Congress wants to push Assam back into instability and infiltration: PM Modi in Guwahati

February 14th, 03:00 pm

PM Modi addressed a massive public rally in Guwahati, where he said the recent Union Budget has further strengthened the vision of the BJP-NDA for the development of Assam and the North East. Calling the North East “Ashtalakshmi,” he said the region was ignored for decades by Congress but is now being served with dedication.

PM Modi addresses a grand public rally in Guwahati, Assam

February 14th, 02:30 pm

PM Modi addressed a massive public rally in Guwahati, where he said the recent Union Budget has further strengthened the vision of the BJP-NDA for the development of Assam and the North East. Calling the North East “Ashtalakshmi,” he said the region was ignored for decades by Congress but is now being served with dedication.

ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 08th, 10:15 am

ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।

‘ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 08th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ନୂଆଦିଲ୍ଲୀ ଯଶୋଭୂମିଠାରେ ଏସିଆର ସର୍ବବୃହତ ଟେଲିକମ୍, ଗଣମାଧ୍ୟମ ଏବଂ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ‘ଇଣ୍ଡିଆ ମୋବାଇଲ୍ କଂଗ୍ରେସ’ (ଆଇଏମସି) ୨୦୨୫ର ୯ମ ସଂସ୍କରଣକୁ ଉଦଘାଟନ କରିଛନ୍ତି। ଇଣ୍ଡିଆ ମୋବାଇଲ୍ କଂଗ୍ରେସର ସ୍ୱତନ୍ତ୍ର ସଂସ୍କରଣରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି ଯେ, ଅନେକ ଷ୍ଟାର୍ଟଅପ୍ ଆର୍ଥିକ ଠକେଇ ନିବାରଣ, କ୍ୱାଣ୍ଟମ୍ ଯୋଗାଯୋଗ, ୬ଜି, ଅପ୍ଟିକାଲ୍ ଯୋଗାଯୋଗ ଏବଂ ସେମିକଣ୍ଡକ୍ଟର ସମେତ ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ଉପସ୍ଥାପନା କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଏପରି ଗୁରୁତ୍ୱପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଉପସ୍ଥାପନା ଦେଖିବା ଦ୍ୱାରା, ଭାରତର ପ୍ରଯୁକ୍ତିବିଦ୍ୟା ଭବିଷ୍ୟତ ସକ୍ଷମ ହାତରେ ଥିବା ତାଙ୍କ ବିଶ୍ୱାସ ଆହୁରି ଦୃଢ଼ ହୁଏ। ସେ ଏହି କାର୍ଯ୍ୟକ୍ରମ ଏବଂ ସମସ୍ତ ନୂତନ ପଦକ୍ଷେପ ପାଇଁ ଶୁଭକାମନା ଜଣାଇଥିଲେ।

ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ବିକଶିତ ଭାରତ ଯୁବ ନେତା ସଂଳାପ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 12th, 02:15 pm

ଭାରତର ଯୁବ ଶକ୍ତିର ଶକ୍ତି ଯୋଗୁଁ ଆଜି ଏହି ଭାରତ ମଣ୍ଡପମ୍ ମଧ୍ୟ ଶକ୍ତିରେ ପରିପୂର୍ଣ୍ଣ ହୋଇଛି ଏବଂ ଶକ୍ତିଶାଳୀ ହୋଇଛି । ଆଜି ସମଗ୍ର ଦେଶ ସ୍ୱାମୀ ବିବେକାନନ୍ଦଜୀଙ୍କୁ ସ୍ମରଣ କରୁଛି ଏବଂ ସ୍ୱାମୀଜୀଙ୍କୁ ପ୍ରଣାମ କରୁଛି । ସ୍ୱାମୀ ବିବେକାନନ୍ଦ ଜୀଙ୍କର ଦେଶର ଯୁବବର୍ଗଙ୍କ ଉପରେ ବହୁତ ବିଶ୍ୱାସ ଥିଲା । ସ୍ୱାମୀଜୀ କହୁଥିଲେ- ମୋର ବିଶ୍ୱାସ ଯୁବପିଢ଼ିଙ୍କୁ ଉପରେ ରହିଛି, ନୂଆ ପିଢ଼ି ଉପରେ ରହିଛି । ସ୍ୱାମୀଜୀ କହୁଥିଲେ ଯେ ମୋ ର କର୍ମକର୍ତ୍ତାମାନେ ଯୁବପିଢ଼ିଙ୍କଠାରୁ ଆସିବେ, ସିଂହଙ୍କ ଭଳି ସେମାନେ ସବୁ ସମସ୍ୟାର ସମାଧାନ କରିବେ। ବିବେକାନନ୍ଦଜୀଙ୍କର ଯେମିତି ଆପଣମାନଙ୍କ ଉପରେ ଥିଲା, ମୋର ବିବେକାନନ୍ଦଜୀଙ୍କ ଉପରେ ଭରସା ଅଛି, ତାଙ୍କର ସବୁ କଥା ଉପରେ ମୋର ଭରସା ରହିଛି । ଭାରତର ଯୁବପିଢ଼ିଙ୍କ ପାଇଁ ଯାହା ଭାବିଛନ୍ତି ଓ କହିଛନ୍ତି ତାହା ଉପରେ ମୁଁ ଅନ୍ଧ ଭାବରେ ବିଶ୍ବାସ ରହିଛି । ପ୍ରକୃତରେ ସ୍ୱାମୀ ବିବେକାନନ୍ଦ ଜୀ ସଶରୀରେ ଯଦି ଆମ ମଧ୍ୟରେ ଥାଆନ୍ତେ, ତେବେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଦେଖି ଭାରତରେ ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି କରିଥାନ୍ତେ, ନୂତନ ଶକ୍ତିରେ ଭରି ଦେଇଥାନ୍ତେ ଏବଂ ନୂତନ ସ୍ୱପ୍ନର ମଞ୍ଜି ବୁଣି ଦେଇଥାନ୍ତେ ।

ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫ରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

January 12th, 02:00 pm

ଆଜି ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଉପଲକ୍ଷେ ପାଳନ ହେଉଥିବା ଜାତୀୟ ଯୁବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ “ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫” ରେ ଅଂଶଗ୍ରହଣ କରିଥିଲେ । ସେ ସମଗ୍ର ଭାରତର ୩୦୦୦ ସଫଳ ଯୁବ ନେତାଙ୍କ ସହ ମତ ବିନିମୟ କରିଥିଲେ । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଭାରତ ମଣ୍ଡପମରେ ଜୀବନ ଓ ଶକ୍ତି ନିୟୋଜିତ କରିଥିବା ଭାରତର ଯୁବବର୍ଗଙ୍କ ଜାଗ୍ରତ ଶକ୍ତି ଉପରେ ଆଲୋକପାତ କରିଥିଲେ। ଦେଶର ଯୁବବର୍ଗଙ୍କ ଉପରେ ଅସୀମ ବିଶ୍ୱାସ ରଖିଥିବା ସ୍ୱାମୀ ବିବେକାନନ୍ଦଙ୍କୁ ସମଗ୍ର ଦେଶ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି ସେ ଉଲ୍ଲେଖ କରିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ବିଶ୍ୱାସ କରୁଥିଲେ ଯେ ତାଙ୍କର ଯୁବ ଶିଷ୍ୟମାନେ ସିଂହ ପରି ପ୍ରତ୍ୟେକ ସମସ୍ୟାର ସମାଧାନ କରିବେ । ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀଜୀ ଯେପରି ଯୁବକମାନଙ୍କ ଉପରେ ଆସ୍ଥା ପ୍ରକଟ କରିଥିଲେ ଠିକ୍ ସେହିଭଳି ତାଙ୍କର ସ୍ୱାମୀଜୀ ଏବଂ ତାଙ୍କ ଆସ୍ଥା ଉପରେ ପୂର୍ଣ୍ଣ ବିଶ୍ୱାସ ରହିଛି । ସେ ଆହୁରି ମଧ୍ୟ କହିଥିଲେ ଯେ ଯୁବପିଢ଼ିଙ୍କ ଉପରେ ସ୍ବାମୀଜୀଙ୍କର ଥିବା ଦୂରଦୃଷ୍ଟି ଉପରେ ତାଙ୍କର ପୂର୍ଣ୍ଣ ବିଶ୍ୱାସ ରହିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ଯଦି ଆଜି ଆମ ମଧ୍ୟରେ ଥାନ୍ତେ, ତେବେ ସେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଏବଂ ସକ୍ରିୟ ପ୍ରୟାସକୁ ଦେଖି ନୂତନ ଆତ୍ମବିଶ୍ୱାସରେ ଭରପୂର ହୋଇଥାନ୍ତେ ।

ଆବୁ ଧାବି, ସଂଯୁକ୍ତ ଆରବ ଏମିରେଟସ୍‌ରେ ଅହଲାନ ମୋଦୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 13th, 11:19 pm

ଆଜି ଆବୁ ଧାବିରେ ଆପଣମାନେ ଏକ ନୂତନ ଇତିହାସ ସୃଷ୍ଟି କରି ଦେଇଛନ୍ତି । ଆପଣମାନେ ସମସ୍ତେ ୟୁଏଇର କୋଣ ଅନୁକୋଣରୁ ଆସିଛନ୍ତି ଏବଂ ଭାରତର ଭିନ୍ନ ଭିନ୍ନ ରାଜ୍ୟରୁ ଆସିଛନ୍ତି, କିନ୍ତୁ ଆପଣ ସମସ୍ତଙ୍କ ହୃଦୟ ଯୋଡି ହୋଇଛି । ଏହି ଐତିହାସିକ ଷ୍ଟାଡିୟମ୍‌ରେ ପ୍ରତିଟି ସ୍ପନ୍ଦନ କହୁଛି – ଭାରତ- ୟୁଏଇ ବନ୍ଧୁତ୍ୱ ଜିନ୍ଦାବାଦ! ପ୍ରତିଟି ନିଶ୍ୱାସ କହୁଛି – ଭାରତ- ୟୁଏଇ ବନ୍ଧୁତ୍ୱ ଜିନ୍ଦାବାଦ । ପ୍ରତିଟି ଧ୍ୱନୀ କହୁଛି ଭାରତ-ୟୁଏଇ ବନ୍ଧୁତ୍ୱ ଜିନ୍ଦାବାଦ ! ହଁ... ଏହି କ୍ଷଣକୁ ବଂଚିଯିବାର ଅଛି... ମନ ଭରି ଅନୁଭବ କରିନେବାର ଅଛି । ଆଜି ସେହି ସ୍ମୃତିଗୁଡିକୁ ସାଉଁଟି ନେବାର ଅଛି, ଯାହା ସାରା ଜୀବନ ଆପଣଙ୍କ ସହ ରହିବାକୁ ଯାଉଛି । ଯେଉଁ ସ୍ମୃତି ସାରା ଜୀବନ ମୋ ସହିତ ମଧ୍ୟ ରହିବ ।

ୟୁଏଇରେ ଭାରତୀୟମାନଙ୍କ କାର୍ଯ୍ୟକ୍ରମ -"ଅହଲାନ ମୋଦୀ"ରେ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

February 13th, 08:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁଏଇରେ ଥିବା ଭାରତୀୟ ସମ୍ପ୍ରଦାୟ ଦ୍ୱାରା ତାଙ୍କ ସମ୍ମାନରେ ଆୟୋଜିତ ଏକ କାର୍ଯ୍ୟକ୍ରମ 'ଅହଲନ ମୋଦୀ'ରେ ୟୁଏଇରେ ଥିବା ଭାରତୀୟମାନଙ୍କୁ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ୭ଟି ଏମିରେଟ୍ସରୁ ପ୍ରବାସୀ ଭାରତୀୟମାନେ ଅଂଶଗ୍ରହଣ କରିଥିଲେ ଏବଂ ଏଥିରେ ସମସ୍ତ ସମ୍ପ୍ରଦାୟର ଭାରତୀୟମାନେ ସାମିଲ ହୋଇଥିଲେ। ଦର୍ଶକଙ୍କ ମଧ୍ୟରେ ଏମିରାଟିସ୍ ମଧ୍ୟ ସାମିଲ ଥିଲେ।