PM Modi calls on citizens to join the mission for a drug-free India in Mann Ki Baat
August 30th, 11:30 am
In this month’s Mann Ki Baat, PM Modi highlighted key events of August, including National Handloom Day, Independence Day and the Quit India Movement, along with upcoming festivals such as Janmashtami and Vishwakarma Puja, strengthening the resolve of patriotism and Vocal for Local. He also touched upon several important themes, including forest conservation, Indian history, cleanliness, women empowerment and more.ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ୍ 2026ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 21st, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।‘ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 21st, 08:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରିଦେଶର ମୋଟ୍ ୪ଟି ରେଳ ଲାଇନ୍ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି ଦ୍ୱାରା ଓଡ଼ିଶା,ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର ନେଟୱାର୍କ ପ୍ରାୟ ୪୧୦ କିଲୋମିଟର ବୃଦ୍ଧି ପାଇବ
August 19th, 03:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ଆଜି ରେଳ ମନ୍ତ୍ରଣାଳୟର ପ୍ରାୟ ୯,୪୫୦ କୋଟି ଟଙ୍କା ମୂଲ୍ୟର ଚାରୋଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ରହିଛି:ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:00 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।PM Modi addresses the nation from the ramparts of Red Fort on the occasion of 80th Independence Day
August 15th, 06:50 am
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.80ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 06:45 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 08th, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିଛନ୍ତି। ଏହି ଉତ୍ସବର ଗଭୀର ଭାବନାତ୍ମକ ମହତ୍ତ୍ବ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କ୍ୟାମ୍ପସର ଜୀବନ୍ତ ଓ ସ୍ୱପ୍ନଭରା ପରିବେଶକୁ ମନେ ପକାଇଥିଲେ। କୋଭିଡ୍ ମହାମାରୀ ସମୟରେ ଭର୍ଚୁଆଲ୍ ମାଧ୍ୟମରେ ଯୋଗଦେଇଥିବା କଥା ସ୍ମରଣ କରି, ଗ୍ରାଜୁଏଟ୍ ହେଉଥିବା ଛାତ୍ରଛାତ୍ରୀଙ୍କ ଗହଣରେ ଶାରୀରିକ ଭାବେ ଉପସ୍ଥିତ ରହିବା ନେଇ ସେ ଆତ୍ମସନ୍ତୋଷ ବ୍ୟକ୍ତ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ଆଜି ଏହି କ୍ୟାମ୍ପସରେ ଆପଣମାନଙ୍କ ସହ ଏହି ଅତୁଳନୀୟ ଅନୁଭୂତି ବାଣ୍ଟିବା ମୋ ପାଇଁ ମଧ୍ୟ ଅତ୍ୟନ୍ତ ସ୍ୱତନ୍ତ୍ର।”ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 08th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିଛନ୍ତି। ଏହି ଉତ୍ସବର ଗଭୀର ଭାବନାତ୍ମକ ମହତ୍ତ୍ବ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କ୍ୟାମ୍ପସର ଜୀବନ୍ତ ଓ ସ୍ୱପ୍ନଭରା ପରିବେଶକୁ ମନେ ପକାଇଥିଲେ। କୋଭିଡ୍ ମହାମାରୀ ସମୟରେ ଭର୍ଚୁଆଲ୍ ମାଧ୍ୟମରେ ଯୋଗଦେଇଥିବା କଥା ସ୍ମରଣ କରି, ଗ୍ରାଜୁଏଟ୍ ହେଉଥିବା ଛାତ୍ରଛାତ୍ରୀଙ୍କ ଗହଣରେ ଶାରୀରିକ ଭାବେ ଉପସ୍ଥିତ ରହିବା ନେଇ ସେ ଆତ୍ମସନ୍ତୋଷ ବ୍ୟକ୍ତ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ଆଜି ଏହି କ୍ୟାମ୍ପସରେ ଆପଣମାନଙ୍କ ସହ ଏହି ଅତୁଳନୀୟ ଅନୁଭୂତି ବାଣ୍ଟିବା ମୋ ପାଇଁ ମଧ୍ୟ ଅତ୍ୟନ୍ତ ସ୍ୱତନ୍ତ୍ର।”ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 07th, 11:14 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଭାରତର ସମୃଦ୍ଧ ଏବଂ ଜୀବନ୍ତ ହସ୍ତତନ୍ତ ଐତିହ୍ୟକୁ ପାଳନ କରିଛନ୍ତି। ସେ ଦେଶର ବୁଣାକାର ଏବଂ କାରିଗରମାନଙ୍କ ଦକ୍ଷତା, ସୃଜନଶୀଳତା ଏବଂ ଉତ୍ସର୍ଗୀକୃତତାକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ ସେମାନେ ପିଢ଼ି ପିଢ଼ି ଧରି ସେମାନଙ୍କ କାରିଗରୀ ମାଧ୍ୟମରେ ଭାରତର କାଳଜୟୀ ପରମ୍ପରାକୁ ସଂରକ୍ଷିତ ଏବଂ ସମୃଦ୍ଧ କରିଛନ୍ତି।ଭାରତର ସମୃଦ୍ଧ ହସ୍ତତନ୍ତ ଐତିହ୍ୟକୁ ପ୍ରଦର୍ଶିତ କରି ଜାତୀୟ ହସ୍ତତନ୍ତ ଦିବସ ପାଳନ କରିବାକୁ ଜନସାଧାରଣଙ୍କୁ ଆହ୍ୱାନ କରିଛନ୍ତି ପ୍ରଧାନମନ୍ତ୍ରୀ
August 06th, 10:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ସମୃଦ୍ଧ ଏବଂ ବିବିଧ ହସ୍ତତନ୍ତ ପରମ୍ପରାକୁ ପ୍ରୋତ୍ସାହିତ କରି ଅଗଷ୍ଟ ୭ ତାରିଖରେ ଜାତୀୟ ହସ୍ତତନ୍ତ ଦିବସ ପାଳନ କରିବାକୁ ନାଗରିକମାନଙ୍କୁ ଆହ୍ୱାନ କରିଛନ୍ତି।ବିବେକା ସ୍ମାରକ ଆମକୁ ଏକ ଉଚ୍ଚ ଉଦ୍ଦେଶ୍ୟ ପାଇଁ ନିଜକୁ ସମର୍ପିତ କରିବାକୁ ପ୍ରେରଣା ଦିଏ : କର୍ଣ୍ଣାଟକର ମୈସୁରୁରେ ପ୍ରଧାନମନ୍ତ୍ରୀ ମୋଦୀ
August 01st, 04:53 pm
ପ୍ରଧାନମନ୍ତ୍ରୀ ମୋଦୀ ଆଜି କର୍ଣ୍ଣାଟକର ମୈସୁରୁରେ ବିବେକା ସ୍ମାରକ ଉଦଘାଟନ କରିଛନ୍ତି। ଏହି ଅବସରରେ ସମ୍ବୋଧନ କରି , ସେ ଦେଶର ସ୍ୱଚ୍ଛ ସହରାଞ୍ଚଳ କେନ୍ଦ୍ର ମଧ୍ୟରେ ଏହାର ସ୍ଥିର ସ୍ଥାନ ପାଇଁ ସହରକୁ ପ୍ରଶଂସା କରିଛନ୍ତି। ସେ ଯୁବପିଢ଼ିଙ୍କୁ ଦେଶକୁ ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି, ତୃତୀୟ ବୃହତ୍ତମ ଷ୍ଟାର୍ଟଅପ୍ ଇକୋସିଷ୍ଟମ ଏବଂ ବିଶ୍ୱ ସ୍ତରରେ ଦ୍ୱିତୀୟ ବୃହତ୍ତମ ମୋବାଇଲ୍ ଉତ୍ପାଦନ କ୍ଷମତା ହାସଲ କରିବା ପାଇଁ ପ୍ରେରଣା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ବର୍ତ୍ତମାନର ପିଢ଼ିକୁ ସ୍ୱାମୀ ବିବେକାନନ୍ଦଙ୍କ ଦେଶ ପାଇଁ ମହାନ ଦୃଷ୍ଟିକୋଣକୁ ସାକାର କରିବାର ଚୂଡ଼ାନ୍ତ ଦାୟିତ୍ୱ ନେବାକୁ ଆହ୍ୱାନ କରିଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀ କର୍ଣ୍ଣାଟକର ମୈସୁରୁରେ ସ୍ୱାମୀ ବିବେକାନନ୍ଦ ସାଂସ୍କୃତିକ ଯୁବ କେନ୍ଦ୍ର - ବିବେକା ସ୍ମାରକ ଉଦଘାଟନ କରିଛନ୍ତି
August 01st, 04:00 pm
ପ୍ରଧାନମନ୍ତ୍ରୀ ମୋଦୀ ଆଜି କର୍ଣ୍ଣାଟକର ମୈସୁରୁରେ ବିବେକା ସ୍ମାରକ ଉଦଘାଟନ କରିଛନ୍ତି। ଏହି ଅବସରରେ ସମ୍ବୋଧନ କରି , ସେ ଦେଶର ସ୍ୱଚ୍ଛ ସହରାଞ୍ଚଳ କେନ୍ଦ୍ର ମଧ୍ୟରେ ଏହାର ସ୍ଥିର ସ୍ଥାନ ପାଇଁ ସହରକୁ ପ୍ରଶଂସା କରିଛନ୍ତି। ସେ ଯୁବପିଢ଼ିଙ୍କୁ ଦେଶକୁ ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି, ତୃତୀୟ ବୃହତ୍ତମ ଷ୍ଟାର୍ଟଅପ୍ ଇକୋସିଷ୍ଟମ ଏବଂ ବିଶ୍ୱ ସ୍ତରରେ ଦ୍ୱିତୀୟ ବୃହତ୍ତମ ମୋବାଇଲ୍ ଉତ୍ପାଦନ କ୍ଷମତା ହାସଲ କରିବା ପାଇଁ ପ୍ରେରଣା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ବର୍ତ୍ତମାନର ପିଢ଼ିକୁ ସ୍ୱାମୀ ବିବେକାନନ୍ଦଙ୍କ ଦେଶ ପାଇଁ ମହାନ ଦୃଷ୍ଟିକୋଣକୁ ସାକାର କରିବାର ଚୂଡ଼ାନ୍ତ ଦାୟିତ୍ୱ ନେବାକୁ ଆହ୍ୱାନ କରିଛନ୍ତି।Cabinet approves 'Samudra Manthan' (National Offshore Exploration Scheme) with an outlay of Rs.84,084 crore
July 31st, 04:17 pm
The Union Cabinet chaired by PM Modi has approved 'Samudra Manthan' – the National Offshore Exploration Scheme with an approved outlay of Rs.84,084 crore for implementation up to FY 2030-31. The Scheme is expected to stimulate significant investments across the exploration and production value chain, creating long-term opportunities for industry, innovation and economic growth.Cabinet approves Pradhan Mantri Surya Sarovar Yojana (PM-SSY) with a total outlay of Rs.5,070 crore
July 31st, 04:11 pm
The Union Cabinet, chaired by PM Modi, has approved the ₹5,070 crore Pradhan Mantri Surya Sarovar Yojana to develop 5,000 MW of floating solar projects with energy storage. The scheme will boost clean energy, strengthen the grid and create new employment opportunities.ପ୍ରଧାନମନ୍ତ୍ରୀ ମୋଦୀ ମନ୍ କୀ ବାତରେ ଭାରତର ପ୍ରତିରକ୍ଷା ଶକ୍ତି, ନବସୃଜନ ଏବଂ ସାମୂହିକ ପ୍ରୟାସ ଉପରେ ଆଲୋକପାତ କରିଛନ୍ତି
July 26th, 11:30 am
Prime Minister Narendra Modi addressed the nation through Mann Ki Baat. In his speech, he highlighted important topics such as Kargil Vijay Diwas, Catch the Rain campaign, India's space sector prowess, Science Olympiads, Environmental conservation, Khadi and more. He called upon the citizens to share their ideas and suggestions for Independence Day through MyGov.କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ
July 24th, 04:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ଆଜି କର୍ଣ୍ଣାଟକ ଏବଂ ଆନ୍ଧ୍ରପ୍ରଦେଶରେ ବଲ୍ଲାରୀ - ଗୁଣ୍ଟାକାଲ ସେକ୍ସନର ତୃତୀୟ ଏବଂ ଚତୁର୍ଥ ଲାଇନକୁ ମଞ୍ଜୁରୀ ଦେଇଛି ଯାହାର ମୋଟ ମୂଲ୍ୟ ୧୨୬୪ କୋଟି ଟଙ୍କା (ପ୍ରାୟ)।ସଂସଦର ମୌସୁମୀ ଅଧିବେଶନ ୨୦୨୬ର ଆରମ୍ଭରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 20th, 10:30 am
ମୌସୁମୀ ବର୍ଷା ଏବେ ତାହାର ସକାରାତ୍ମକ ପ୍ରଭାବ ଦେଖାଇବା ଆରମ୍ଭ କରିଛି ଏବଂ ସଂସଦର ମୌସୁମୀ ଅଧିବେଶନ ମଧ୍ୟ ଆରମ୍ଭ ହେଉଛି। ମୌସୁମୀ ବର୍ଷା ହେଉ କିମ୍ବା ମୌସୁମୀ ଅଧିବେଶନ ଉଭୟ ଯେତେବେଳେ ସକ୍ରିୟ ହୁଅନ୍ତି, ସେତେବେଳେ ସେମାନେ ଅତ୍ୟନ୍ତ ଫଳପ୍ରଦ ହୋଇଉଠନ୍ତି। ଆଉ ଯେତେବେଳେ ଉଭୟ ଫଳପ୍ରଦ ହୁଅନ୍ତି, ସେତେବେଳେ ଦେଶର କଲ୍ୟାଣ ହେବା ସହିତ ସମସ୍ତ ଜୀବଜଗତର କଲ୍ୟାଣ ସୁନିଶ୍ଚିତ ହୋଇଥାଏ। ଏହି ଆଶା ଓ ପ୍ରାର୍ଥନା ସହିତ ଆମେ କାମନା କରୁଛୁ ଯେ, ମୌସୁମୀ ସକ୍ରିୟ ରହୁ ଏବଂ ସଂସଦର ମୌସୁମୀ ଅଧିବେଶନ ମଧ୍ୟ ସମାନ ଭାବରେ ଫଳପ୍ରଦ ହେଉ।ମୌସୁମୀ ଅଧିବେଶନ ୨୦୨୬ର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
July 20th, 10:00 am
ବିଗତ ଏକ ମାସ ମଧ୍ୟରେ ଦେଶ କ୍ରମାଗତ ଭାବେ ହାସଲ ହୋଇଥିବା ଅସାଧାରଣ ଜାତୀୟ ଏବଂ ଅନ୍ତର୍ଜାତୀୟ ସଫଳତାଗୁଡ଼ିକ କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ସମଗ୍ର ବିଶ୍ବରେ ବଢ଼ୁଥିବା ଦେଶର ପ୍ରତିଷ୍ଠାକୁ ନେଇ ଗର୍ବ ପ୍ରକାଶ କରିଥିଲେ। ଗତ ବର୍ଷର ଅଧିବେଶନ ପୂର୍ବରୁ କିଭଳି ଜଣେ ଭାରତୀୟ ନାଗରିକ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରେ ପହଞ୍ଚିଥିଲେ, ତାହା ସେ ମନେ ପକାଇବା ସହ ନିକଟରେ ଦେଶର ଏକ ଘରୋଇ ମହାକାଶ ଷ୍ଟାର୍ଟଅପ୍ 'ସ୍କାଏରୁଟ୍' ଦ୍ୱାରା ହାସଲ କରାଯାଇଥିବା ଐତିହାସିକ ମାଇଲଖୁଣ୍ଟକୁ ପ୍ରଶଂସା କରିଥିଲେ। ମାତ୍ର ୨୮ ବର୍ଷର ହାରାହାରି ବୟସ ବିଶିଷ୍ଟ ଏକ ଯୁବ ଟିମ୍ ସଫଳତାର ସହ ଦେଶକୁ ଘରୋଇ ମହାକାଶ ଅନୁସନ୍ଧାନର ଏକ ନୂତନ ଯୁଗକୁ ଆଗେଇ ନେଇଥିବାର ଅବିଶ୍ୱସନୀୟ ସତ୍ୟକୁ ପ୍ରଶଂସା କରି ସେ କହିଥିଲେ ଯେ ଏହିସବୁ ସଫଳତା ଦେଶର ଆତ୍ମବିଶ୍ୱାସକୁ ବହୁଗୁଣିତ କରିଥାଏ। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ, “ଆମର ଯୁବପିଢ଼ିଙ୍କ ଦ୍ୱାରା ପରିଚାଳିତ ଏହି ଷ୍ଟାର୍ଟଅପ୍ ଗୁଡ଼ିକ ମହାକାଶରେ ଭାରତର ପତାକାକୁ ଦୃଢ଼ ଭାବରେ ସ୍ଥାପିତ କରିଛନ୍ତି, ଯାହା ଦ୍ୱାରା ବିଶ୍ବରେ ଆମ ଦେଶର ପରିଚୟ ଓ ପ୍ରତିଷ୍ଠା ସୁଦୃଢ ହୋଇଛି’’।Cabinet approves National Investment Policy for Urea-2026 for Atmanirbhar Bharat (NIPU-2026)
July 15th, 04:40 pm
The Union Cabinet, chaired by PM Modi, approved the National Investment Policy for Urea-2026 (NIPU-2026), a major step towards boosting domestic urea production by encouraging fresh investments in gas-based manufacturing and strengthening India's self-reliance.