୮ ଅକ୍ଟୋବରରେ :ଇଣ୍ଡିଆ ମୋବାଇଲ କଂଗ୍ରେସ’ର ୯ମ ସଂସ୍କରଣକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
October 07th, 10:27 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ୮ ଅକ୍ଟୋବର ୨୦୨୫ ସକାଳ ପ୍ରାୟ ୯ଟା ୪୫ ମିନିଟ୍ ସମୟରେ ନୂଆଦିଲ୍ଲୀ ଯଶୋଭୂମିଠାରେ ଏସିଆର ସର୍ବବୃହତ ଟେଲିକମ୍, ମିଡିଆ ଏବଂ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ‘ଇଣ୍ଡିଆ ମୋବାଇଲ୍ କଂଗ୍ରେସ (ଆଇଏମସି) ୨୦୨୫’ର ୯ମ ସଂସ୍କରଣକୁ ଉଦଘାଟନ କରିବେ।ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକଜାଣ୍ଡର ଷ୍ଟବଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 27th, 08:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକଜାଣ୍ଡର ଷ୍ଟବଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି ।Joint Statement: Second Meeting of the India-EU Trade and Technology Council, New Delhi (February 28, 2025)
February 28th, 06:25 pm
PM Modi during the Second Meeting of the India-EU Trade and Technology Council, New Delhi, emphasized the deepening India-EU partnership in trade, technology, and security. Both sides committed to advancing AI, semiconductors, 6G, and clean energy, strengthening economic security and innovation. This collaboration aims to drive global stability, resilience, and shared prosperity.