ଅକ୍ଟୋବର ୩୦ - ୩୧ରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ
October 29th, 10:58 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୩୦-୩୧ ତାରିଖରେ ଗୁଜରାଟ ଗସ୍ତ କରିବେ। ଅକ୍ଟୋବର ୩୦ ତାରିଖରେ ପ୍ରଧାନମନ୍ତ୍ରୀ କେଭାଡିଆର ଏକତା ନଗର ଗସ୍ତ କରିବେ ଏବଂ ସନ୍ଧ୍ୟା ପ୍ରାୟ ୫ଟା ୧୫ ସମୟରେ ଇ-ବସର ଲୋକାର୍ପଣ କରିବେ। ସନ୍ଧ୍ୟା ପ୍ରାୟ ୬ଟା ୩୦ ମିନିଟରେ ସେ ଏକତା ନଗରରେ ୧,୧୪୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।