The North East will lead India's future growth: PM Modi at inauguration of Lokapriya Gopinath Bardoloi International Airport in Guwahati, Assam
December 20th, 03:20 pm
Marking a transformative milestone in Assam’s connectivity, PM Modi inaugurated the new terminal building of Lokapriya Gopinath Bardoloi International Airport in Guwahati. He emphasised that for him, the development of Assam is not only a necessity but also a responsibility and an accountability. The PM highlighted that in the past eleven years, development projects worth lakhs of crores of rupees have been initiated for Assam and the Northeast.PM Modi inaugurates New Terminal Building of Lokapriya Gopinath Bardoloi International Airport in Guwahati, Assam
December 20th, 03:10 pm
Marking a transformative milestone in Assam’s connectivity, PM Modi inaugurated the new terminal building of Lokapriya Gopinath Bardoloi International Airport in Guwahati. He emphasised that for him, the development of Assam is not only a necessity but also a responsibility and an accountability. The PM highlighted that in the past eleven years, development projects worth lakhs of crores of rupees have been initiated for Assam and the Northeast.୨୨ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
October 26th, 02:20 pm
ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ତାଙ୍କ ସଫଳ ଆସିଆନ ଅଧ୍ୟକ୍ଷତା ପାଇଁ ମୁଁ ସହୃଦୟତାର ସହିତ ଅଭିନନ୍ଦନ ଜଣାଉଛି। ମୁଁ ଫିଲିପାଇନ୍ସର ରାଷ୍ଟ୍ରପତି ମାର୍କୋସଙ୍କୁ ଭାରତର ଦେଶ ସଂଯୋଜକ ହିସାବରେ ଦକ୍ଷତାର ସହିତ କାର୍ଯ୍ୟ ସମ୍ପାଦନ କରିଥିବାରୁ ଧନ୍ୟବାଦ ଜଣାଉଛି। ମୁଁ ଆସିଆନ୍ର ନୂତନ ସଦସ୍ୟ ଭାବରେ ତିମୋର-ଲେଷ୍ଟେଙ୍କୁ ସ୍ୱାଗତ ଜଣାଉଛି।କୁଆଲାଲମ୍ପୁରରେ ୨୨ତମ ଆସିଆନ-ଭାରତ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
October 26th, 02:06 pm
୨୨ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ୨୬ ଅକ୍ଟୋବର ୨୦୨୫ରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭର୍ଚୁଆଲ୍ ମାଧ୍ୟମରେ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ଏବଂ ଆସିଆନ ନେତାମାନେ ମିଳିତ ଭାବେ ଆସିଆନ-ଭାରତ ସମ୍ପର୍କରେ ହେଉଥିବା ଅଗ୍ରଗତିର ସମୀକ୍ଷା କରିଥିଲେ ଏବଂ ବ୍ୟାପକ ରଣନୈତିକ ସହଭାଗୀତାକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ପଦକ୍ଷେପ ଉପରେ ଆଲୋଚନା କରିଥିଲେ। ଏହା ଥିଲା ଭାରତ-ଆସିଆନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କର ଦ୍ୱାଦଶ ଅଂଶଗ୍ରହଣ।22ତମ ଆସିଆନ-ଭାରତ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
October 25th, 09:48 am
ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ମୋଦୀ 26 ଅକ୍ଟୋବର, 2025 ରେ 22ତମ ଆସିଆନ - ଭାରତ ଶିଖର ସମ୍ମିଳନୀରେ ଭର୍ଚୁଆଲ ମାଧ୍ୟମରେ ଯୋଗଦେବେ । ଆମର ଆକ୍ଟ ଇଷ୍ଟ ପଲିସି ଏବଂ ଭାରତ-ପ୍ରଶାନ୍ତ ମହାସାଗରୀୟ ଦୃଷ୍ଟିକୋଣ ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦୀ ଆସିଆନ ନେତାମାନଙ୍କ ସହ ଆସିଆନ-ଭାରତ ସମ୍ପର୍କର ଅଗ୍ରଗତିର ମିଳିତ ସମୀକ୍ଷା କରିବେ ।ମିଜୋରାମର ବିଭିନ୍ନ ଉନ୍ନତିମୂଳକ କାମର ଶିଳାନ୍ୟାସ ଓ ଉଦଘାଟନ ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 13th, 10:30 am
ମିଜୋରାମ ରାଜ୍ୟପାଳ ଭି.କେ.ସିଂହ, ମୁଖ୍ୟମନ୍ତ୍ରୀ ଲାଲଡୁହୋମା, କେନ୍ଦ୍ର କ୍ୟାବିନେଟର ସହଯୋଗୀ ଅଶ୍ୱିନୀ ବୈଷ୍ଣବ, ମିଜୋରାମ ସରକାରଙ୍କ ମନ୍ତ୍ରୀବର୍ଗ, ସାଂସଦ, ଅନ୍ୟ ନିର୍ବାଚିତ ପ୍ରତିନିଧି ସମୂହ ଓ ମିଜୋରାମ ଜନତା ।ମିଜୋରାମର ଆଇଜଲରେ ୯,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 13th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମିଜୋରାମର ଆଇଜଲରେ ୯୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ରେଳ, ରାସ୍ତା, ବିଦ୍ୟୁତ୍, କ୍ରୀଡା ସମେତ ଅନେକ କ୍ଷେତ୍ରକୁ ଲାଭ ପହଞ୍ଚାଇବ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନୀଳ ପର୍ବତମାଳାର ଏହି ସୁନ୍ଦର ଭୂମିରେ ରାଜତ୍ୱ କରିଥିବା ପରମେଶ୍ୱର ପାଠିଆନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ସେ ମିଜୋରାମର ଲାଙ୍ଗପୁଇ ବିମାନବନ୍ଦରରେ ଉପସ୍ଥିତ ଥିବାରୁ ଏବଂ ଖରାପ ପାଗ ଯୋଗୁଁ ଆଇଜଲରେ ଲୋକଙ୍କୁ ଭେଟିପାରି ନଥିବାରୁ ଦୁଃଖ ପ୍ରକାଶ କରିଥିଲେ। ଏହି ପରିସ୍ଥିତି ସତ୍ତ୍ୱେ, ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଏହି ମାଧ୍ୟମରେ ମଧ୍ୟ ଲୋକଙ୍କ ପ୍ରେମ ଏବଂ ସ୍ନେହ ଅନୁଭବ କରିପାରିବେ।ଭାରତ ସିଙ୍ଗାପୁର ମିଳିତ ବିବୃତ୍ତି
September 04th, 08:04 pm
ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଶ୍ରୀ ଲରେନ୍ସ ୱଙ୍ଗଙ୍କ ଭାରତକୁ ସରକାରୀ ଗସ୍ତ ଅବସରରେ, ଭାରତ ଓ ସିଙ୍ଗାପୁର ମଧ୍ୟରେ ବ୍ୟାପକ ରଣନୈତିକ ସହଭାଗୀତା ପାଇଁ ରୋଡମ୍ୟାପ ଉପରେ ମିଳିତ ବିବୃତ୍ତିସିଙ୍ଗାପୁର ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 04th, 12:45 pm
ଦାୟିତ୍ୱ ଗ୍ରହଣ କରିବା ପରେ, ପ୍ରଧାନମନ୍ତ୍ରୀ ୱଙ୍ଗଙ୍କ ପ୍ରଥମ ଭାରତ ଗସ୍ତ ପାଇଁ, ମୁଁ ତାଙ୍କୁ ସହୃଦୟ ସ୍ୱାଗତ କରୁଛି। ଏହି ଗସ୍ତ ଆହୁରି ସ୍ୱତନ୍ତ୍ର, କାରଣ ଏହି ବର୍ଷ ଆମେ ଆମର ସମ୍ପର୍କର ୬୦ତମ ବାର୍ଷିକୀ ପାଳନ କରୁଛୁ ।ଏସ୍ସିଓ ସମ୍ମିଳନୀରେ ମିଆଁମାରର ରାଜ୍ୟ ସୁରକ୍ଷା ଏବଂ ଶାନ୍ତି କମିଶନର ଅଧ୍ୟକ୍ଷ ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ୍ ହ୍ଲାଇଙ୍ଗଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
August 31st, 04:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତିୟାନଜିନରେ ସାଂଘାଇ ସହଯୋଗ ସଂଗଠନ ସମ୍ମିଳନୀ ଅବସରରେ ମିଆଁମାରର ରାଜ୍ୟ ସୁରକ୍ଷା ଏବଂ ଶାନ୍ତି କମିଶନର ଅଧ୍ୟକ୍ଷ ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ ହ୍ଲାଇଙ୍ଗଙ୍କ ସହ ସାକ୍ଷାତ କରିଛନ୍ତି ।ଭାରତ-ଫିଜି ମିଳିତ ବିବୃତ୍ତି: ଭେଲୋମଣି ବନ୍ଧୁତ୍ୱ ଭାବନାରେ ସହଭାଗୀତା
August 25th, 01:52 pm
ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ, ଫିଜି ଗଣରାଜ୍ୟର ମହାମାନ୍ୟ ପ୍ରଧାନମନ୍ତ୍ରୀ ଶ୍ରୀ ସିଟିବେନୀ ରାବୁକା ୨୪ ରୁ ୨୬ ଅଗଷ୍ଟ ୨୦୨୫ ପର୍ଯ୍ୟନ୍ତ ଭାରତକୁ ଏକ ସରକାରୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ରାବୁକା, ଯିଏ ବର୍ତ୍ତମାନ ତାଙ୍କର ପ୍ରଥମ ଭାରତ ଗସ୍ତରେ ଆସି ନୂଆଦିଲ୍ଲୀ ଗସ୍ତ କରୁଛନ୍ତି, ତାଙ୍କ ସହିତ ତାଙ୍କ ପତ୍ନୀ; ମହାମାନ୍ୟ ସ୍ୱାସ୍ଥ୍ୟ ଏବଂ ଚିକିତ୍ସା ସେବା ମନ୍ତ୍ରୀ ଶ୍ରୀ ଆଣ୍ଟୋନିଓ ଲାଲାବାଲାଭୁ; ଏବଂ ଫିଜି ଗଣରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ଏକ ପ୍ରତିନିଧିମଣ୍ଡଳ ମଧ୍ୟ ଉପସ୍ଥିତ ଅଛନ୍ତି ।ଫିଲିପାଇନ୍ସ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 05th, 11:06 am
ସର୍ବପ୍ରଥମେ, ମୁଁ ରାଷ୍ଟ୍ରପତି ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ଭାରତକୁ ହାର୍ଦ୍ଦିକ ସ୍ୱାଗତ କରୁଛି। ଏହି ବର୍ଷ ଭାରତ ଏବଂ ଫିଲିପାଇନ୍ସ ସେମାନଙ୍କର କୂଟନୈତିକ ସମ୍ପର୍କର ୭୫ତମ ବାର୍ଷିକୀ ପାଳନ କରୁଛନ୍ତି। ଏବଂ ଏହି ପରିପ୍ରେକ୍ଷୀରେ, ତାଙ୍କର ଗସ୍ତର ବିଶେଷ ଗୁରୁତ୍ୱ ରହିଛି। ଆମର କୂଟନୈତିକ ସମ୍ପର୍କ ନୂତନ ହୋଇପାରେ, କିନ୍ତୁ ଆମର ସଭ୍ୟତାଗତ ସମ୍ପର୍କ ପ୍ରାଚୀନ ସମୟରୁ ରହିଆସିଛି। ଫିଲିପାଇନ୍ସର ରାମାୟଣ - ମହାରାଦିଆ ଲୱାନା - ଆମର ଶତାବ୍ଦୀ ପୁରୁଣା ସାଂସ୍କୃତିକ ସମ୍ପର୍କର ଏକ ଜୀବନ୍ତ ସାକ୍ଷ୍ୟ। ଉଭୟ ଦେଶର ଜାତୀୟ ଫୁଲକୁ ନେଇ ସଦ୍ୟ ଉନ୍ମୋଚିତ ଡାକଟିକଟ, ଆମ ବନ୍ଧୁତାର ସୁଗନ୍ଧକୁ ଦର୍ଶାଏ।ସିକ୍କିମ ଗଣତାନ୍ତ୍ରିକ ଯାତ୍ରାର ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 29th, 10:00 am
ଆଜିର ଦିନ ଏକ ବିଶେଷ ଗୁରୁତ୍ୱ ବହନ କରେ, ଏହା ସିକ୍କିମର ଗଣତାନ୍ତ୍ରିକ ଯାତ୍ରାର ସୁବର୍ଣ୍ଣ ଜୟନ୍ତୀର ଅବସର । ମୁଁ ଆପଣମାନଙ୍କ ମଧ୍ୟରେ ରହି ଏହି ଉତ୍ସବ, ଏହି ଉତ୍ସାହ, ୫୦ ବର୍ଷର ଏହି ସଫଳ ଯାତ୍ରାର ସାକ୍ଷୀ ହେବାକୁ ଚାହୁଥିଲି । ମୁଁ ମଧ୍ୟ ଆପଣଙ୍କ ସହିତ କାନ୍ଧରେ କାନ୍ଧ ମିଶାଇ ଏହି ଉତ୍ସବର ଅଂଶ ହେବାକୁ ଇଚ୍ଛା କରୁଥିଲି । ମୁଁ ବହୁତ ସକାଳୁ ଦିଲ୍ଲୀରୁ ବାହାରି ବାଗଡୋଗ୍ରାରେ ପହଞ୍ଚିଥିଲି, କିନ୍ତୁ ପାଗ ମୋତେ ଆପଣଙ୍କ ଦ୍ୱାରଦେଶ ପର୍ଯ୍ୟନ୍ତ ନେଇଥିଲେ ମଧ୍ୟ, ଆଗକୁ ଯିବାରେ ବାଧା ସୃଷ୍ଟି କରିଥିଲା । ଫଳରେ ମୋତେ ଆପଣଙ୍କ ସହିତ ସିଧାସଳଖ ସାକ୍ଷାତ କରିବାର ସୁଯୋଗ ମିଳିଲା ନାହିଁ । କିନ୍ତୁ ମୁଁ ବର୍ତ୍ତମାନ ଏହି ଦୃଶ୍ୟ ଦେଖି ପାରୁଛି, ଏତେ ସୁନ୍ଦର ଦୃଶ୍ୟ ମୋ ସାମ୍ନାରେ ଅଛି, ମୁଁ ସବୁଠି କେବଳ ଲୋକମାନଙ୍କୁ ଦେଖିପାରୁଛି, ଏହା କି ଅଦ୍ଭୂତପୂର୍ବ ଦୃଶ୍ୟ । ବହୁତ ଭଲ ହୋଇଥାନ୍ତା, ଯଦି ମୁଁ ମଧ୍ୟ ଆପଣମାନଙ୍କ ମଧ୍ୟରେ ଥାଆନ୍ତି, କିନ୍ତୁ ମୁଁ ସେଠାରେ ପହଞ୍ଚି ପାରିଲି ନାହିଁ, ସେଥିପାଇଁ ମୁଁ ଆପଣ ସମସ୍ତଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛି । କିନ୍ତୁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯେମିତି ନିମନ୍ତ୍ରଣ କରିଛନ୍ତି, ମୁଁ ଆପଣଙ୍କୁ କଥା ଦେଉଛି, ରାଜ୍ୟ ସରକାର ନିଷ୍ପତ୍ତି ନେବା ମାତ୍ରେ ମୁଁ ନିଶ୍ଚିତ ଭାବରେ ସିକ୍କିମ ଆସିବି, ଆପଣମାନଙ୍କୁ ସମସ୍ତଙ୍କୁ ସାକ୍ଷାତ କରିବି ଏବଂ ୫୦ ବର୍ଷର ଏହି ସଫଳ ଯାତ୍ରାର ମୁଁ ମଧ୍ୟ ଦର୍ଶକ ହେବି । ଆଜି ଗତ ୫୦ ବର୍ଷର ସଫଳତାକୁ ପାଳନ କରିବାର ଦିନ ଏବଂ ଆପଣମାନେ ଏକ ବହୁତ ଭଲ କାର୍ଯ୍ୟକ୍ରମର ଆୟୋଜନ କରିଛନ୍ତି । ଆଉ ମୁଁ ଲଗାତାର ଶୁଣୁଥିଲି ଏବଂ ଦେଖୁଥିଲି ଯେ ମୁଖ୍ୟମନ୍ତ୍ରୀ ନିଜେ ଏହି କାର୍ଯ୍ୟକ୍ରମକୁ ସ୍ମରଣୀୟ କରିବା ପାଇଁ ବହୁତ ଶକ୍ତି ଲଗାଉଛନ୍ତି । ସେ ମଧ୍ୟ ଦୁଇଥର ଦିଲ୍ଲୀ ଆସି ମୋତେ ନିମନ୍ତ୍ରଣ କରିଛନ୍ତି । ସିକ୍କିମ ରାଜ୍ୟର ୫୦ତମ ବାର୍ଷିକୀ ପାଇଁ ମୁଁ ଆପଣମାନଙ୍କୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ।'ସିକ୍କିମ@50' ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 29th, 09:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗ୍ୟାଙ୍ଗଟକରେ 'ସିକ୍କିମ@50' କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ଥିଲା 'ଯେଉଁଠାରେ ପ୍ରଗତି ଉଦ୍ଦେଶ୍ୟ ସହିତ ମିଳିତ ହୁଏ ଏବଂ ପ୍ରକୃତି ବିକାଶକୁ ପ୍ରତିପାଳନ କରେ'।ଭାରତ-ଥାଇଲାଣ୍ଡ ରଣନୈତିକ ଭାଗିଦାରୀ ପ୍ରତିଷ୍ଠା ଉପରେ ମିଳିତ ଘୋଷଣାନାମା
April 04th, 07:29 pm
ଭାରତ ଗଣତନ୍ତ୍ରର ପ୍ରଧାନମନ୍ତ୍ରୀ ମାନନୀୟ ଶ୍ରୀ ନରେନ୍ଦ୍ର ମୋଦୀ ୩ ଏପ୍ରିଲ ୨୦୨୫ରେ ସରକାରୀ ଗସ୍ତରେ ଯାଇଥିଲେ ଏବଂ ଥାଇଲାଣ୍ଡର ମାନନୀୟ ପ୍ରଧାନମନ୍ତ୍ରୀ ସୁଶ୍ରୀ ପେଟୋଙ୍ଗଟାର୍ଣ୍ଣ ସିନାୱାତ୍ରାଙ୍କ ନିମନ୍ତ୍ରଣକ୍ରମେ ବ୍ୟାଙ୍କକରେ ଅନୁଷ୍ଠିତ ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ । ବ୍ୟାଙ୍କକ୍ ସ୍ଥିତ ସରକାରୀ ଭବନରେ ପ୍ରଧାନମନ୍ତ୍ରୀ ସିନାୱାତ୍ରା ଆନୁଷ୍ଠାନିକ ଭାବେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଔପଚାରିକ ସ୍ୱାଗତ କରିଥିଲେ।Prime Minister meets with the Prime Minister of Thailand
April 03rd, 08:42 pm
Prime Minister Shri Narendra Modi met the Prime Minister of Thailand, H.E. Paetongtarn Shinawatra today in Bangkok on his Official Visit to Thailand. On arrival at the Government House, Prime Minister was received by Prime Minister Shinawatra and accorded a ceremonial welcome. This was their second meeting. Earlier, the two leaders had met on the sidelines of ASEAN related Summit in Vientiane in October 2024.ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ପ୍ରେସ୍ ବିବୃତି
April 03rd, 03:01 pm
ମାର୍ଚ୍ଚ ୨୮ରେ ଘଟିତ ଭୂମିକମ୍ପରେ ପ୍ରାଣ ହରାଇଥିବା ବ୍ୟକ୍ତିବିଶେଷଙ୍କ ପରିବାରବର୍ଗଙ୍କୁ ମୁଁ ଭାରତବାସୀଙ୍କ ତରଫରୁ ଗଭୀର ସମବେଦନା ଜଣାଉଛି । ଆମେ ସମସ୍ତେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛୁ।ଏପ୍ରିଲ 3-6, 2025 ପ୍ରଧାନମନ୍ତ୍ରୀଙ୍କ ଥାଇଲାଣ୍ଡ ଓ ଶ୍ରୀଲଙ୍କା ଗସ୍ତ
April 02nd, 02:00 pm
ବ୍ୟାଙ୍କକରେ ଆୟୋଜିତ ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (ଏପ୍ରିଲ 3-4, 2025) ରେ ଥାଇଲାଣ୍ଡ ଗସ୍ତରେ ଯିବେ। ଏହାପରେ ସେ ରାଷ୍ଟ୍ରପତି ଅନୁରା କୁମାର ଦିସାନାୟକଙ୍କ ନିମନ୍ତ୍ରଣକ୍ରମେ (ଏପ୍ରିଲ 4-6, 2025)ରେ ଶ୍ରୀଲଙ୍କା ଗସ୍ତରେ ଯିବେ।Even in global uncertainty, one thing is certain - India's rapid growth: PM Modi at Advantage Assam Summit
February 25th, 11:10 am
PM Modi inaugurated the Advantage Assam 2.0 Investment & Infrastructure Summit 2025 in Guwahati, highlighting Assam’s role in India’s growth journey. He emphasized the Northeast’s immense potential and praised Assam’s economic progress, which has doubled to ₹6 lakh crore in six years. Stressing improved connectivity, infrastructure, and investment opportunities, he urged industry leaders to harness Assam’s potential and join the journey towards Viksit Bharat.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ‘‘ଆଡଭାଣ୍ଟେଜ୍ ଆସାମ ୨.୦ ନିବେଶ ଏବଂ ଭିତ୍ତିଭୂମି ସମ୍ମିଳନୀ ୨୦୨୫" ଉଦଘାଟିତ
February 25th, 10:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ଗୌହାଟୀଠାରେ 'ଆଡଭାଣ୍ଟେଜ୍ ଆସାମ ୨.୦ ନିବେଶ ଏବଂ ଭିତ୍ତିଭୂମି ସମ୍ମିଳନୀ ୨୦୨୫' କୁ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଛନ୍ତି, ପୂର୍ବ ଭାରତ ଏବଂ ଉତ୍ତର-ପୂର୍ବ ଭାରତ ଆଜି ଭବିଷ୍ୟତର ଏକ ନୂତନ ଯାତ୍ରା ଆରମ୍ଭ କରୁଛନ୍ତି ଏବଂ ଆସାମର ଅବିଶ୍ୱସନୀୟ ସମ୍ଭାବନା ଓ ପ୍ରଗତିକୁ ବିଶ୍ୱ ସହିତ ଯୋଡ଼ିବା ପାଇଁ ଆଡଭାଣ୍ଟେଜ୍ ଆସାମ ଏକ ବୃହତ ପଦକ୍ଷେପ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତର ସମୃଦ୍ଧିରେ ପୂର୍ବ ଭାରତର ପ୍ରମୁଖ ଭୂମିକା ଇତିହାସର ସାକ୍ଷୀ ଅଟେ। ପ୍ରଧାନମନ୍ତ୍ରୀ ଆଶାବ୍ୟକ୍ତ କରି କହିଥିଲେ, ଆଜି ଯେତେବେଳେ ଆମେ ବିକଶିତ ଭାରତ ଦିଗରେ ଅଗ୍ରସର ହେଉଛୁ, ସେତେବେଳେ ପୂର୍ବ ଭାରତ ଏବଂ ଉତ୍ତର-ପୂର୍ବ କ୍ଷେତ୍ର ନିଜର ପ୍ରକୃତ ସାମର୍ଥ୍ୟ ପ୍ରଦର୍ଶନ କରିବେ। ସେ କହିଥିଲେ ଯେ ଆଡଭାଣ୍ଟେଜ୍ ଆସାମ ସେହି ଭାବନାର ପ୍ରତିନିଧିତ୍ୱ କରୁଛି ଏବଂ ଏଭଳି ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଆସାମ ସରକାର ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ ୨୦୧୩ ମସିହାର ତାଙ୍କ ବକ୍ତବ୍ୟଗୁଡ଼ିକୁ ମନେ ପକାଇଥିଲେ, ଯେତେବେଳେ ସେ କହିଥିଲେ ଯେ 'ଏ ଫର୍ ଆସାମ’ ଯେବେ ପ୍ରଚଳିତ ହେବ ତାହା ବେଶୀ ଦୂର ନୁହେଁ।