ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଇଜିପ୍ଟର ବୈଦେଶିକ ମନ୍ତ୍ରୀ
October 17th, 04:22 pm
ଇଜିପ୍ଟର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ବଦର ଅବଦେଲାଟି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।ଇଜିପ୍ଟ ରାଷ୍ଟ୍ରପତି ଭାବେ ନିର୍ବାଚିତ ଅବଦେଲ ଫତେହ ଅଲ୍ସିସିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
December 18th, 10:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଜିପ୍ଟ ରାଷ୍ଟ୍ରପତି ଭାବେ ନିର୍ବାଚିତ ଅବଦେଲ ଫତେହ ଅଲ୍ସିସିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।