ନ୍ୟୁଜ୍ ୧୮ ରାଇଜିଂ ଭାରତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 27th, 08:30 pm
ନେଟୱାର୍କ ୧୮ର ସମସ୍ତ ସାମ୍ବାଦିକ, ଏହି ବ୍ୟବସ୍ଥାର ତଦାରଖ କରୁଥିବା ସମସ୍ତ ସହକର୍ମୀ, ଏଠାରେ ଉପସ୍ଥିତ ସମସ୍ତ ସମ୍ମାନିତ ଅତିଥିମାନେ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ନେଟ୍ଓ୍ବର୍କ ୧୮ ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 27th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଇଥିଲେ, ଯାହାର ଶୀର୍ଷକ ଥିଲା ‘ଅନ୍ତର୍ନିହିତ ସାମର୍ଥ୍ୟ’। ଗତ ୧୧ ବର୍ଷରେ ଭାରତର ଯାତ୍ରାକୁ ଉଲ୍ଲେଖ କରି ଶ୍ରୀ ମୋଦୀ ଦେଶର ସାମର୍ଥ୍ୟକୁ ପୁଣି ହାସଲ କରିବା, ଆର୍ଥିକ ଆତ୍ମନିର୍ଭରଶୀଳତା ଓ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତର ରୋଡମ୍ୟାପ୍ ସମ୍ପର୍କରେ ଆଲୋଚନା କରିଥିଲେ।ଇଟି ନାଓ ଗ୍ଲୋବାଲ ବ୍ୟାପାର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 13th, 08:30 pm
ଏହି ବିଶ୍ୱ ବାଣିଜ୍ୟ ସମ୍ମିଳନୀକୁ ଆପଣମାନଙ୍କୁ ସମସ୍ତଙ୍କୁ ସ୍ୱାଗତ; ମୁଁ ଆପଣମାନଙ୍କୁ ପ୍ରତ୍ୟେକଙ୍କୁ ଶୁଭେଚ୍ଛା ଜଣାଉଛି । ‘ବିଘ୍ନର ଏକଦଶନ୍ଧି, ପରିବର୍ତ୍ତନର ଏକ ଶତାବ୍ଦୀ’ ବିଷୟବସ୍ତୁ ଉପରେ ଆଲୋଚନା କରିବାକୁ ଆମେମାନେ ଏଠାରେ ଅଛୁ । ବିନୀତ ଜୀଙ୍କ ଭାଷଣ ଶୁଣିବା ପରେ,ମୁଁ ଅନୁଭବ କରୁଛି ଯେ ମୋର କାର୍ଯ୍ୟ ବହୁତ ସହଜ ହୋଇଯାଇଛି । କିନ୍ତୁ ମୁଁ ଏକ ଛୋଟ ଅନୁରୋଧ କରିବାକୁ ଚାହୁଁଛି - ଯେହେତୁ ଆପଣ ବହୁତ କିଛି ଜାଣନ୍ତି, ଏହା କେତେକ ସମୟରେ ଇଟି ରେ ମଧ୍ୟ ପ୍ରତିଫଳିତ ହେବା ଉଚିତ ।PM Modi addresses ET Now Global Business Summit 2026
February 13th, 08:00 pm
PM Modi addressed the ET Now Global Business Summit 2026 in New Delhi, highlighting the theme ‘A Decade of Disruption, A Century of Change.’ He noted that despite global shocks—from the pandemic to wars and supply chain breakdowns, India’s decade has been defined by strong growth, effective delivery, and a vibrant democracy. Recalling that India was the 11th-largest economy a decade ago, he said the nation is now rapidly moving toward becoming the world’s third-largest economy.ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 25th, 06:16 pm
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଲକ୍ଷ୍ନୌର ସାଂସଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜୀ, ବିଜେପିର ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଓ କେନ୍ଦ୍ର ପରିଷଦରେ ମୋର ସହଯୋଗୀ ଶ୍ରୀମାନ ପଙ୍କଜ ଚୌଧୁରୀ, ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ବ୍ରଜେଶ ପାଠକ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନପ୍ରତିନିଧିମାନେ, ମହିଳା ଏବଂ ସଜ୍ଜନମାନେ,ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 25th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନୀ ଏବଂ ଆଦର୍ଶକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ରାଷ୍ଟ୍ର ପ୍ରେରଣା ସ୍ଥଳର ଉଦଘାଟନ କରିଛନ୍ତି। ଶ୍ରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ ଅବସରର ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଲକ୍ଷ୍ନୌ ଭୂମି ଏକ ନୂତନ ପ୍ରେରଣାର ସାକ୍ଷୀ ହେବାକୁ ଯାଉଛି। ଏହା ସହ ସେ ଦେଶ ଏବଂ ବିଶ୍ୱକୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଥିଲେ। ଭାରତରେ ମଧ୍ୟ ଲକ୍ଷ ଲକ୍ଷ ଖ୍ରୀଷ୍ଟିଆନ ପରିବାର ଆଜି ଏହି ପର୍ବ ପାଳନ କରୁଛନ୍ତି ବୋଲି ଶ୍ରୀ ମୋଦୀ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଖ୍ରୀଷ୍ଟମାସର ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଆଣିବା ଉଚିତ, ଯାହା ଯେଉଛି ଆମ ସମସ୍ତଙ୍କର ସାମୂହିକ ଇଚ୍ଛା।ମୁମ୍ବାଇ ଗ୍ଲୋବାଲ ଫିନଟେକ ଫେଷ୍ଟର ଷଷ୍ଠ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 09th, 02:51 pm
ମହାମହିମ ପ୍ରଧାନମନ୍ତ୍ରୀ କେର ଷ୍ଟାର୍ମର, ଆରବିଆଇ ଗଭର୍ଣ୍ଣର, ଉଦଭାବକ, ନିବେଶକାରୀ, ନେତାଗଣ । ମୁମ୍ବାଇକୁ ଆପଣମାନଙ୍କୁ ସମସ୍ତଙ୍କୁ ସ୍ୱାଗତ ।‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 09th, 02:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ମହାରାଷ୍ଟ୍ରର ମୁମ୍ବାଇଠାରେ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କରିଛନ୍ତି। ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ ଜଣାଇ ଶ୍ରୀ ମୋଦୀ ମୁମ୍ବାଇକୁ ଶକ୍ତି, ଉଦ୍ୟୋଗ ଏବଂ ଅସୀମ ସମ୍ଭାବନାର ସହର ଭାବେ ବର୍ଣ୍ଣନା କରିଛନ୍ତି। ସେ ତାଙ୍କ ବନ୍ଧୁ, ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ କୀର ଷ୍ଟାରମରଙ୍କୁ ସ୍ୱତନ୍ତ୍ର ଭାବରେ ସ୍ୱାଗତ କରିଥିଲେ ଏବଂ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟିଭାଲ’ରେ ତାଙ୍କର ଉପସ୍ଥିତି ଏବଂ କାର୍ଯ୍ୟକ୍ରମରେ ସେ ଦେଇଥିବା ସମୟ ପାଇଁ ଧନ୍ୟବାଦ ଜଣାଇଥିଲେ।When a woman progresses, the entire society moves forward: PM at Mukhyamantri Mahila Rojgar Yojana launch in Bihar
September 26th, 11:30 am
During the launch of Bihar’s Mukhyamantri Mahila Rojgar Yojana, PM Modi rejoiced in transferring ₹10,000 to the bank accounts of 75 lakh women. He noted that initiatives like Mudra Yojana, Drone Didi, Bima Sakhi, and Bank Didi are creating new employment opportunities for women. He urged everyone to ensure the state never returns to its past darkness, highlighting that women have been the key beneficiaries of this transformation.‘ବିହାରର ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 26th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିହାରର ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ନବରାତ୍ରିର ପବିତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ବିହାରର ମହିଳାମାନଙ୍କ ସହିତ ଏକ ଉତ୍ସବରେ ଯୋଗଦେଦେଇ ଖୁସି ପ୍ରକାଶ କରିଥିଲେ ଏବଂ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା ଆଜି ଆରମ୍ଭ ହେଉଛି। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ ଯେ ୭୫ ଲକ୍ଷ ମହିଳା ଏହି ପ୍ରୟାସରେ ଯୋଗ ଦେଇସାରିଛନ୍ତି। ସେ ଘୋଷଣା କରିଥିଲେ, ଏହି ୭୫ ଲକ୍ଷ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏକକାଳୀନ ୧୦,୦୦୦ ଟଙ୍କା ପ୍ରେରଣ କରାଯାଇଛି।ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 25th, 10:22 am
ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, ଉତ୍ତର ପ୍ରଦେଶ ସରକାରଙ୍କ ମନ୍ତ୍ରୀଗଣ, ଉତ୍ତର ପ୍ରଦେଶ ବିଜେପି ସଭାପତି ଭୂପେନ୍ଦ୍ର ଚୌଧୁରୀ , ଶିଳ୍ପ ଜଗତର ସମସ୍ତ ବନ୍ଧୁ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ସଜ୍ଜନଗଣ।ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ -୨୦୨୫’କୁ ଉଦଘାଟନ ଏବଂ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀରେ ଯୋଗ ଦେଇଥିବା ସମସ୍ତ ବ୍ୟବସାୟୀ, ନିବେଶକ, ଉଦ୍ୟୋଗୀ ଏବଂ ଯୁବ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ୨,୨୦୦ ରୁ ଅଧିକ ପ୍ରଦର୍ଶକ ସେମାନଙ୍କର ଉତ୍ପାଦ ଏବଂ ସେବା ପ୍ରଦର୍ଶନ କରୁଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ଏହି ବାଣିଜ୍ୟ ପ୍ରଦର୍ଶନୀର ସଂସ୍କରଣ ପାଇଁ ଋଷ ଦେଶ ଅଂଶୀଦାର ବୋଲି ଆଲୋକପାତ କରିଛନ୍ତି, ଯାହା ଏକ ପରୀକ୍ଷିତ ସହଭାଗୀ ସୁଦୃଢ଼ତାର ଗୁରୁତ୍ୱ ବହନ କରୁଛି। ସେ ଏହି କାର୍ଯ୍ୟକ୍ରମ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସରକାରୀ ସହକର୍ମୀ ଏବଂ ଅନ୍ୟାନ୍ୟ ଅଂଶୀଦାରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏହି ଅବସରଟି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମଜୟନ୍ତୀ ସହିତ ସମ୍ପୃକ୍ତ ଅଟେ, ଯିଏ ସମାଜର ସବୁଠୁ ପଛରେ ପଡ଼ିଥିବା ବ୍ୟକ୍ତିଙ୍କ ଉନ୍ନତି ପାଇଁ - ଅନ୍ତ୍ୟୋଦୟ ପଥ ଉପରେ ଦେଶକୁ ନେତୃତ୍ୱ ଦେଇଥିଲେ। ସେ ଜୋର ଦେଇ କହିଛନ୍ତି ଯେ, ଅନ୍ତ୍ୟୋଦୟ ଅର୍ଥ ହେଉଛି ବିକାଶକୁ ତ୍ରୁଣମୂଳସ୍ତର ପର୍ଯ୍ୟନ୍ତ ପହଞ୍ଚାଇବା, ସମସ୍ତ ପ୍ରକାରର ଭେଦଭାବକୁ ଦୂର କରିବା। ସେ ଆହୁରି ମଧ୍ୟ ମନ୍ତବ୍ୟ ଦେଇଛନ୍ତି ଯେ, ଭାରତ ବର୍ତ୍ତମାନ ଏହି ସମାବେଶୀମୂଳକ ଉନ୍ନତିର ମଡେଲ୍କୁ ବିଶ୍ୱ ସାମ୍ନାରେ ଏକ ଉଦାହରଣ ଭାବରେ ପ୍ରଦର୍ଶନ କରୁଛି।ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ କର୍ତ୍ତବ୍ୟ ଭବନର ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 06th, 07:00 pm
କେନ୍ଦ୍ର ସରକାରଙ୍କ ମନ୍ତ୍ରିମଣ୍ଡଳର ସମସ୍ତ ସହଯୋଗୀଗଣ, ଉପସ୍ଥିତ ମାନ୍ୟବର ସାଂସଦଗଣ, ସରକାରଙ୍କ ସମସ୍ତ କର୍ମଚାରୀଗଣ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ଭଦ୍ରବ୍ୟକ୍ତିଗଣ!ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ ଉଦଘାଟନ କାର୍ଯ୍ୟକ୍ରମରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 06th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ-୩ର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ କହିଛନ୍ତି, ଅଗଷ୍ଟ ମାସ ହେଉଛି ବିପ୍ଳବର ମାସ। ଅଗଷ୍ଟ ୧୫ ତାରିଖ ପୂର୍ବରୁ ଆଉ ଏକ ଐତିହାସିକ ମାଇଲଖୁଣ୍ଟ ଆସିଛି। ଭାରତ ଏକ ଆଧୁନିକ ଭାରତ ଗଠନ ସହିତ ଜଡିତ ଅନେକ ପ୍ରମୁଖ ସଫଳତାକୁ ଦେଖୁଛି। ନୂଆଦିଲ୍ଲୀ ବିଷୟରେ ଉଲ୍ଲେଖ କରି ଶ୍ରୀ ମୋଦୀ ନିକଟରେ ହୋଇଥିବା ଭିତ୍ତିଭୂମି ସମ୍ବନ୍ଧୀୟ ସ୍ଥାନଗୁଡ଼ିକର ତାଲିକା ଦେଇଥିଲେ। କର୍ତ୍ତବ୍ୟ ପଥ, ନୂତନ ସଂସଦ ଭବନ, ନୂତନ ପ୍ରତିରକ୍ଷା କାର୍ଯ୍ୟାଳୟ କମ୍ପ୍ଲେକ୍ସ, ଭାରତ ମଣ୍ଡପମ୍, ଯଶୋଭୂମି, ସହିଦମାନଙ୍କ ପାଇଁ ଉତ୍ସର୍ଗୀକୃତ ଜାତୀୟ ଯୁଦ୍ଧ ସ୍ମାରକୀ ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଏବଂ ବର୍ତ୍ତମାନର କର୍ତ୍ତବ୍ୟ ଭବନ ବିଷୟରେ ସେ କହିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ, ଏଗୁଡ଼ିକ କେବଳ ନୂତନ କୋଠା କିମ୍ବା ନିୟମିତ ଭିତ୍ତିଭୂମି ନୁହେଁ । ଅମୃତ କାଳରେ, ଏକ ବିକଶିତ ଭାରତକୁ ଗଢ଼ି ତୋଳିବା ପାଇଁ ନୀତିଗୁଡ଼ିକ ଏହି ଢାଞ୍ଚାଗୁଡ଼ିକରେ ପ୍ରସ୍ତୁତ କରାଯିବ ଏବଂ ଆଗାମୀ ଦଶନ୍ଧିରେ ଦେଶର ଗତିପଥ ଏହି ଅନୁଷ୍ଠାନଗୁଡ଼ିକରୁ ସ୍ଥିର କରାଯିବ। ସେ କର୍ତ୍ତବ୍ୟ ଭବନର ଉଦ୍ଘାଟନରେ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଇବା ସହିତ ଏହାର ନିର୍ମାଣରେ ସମ୍ପୃକ୍ତ ଥିବା ଇଞ୍ଜିନିୟର ଏବଂ ଶ୍ରମଜୀବୀମାନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ।୪୬ତମ ପ୍ରଗତି ଆଲୋଚନାରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ
April 30th, 08:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନେଇ ସକ୍ରିୟ ଶାସନ ଏବଂ ସମୟୋପଯୋଗୀ କାର୍ଯ୍ୟକାରିତା ପାଇଁ ଆଇସିଟି ଆଧାରିତ ମଲ୍ଟି-ମୋଡାଲ୍ ପ୍ଲାଟଫର୍ମ ପ୍ରଗତିର ୪୬ତମ ସଂସ୍କରଣର ଏକ ବୈଠକରେ ଅଧ୍ୟକ୍ଷତା କରିଥିଲେ ।ଗୁଜରାଟର ସୁରଟରେ ସୁରଟ ଖାଦ୍ୟ ସୁରକ୍ଷା ପୁଷ୍ଟିକର ଅଭିଯାନର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 05:34 pm
ମୁଁ ଭାଗ୍ୟବାନ ଯେ ଆଜି ଦେଶର ଲୋକମାନେ ଏବଂ ଗୁଜରାଟର ଲୋକମାନେ ମୋତେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ କାର୍ଯ୍ୟ କରିବାର ସୁଯୋଗ ଦେଇଛନ୍ତି। ଏହା ପରେ ସୁରଟକୁ ଏହା ମୋର ପ୍ରଥମ ଗସ୍ତ। ଗୁଜରାଟ ଯାହା ନିର୍ମାଣ କରିଥିଲା, ଦେଶ ତାକୁ ଆନନ୍ଦର ସହିତ ଆପଣାଇ ଥିଲା। ମୁଁ ସବୁବେଳେ ଆପଣଙ୍କ ନିକଟରେ ଋଣୀ ରହିବି, ମୋ ଜୀବନର ନିର୍ମାଣରେ ଆପଣ ବହୁତ ଯୋଗଦାନ ଦେଇଛନ୍ତି। ଆଜି ଯେତେବେଳେ ମୁଁ ସୁରଟ ଆସିଛି, ଏହା କିପରି ସମ୍ଭବ ଯେ ସୁରଟର ଉତ୍ସାହକୁ ଅଣଦେଖା କରି ପାରିବି। କାର୍ଯ୍ୟ ଏବଂ ଦାନ ହେଉଛି ଦୁଇଟି ଜିନିଷ ଯାହା ସୁରଟକୁ ଆହୁରି ସ୍ୱତନ୍ତ୍ର କରିଥାଏ। ପରସ୍ପରକୁ ସମର୍ଥନ କରିବା, ସମସ୍ତଙ୍କ ବିକାଶର ଉତ୍ସବ ପାଳନ କରିବା, ଆମେ ସୁରଟର ପ୍ରତ୍ୟେକ କୋଣରେ ଏହା ଦେଖୁଛୁ। ଆଜିର କାର୍ଯ୍ୟକ୍ରମ ସୁରଟର ଏହି ଭାବନାକୁ ଆଗକୁ ନେବାକୁ ଯାଉଛି।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ସୁରଟ ଖାଦ୍ୟ ସୁରକ୍ଷା ସଂତୃପ୍ତି ଯୋଜନା କାର୍ଯ୍ୟକ୍ରମର ଶୁଭାରମ୍ଭ
March 07th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସୁରଟର ଲିମ୍ବାୟତରେ ସୁରଟ ଖାଦ୍ୟ ସୁରକ୍ଷା ସଂତୃପ୍ତି ଯୋଜନା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଜାତୀୟ ଖାଦ୍ୟ ନିରାପତ୍ତା ଆଇନର ୨.୩ ଲକ୍ଷରୁ ଅଧିକ ଲାଭାର୍ଥୀଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଲାଭ ବିତରଣ କରିଛନ୍ତି । ଉପସ୍ଥିତ ସମାବେଶକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ସୁରଟ ସହରର କାର୍ଯ୍ୟ ଓ ସେବା ମନୋଭାବର ଦୃଢ଼ ଭିତ୍ତିକୁ ଉଦାହରଣ ଦେଇ ଏହା ସହରର ଅଦ୍ୱିତୀୟ ଭାବନା ଏବଂ କେବେ ଭୁଲିହେବନି ବୋଲି କହିଥିଲେ ।ଭାରତ-ଶ୍ରୀଲଙ୍କା ମିଳିତ ବିବୃତି: ଭାଗିଦାରୀ ଭବିଷ୍ୟତ ପାଇଁ ଭାଗିଦାରୀକୁ ପ୍ରୋତ୍ସାହିତ କରିବା
December 16th, 03:26 pm
16 ଡିସେମ୍ବର 2024 ରେ ଭାରତ ଗସ୍ତ ସମୟରେ ଶ୍ରୀଲଙ୍କାର ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକ ନୂଆଦିଲ୍ଲୀରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ବ୍ୟାପକ ଏବଂ ଫଳପ୍ରଦ ଆଲୋଚନା କରିଥିଲେ ।Cabinet approves the Digital Agriculture Mission today with an outlay of Rs. 2817 Crore, including the central share of Rs. 1940 Crore
September 02nd, 06:30 pm
The Union Cabinet Committee chaired by the Prime Minister Shri Narendra Modi approved the Digital Agriculture Mission today with an outlay of Rs. 2817 Crore, including the central share of Rs. 1940 Crore.Many people want India and its government to remain weak so that they can take advantage of it: PM in Ballari
April 28th, 02:28 pm
Prime Minister Narendra Modi launched the poll campaign in full swing for the NDA in Karnataka. He addressed a mega rally in Ballari. In Ballari, the crowd appeared highly enthusiastic to hear from their favorite leader. PM Modi remarked, “Today, as India advances rapidly, there are certain countries and institutions that are displeased by it. A weakened India, a feeble government, suits their interests. In such circumstances, these entities used to manipulate situations to their advantage. Congress, too, thrived on rampant corruption, hence they were content. However, the resolute BJP government does not succumb to pressure, thus posing challenges to such forces. I want to convey to Congress and its allies, regardless of their efforts... India will continue to progress, and so will Karnataka.”