍ଧତା ଦୋହରାଇଲେ ପ୍ରଧାନମନ୍ତ୍ରୀ
August 02nd, 11:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର ପ୍ରତ୍ୟେକ କୋଣ ଅନୁକୋଣରେ ଅତ୍ୟାଧୁନିକ ଜ୍ଞାନକୌଶଳ ଆଣିବା ନିମନ୍ତେ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି ଏବଂ କହିଛନ୍ତି ଯେ, ବିଭିନ୍ନ ଜିଲ୍ଲାରେ ୩ ଲକ୍ଷରୁ ଅଧିକ ୫ ଜି ସାଇଟର ସଫଳ ସ୍ଥାପନା ଆମ ବୈଷୟିକ ଯାତ୍ରାରେ ଏକ ଉଲ୍ଲେଖନୀୟ ସଫଳତାକୁ ଦର୍ଶାଉଛି ।ମହାରାଷ୍ଟ୍ରର ପୁଣେରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 01st, 02:00 pm
ବାସ୍ତବରେ, ଭାରତର ସ୍ୱାଧୀନତା ଆନେ୍ଦାଳନକୁ ପୁଣେର ବହୁତ ବଡ ଯୋଗଦାନ ରହିଛି । ପୁଣେ, ବାଲ ଗଙ୍ଗାଧର ତିଲକଙ୍କ ଭଳି ଅନେକ ବିପ୍ଳବୀ, ସ୍ୱାଧୀନତା ସଗ୍ରାମୀ ଦେଶକୁ ଦେଇଛି । ଆଜି ମଧ୍ୟ ହେଉଛି ଲୋକଶାହିର ଅନ୍ନା ଭାଉ ସାଠେଙ୍କ ଜୟନ୍ତି । ଏହା ହେଉଛି ଆମ ସମସ୍ତଙ୍କ ପାଇଁ ବହୁତ ବିଶେଷ ଦିନ । ଅନ୍ନା ଭାଉ ସାଠେ, ମହାନ ସମାଜ ସଂସ୍କାରକ ଥିଲେ, ବାବା ସାହେବ ଆମ୍ବେଦକରଙ୍କ ଚିନ୍ତାଧାରାରେ ପ୍ରଭାବିତ ହୋଇଥିଲେ । ଆଜି ମଧ୍ୟ ବ୍ୟାପକ ସଂଖ୍ୟାରେ ଛାତ୍ର ଏବଂ ବିଦ୍ୱାନ ତାଙ୍କ ସାହିତ୍ୟ ଉପରେ ଗବେଷଣା କରୁଛନ୍ତି । ଅନ୍ନା ଭାଉ ସାଠେଙ୍କ କାର୍ଯ୍ୟ, ତାଙ୍କର ଆହ୍ୱାନ ଆଜି ମଧ୍ୟ ଆମ ସମସ୍ତଙ୍କୁ ପ୍ରେରଣା ଦେଉଛି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ
August 01st, 01:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧.୦୮.୨୦୨୩) ପୁଣେ ମେଟ୍ରୋର ସମ୍ପୂର୍ଣ୍ଣ ହୋଇଥିବା ସେକ୍ସନରେ ପତାକା ଦେଖାଇ ମେଟ୍ରୋ ଟ୍ରେନର ଶୁଭାରମ୍ଭ କରାଇଛନ୍ତି । ସେ ମଧ୍ୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ପିମ୍ପ୍ରିଂ ଛିନ୍ଦୱାର ପୌର ମହାନିଗମ ପିସିଏମ୍ସି ଅଧୀନରେ ନିର୍ମିତ ୧୨୮୦ ଗୃହ ଓ ପୁଣେ ପୌରନିଗମ ଅଧୀନରେ ନିର୍ମିତ ୨୬୫୦ ପିଏମ୍ଏୱାଇ ଆବାସ ହିତାଧିକାରୀମାନଙ୍କୁ ହସ୍ତାନ୍ତର କରିଛନ୍ତି । ଏହାଛଡା ପିସିଏମ୍ସି ଦ୍ୱାରା ନିର୍ମିତ ହେବାକୁ ଥିବା ୧୧୯୦ ଓ ପୁଣେ ମହାନଗର ଆଞ୍ଚଳିକ ବିକାଶ କର୍ତ୍ତୃପକ୍ଷଙ୍କ ଦ୍ୱାରା ନିର୍ମିତ ହେବାକୁ ଥିବା ୬୪୦୦ ଆବାସସ୍ଥଳୀର ଶିଳାନ୍ୟାସ କରିଛନ୍ତି । ଏହାଛଡା ପ୍ରଧାନମନ୍ତ୍ରୀ ମଧ୍ୟ ପିସିଏମ୍ସି ଦ୍ୱାରା ୩୦୦କୋଟି ଟଙ୍କା ବ୍ୟୟରେ ନିର୍ମିତ ବର୍ଜ୍ୟରୁ ଶକ୍ତି କାରାଖାନାର ମଧ୍ୟ ଉଦ୍ଘାଟନ କରିଛନ୍ତି ।ବିଶ୍ୱ ପରିବେଶ ଦିବସ ୨୦୨୩ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତାର ମୂଳ ପାଠ
June 05th, 03:00 pm
ବିଶ୍ୱ ପରିବେଶ ଦିବସ ଅବସରରେ ଆପଣ ସମସ୍ତଙ୍କୁ, ଦେଶ ଏବଂ ବିଶ୍ୱକୁ ବହୁତ ବହୁତ ଶୁଭକାମନା । ଚଳିତ ବର୍ଷର ପରିବେଶ ଦିବସର ବିଷୟବସ୍ତୁ ‘ଏକକ ବ୍ୟବହାର ପ୍ଲାଷ୍ଟିକକୁ ନିଷିଦ୍ଧ କରିବାର ଅଭିଯାନ’ ଅଟେ ଏବଂ ମୋତେ ଖୁସି ଲାଗୁଛି ଯେ ଯେଉଁ କଥା ବିଶ୍ୱ ଆଜି କରୁଛି, ତାହା ଉପରେ ଭାରତ ଗତ ଚାରି ପାଞ୍ଚ ବର୍ଷରୁ ଲଗାତାର ଭାବେ କାର୍ଯ୍ୟ କରୁଛି । ୨୦୧୮ରେ ଭାରତ ଏକକ ବ୍ୟବହାର ପ୍ଲାଷ୍ଟିକକୁ ନିଷିଦ୍ଧି କରିବା ପାଇଁ ଦୁଇଟି ସ୍ତରରେ କାର୍ଯ୍ୟକୁ ଯୋଡ଼ି ଥିଲୁ। ପ୍ରଥମେ ଗୋଟିଏ ଦିଗରେ, ଏକକ ବ୍ୟବହାର ପ୍ଲାଷ୍ଟିକ ଉପରେ ପ୍ରତିବନ୍ଧ ଲଗାଇ ଦିଆଗଲା ଏବଂ ଅନ୍ୟପକ୍ଷରେ ପ୍ଲାଷ୍ଟିକ ଅବଶିଷ୍ଟ ପ୍ରକ୍ରିୟାକରଣ ଅନିବାର୍ଯ୍ୟ କରାଗଲା । ଏହି କାରଣରୁ ଭାରତରେ ପାଖାପାଖି ୩୦ ଲକ୍ଷ ଟନ୍ ପ୍ଲାଷ୍ଟିକ ପ୍ୟାକେଜିଂର ପୁନଃ ପ୍ରକ୍ରିୟାକରଣ ପାଇଁ ବାଧ୍ୟତାମୂଳକ କରାଗଲା । ଏହି ଭାରତରେ ଜନ୍ମ ନେଇଥିବା ଲୋକ ମୋଟାମୋଟି ଭାବରେ ବ୍ଲୁ-ପ୍ରିଣ୍ଟ ପ୍ଲାଷ୍ଟିକ ବର୍ଜ୍ୟର ୭୫ ଶତକଡ଼ା ଅଟେ ଏବଂ ଆଜି ଏହାର ଅଧୀନରେ ପ୍ରାୟତଃ ୧୦ ହଜାର ଦୃଷ୍ଟାନ୍ତ, ଇଂପୋଟର ଏବଂ ବ୍ରାଣ୍ଡ୍ ମାଲିକ ଅଟନ୍ତି ।ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
June 05th, 02:29 pm
ସମବେତ ଜନତାଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ବିଶ୍ୱର ପ୍ରତ୍ୟେକ ଦେଶକୁ ବିଶ୍ୱ ପରିବେଶ ଦିବସ ଅବସରରେ ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଚଳିତ ବର୍ଷ ପରିବେଶ ଦିବସର ବାର୍ତ୍ତା ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଉପରେ ଆଲୋକପାତ କରି ଭାରତ ଏ ଦିଗରେ ଗତ ଚାରିରୁ ପାଞ୍ଚ ବର୍ଷ ଧରି ଉଦ୍ୟମ କରି ଆସୁଥିବା ନେଇ ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ଭାରତ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ବର୍ଜନ ନିମନ୍ତେ ଦୁଇଟି ସ୍ତରରେ ୨୦୧୮ ମସିହା ଠାରୁ କାର୍ଯ୍ୟ କରି ଆସୁଛି ବୋଲି ସେ କହିଥିଲେ । “ଗୋଟେ ପଟରେ ଆମେ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକକୁ ନିଷିଦ୍ଧ କରିବା ସହ ଅନ୍ୟପଟରେ ପ୍ଲାଷ୍ଟିକ ବର୍ଜ୍ୟର ପ୍ରକ୍ରିୟାକରଣକୁ ମଧ୍ୟ ବାଧ୍ୟତାମୂଳକ କରୁଛୁ” ବୋଲି ସେ କହିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏଥିପାଇଁ ଦେଶର ବାର୍ଷିକ ଶତକଡ଼ା ୭୫ ଭାଗ ପ୍ଲାଷ୍ଟିକ ବର୍ଜ୍ୟ ପ୍ରାୟ ୩୦ ଲକ୍ଷ ଟନ ପ୍ଲାଷ୍ଟିକର ବାଧ୍ୟତାମୂଳକ ପୁନଃ ପ୍ରକ୍ରିୟାକରଣ ହେଉଛି ଓ ପ୍ରାୟ ଦଶ ହଜାର ପ୍ରସ୍ତୁତକାରୀ, ଆମଦାନୀକାରୀ ଓ ବ୍ରାଣ୍ଡ ଏହାର ପରିସର ମଧ୍ୟକୁ ଆଜି ଆସି ପାରିଛନ୍ତି ।