ଦାର୍ଜିଲିଂ ପୋଲ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
October 05th, 12:57 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦାର୍ଜିଲିଂ ପୋଲ ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନି ହୋଇଥିବାରୁ ଶୋକ ବ୍ୟକ୍ତ କରିଛନ୍ତି ।ଆଫଗାନିସ୍ତାନରେ ଭୂମିକମ୍ପ ଯୋଗୁଁ ହୋଇଥିବା ପ୍ରାଣହାନି ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
September 01st, 02:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଫଗାନିସ୍ତାନରେ ହୋଇଥିବା ଭୂମିକମ୍ପ ଯୋଗୁଁ ପ୍ରାଣହାନି ପାଇଁ ଶୋକ ପ୍ରକାଶ କରିଛନ୍ତି ।ଶ୍ରୀ ମା’ ବୈଷ୍ଣୋଦେବୀ ମନ୍ଦିରକୁ ଯିବା ରାସ୍ତାରେ ଭୂସ୍ଖଳନ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
August 27th, 01:01 pm
ଶ୍ରୀ ମା’ ବୈଷ୍ଣୋଦେବୀ ମନ୍ଦିରକୁ ଯିବା ରାସ୍ତାରେ ଭୂସ୍ଖଳନ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।Prime Minister condoles the loss of lives due to an accident in Gonda, Uttar Pradesh
August 03rd, 01:36 pm
Prime Minister Shri Narendra Modi today condoled the loss of lives due to an accident in Gonda, Uttar Pradesh. He announced an ex-gratia of Rs. 2 lakh from PMNRF for the next of kin of each deceased and Rs. 50,000 to the injured.Prime Minister condoles the the loss of lives in the road accident in Deoghar, Jharkhand
July 29th, 10:34 am
Prime Minister Shri Narendra Modi today condoled the loss of lives the road accident in Deoghar, Jharkhand.ଉତ୍ତରାଖଣ୍ଡର ହରିଦ୍ୱାରରେ ଦଳାଚକଟାରେ ଜୀବନହାନି ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
July 27th, 12:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ହରିଦ୍ୱାରସ୍ଥିତ ମନସା ଦେବୀ ମନ୍ଦିର ରାସ୍ତାରେ ଦଳାଚକଟା ଯୋଗୁ ଜୀବନହାନି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ।Prime Minister condoles the loss of lives in a plane crash in Russia
July 24th, 11:04 pm
Prime Minister Shri Narendra Modi today condoled the loss of lives in the tragic plane crash in Russia.We stand in solidarity with Russia and its people, Shri Modi stated.Prime Minister condoles the loss of lives due to an accident in Mandi, Himachal Pradesh
July 24th, 11:03 pm
Prime Minister Shri Narendra Modi today condoled the loss of lives due to an accident in Mandi, Himachal Pradesh. He announced an ex-gratia of Rs. 2 lakh from PMNRF for the next of kin of each deceased and Rs. 50,000 to the injured.ତେଲଙ୍ଗାନାର ସଙ୍ଗାରେଡ୍ଡୀରେ ହୋଇଥିବା ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
June 30th, 02:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲଙ୍ଗାନାର ସଙ୍ଗାରେଡ୍ଡୀରେ ଏକ କାରଖାନାରେ ହୋଇଥିବା ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି । ଏହି ଅବସରରେ ସେ ପିଏମ୍ଏନ୍ଆର୍ଏଫ୍ରୁ ମୃତକଙ୍କ ପରିବାରଙ୍କ ପାଇଁ୨ ଲକ୍ଷ ଏବଂ ଆହତମାଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।ତେଲଙ୍ଗାନାର ହାଇଦ୍ରାବାଦରେ ଅଗ୍ନିକାଣ୍ଡରେ ହୋଇଥିବା ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
May 18th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତେଲଙ୍ଗାନାର ହାଇଦ୍ରାବାଦରେ ଘଟିଥିବା ଅଗ୍ନିକାଣ୍ଡରେ ହୋଇଥିବା ପ୍ରାଣହାନୀ ଯୋଗୁଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ।ମହାରାଷ୍ଟ୍ରର ନାନେ୍ଦଡଠାରେ ଦୁର୍ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
April 04th, 03:21 pm
ମହାରାଷ୍ଟ୍ରର ନାନେ୍ଦଡଠାରେ ଦୁର୍ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦୁଃଖ ପ୍ରକାଶ କରିଛନ୍ତି । ସେ ପିଏମଏନଆରଏଫରୁ ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ପ୍ରତି ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ।ନୂଆଦିଲ୍ଲୀ ରେଳ ଷ୍ଟେସନ ଦଳାଚକଟା ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
February 16th, 07:18 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ ରେଳ ଷ୍ଟେସନ ଦଳଚକଟା ଘଟଣାରେ ଜୀବନହାନି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।ୱାଶିଂଟନ ଡିସିରେ ହୋଇଥିବା ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନୀ ପାଇଁ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
January 31st, 09:09 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୱାଶିଂଟନ୍ ଡିସିରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀ ପାଇଁ ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ପୀଡିତଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ଏବଂ କହିଛନ୍ତି ଯେ ଆମେ ଏହି ଦୁଃଖ ସମୟରେ ଆମେରିକାର ଲୋକମାନଙ୍କ ସାଥିରେ ରହିଛୁ ।ପ୍ରୟାଗରାଜ ମହାକୁମ୍ଭରେ ପ୍ରାଣହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
January 29th, 12:30 pm
ପ୍ରୟାଗରାଜ ମହାକୁମ୍ଭରେ ପ୍ରାଣହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ।ରାଜସ୍ଥାନର ଜୟପୁର-ଆଜମେର ରାଜପଥରେ ସଡ଼କ ଦୁର୍ଘଟଣା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ସହାୟତା ଘୋଷଣା
December 20th, 12:49 pm
ରାଜସ୍ଥାନର ଜୟପୁର-ଆଜମେର ରାଜପଥରେ ଆଜି ହୋଇଥିବା ସଡ଼କ ଦୁର୍ଘଟଣା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପା ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି ।PM Modi condoles the loss of lives in bus accident in Gondia, Maharashtra
November 29th, 04:54 pm
Prime Minister Shri Narendra Modi today condoled the loss of lives in a bus accident in Gondia, Maharashtra. Prime Minister also announced an ex-gratia of Rs. 2 lakh from PMNRF for the next of kin of each deceased and Rs. 50,000 to the injured.୧୬ ନଭେମ୍ବର ୨୦୨୪ ଝାନ୍ସୀ ମେଡିକାଲ କଲେଜ୍ରେ ଅଗ୍ନିକାଣ୍ଡ ଯୋଗୁଁ ହୋଇଥିବା ଜୀବନ ହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
November 16th, 08:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଝାନ୍ସୀ ମେଡିକାଲ କଲେଜରେ ଅଗ୍ନକାଣ୍ଡ ଯୋଗୁଁ ହୋଇଥିବା ଜୀବନ ହାନୀ ଘଟଣାରେ ଶୋକ ପ୍ରକାଶ କରିଛନ୍ତି । ରାଜ୍ୟ ସକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ପୀଡିତମାନଙ୍କୁ ସବୁ ପ୍ରକାର ସାହାଯ୍ୟ କରିବାରେ ନିୟୋଜିତ ଅଛନ୍ତି ବୋଲି ସେ ନିଶ୍ଚିତ କରିଛନ୍ତି ।ଅଲ୍ମୋରା ସଡକ ଦୁର୍ଘଟଣାରେ ମୃତକଙ୍କ ପ୍ରତି ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ
November 04th, 01:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ଅଲ୍ମୋରାରେ ହୋଇଥିବା ଏକ ଭୟଙ୍କର ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାର ଏବଂ ପ୍ରିୟଜନଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ପିଏମ୍ଓଇଣ୍ଡିଆ ଦ୍ୱାରା ସୋସିଆଲ୍ ମିଡିଆରେ ଶେୟାର କରାଯାଇଥିବା ଏକ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ପ୍ରଭାବିତ ପରିବାର ପ୍ରତି ସମବେଦନା ଜଣାଇବା ସହ ଦୁର୍ଘଟଣାରେ ଆହତମାନଙ୍କର ଶୀଘ୍ର ଆରୋଗ୍ୟ ପାଇଁ କାମନା କରିଛନ୍ତି ।ଉତ୍ତର ପ୍ରଦେଶର ମିର୍ଜାପୁରରେ ସଡ଼କ ଦୁର୍ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ, ପିଏମଏନଆରଏଫ ରୁ ସହାୟତା ଘୋଷଣା
October 04th, 10:52 am
ଉତ୍ତରପ୍ରଦେଶର ମିର୍ଜାପୁରରେ ସଡ଼କ ଦୁର୍ଘଟଣାରେ ଜୀବନହାନି ହୋଇଥିବାରୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା ପ୍ରଦାନ କରୁଛି ବୋଲି ସେ ଆଶ୍ୱାସନା ଦେଇଛନ୍ତି ।ଗୁଜରାଟର ଦେହଗାମରେ ବୁଡ଼ି ଯାଇ ଲୋକ ପ୍ରାଣ ହରାଇବା ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୋକ
September 14th, 02:26 pm
ଗୁଜରାଟର ଦେହଗାମରେ ବୁଡ଼ିଯାଇ ଲୋକଙ୍କ ମୃତ୍ୟୁ ହେବା ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ।