"କୃଷି ଏବଂ ଗ୍ରାମୀଣ ପରିବର୍ତ୍ତନ" ଶୀର୍ଷକ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 06th, 01:14 pm
ବଜେଟ୍ ୱେବିନାର୍ ସିରିଜ୍ର ତୃତୀୟ ୱେବିନାର୍ କୁ, ମୁଁ ଆପଣ ସମସ୍ତଙ୍କୁ ସ୍ୱାଗତ କରୁଛି। ଏହା ପୂର୍ବରୁ, ପ୍ରଯୁକ୍ତିବିଦ୍ୟା, ସଂସ୍କାର ଏବଂ ଆର୍ଥିକ ଅଭିବୃଦ୍ଧି ଭଳି ପ୍ରମୁଖ ବିଷୟ ଉପରେ ଦୁଇଟି ୱେବିନାର୍ ଅନୁଷ୍ଠିତ ହୋଇଯାଇଛି । ଆଜି, ଆମେ ଗ୍ରାମୀଣ ଅର୍ଥନୀତି ଏବଂ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରଗୁଡ଼ିକ ଉପରେ ଆଲୋଚନା ହେଉଛି । ଆପଣମାନେ ସମସ୍ତେ ଆପଣଙ୍କର ମୂଲ୍ୟବାନ ପରାମର୍ଶ ସହିତ ବଜେଟ୍ ଗଠନରେ ଅନେକ ଅବଦାନ ଦେଇଛନ୍ତି, ଏବଂ ଆପଣ ଆପଣଙ୍କର ପରାମର୍ଶଗୁଡ଼ିକୁ ବଜେଟ୍ ରେ ପ୍ରତିଫଳିତ ହୋଇଥିବା ଦେଖିପାରୁଥିବେ, ଯାହା ବହୁତ ସହାୟକ ପ୍ରମାଣିତ ହୋଇଛି। କିନ୍ତୁ ଏବେ ବଜେଟ୍ ଆସିଯାଇଛି, ବର୍ତ୍ତମାନ ବଜେଟ୍ ପରେ ତାହାର ସଂପୂର୍ଣ୍ଣ ସମ୍ଭାବନାର ଲାଭ ଦେଶକୁ ମିଳୁ, ଏହି ଦିଗରେ ମଧ୍ୟ ଏହାକୁ ସାକାର କରିବା ପାଇଁ ଆପଣଙ୍କର ଅଭିଜ୍ଞତା, ପରାମର୍ଶ ଏବଂ ଏକ ସରଳ ପଦ୍ଧତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆମେ କିପରି ନିଶ୍ଚିତ କରିବା ଯେ ବଜେଟର ପ୍ରତ୍ୟେକ ଟଙ୍କା ଏହାର ଉଦ୍ଦେଶ୍ୟକୁ ହାସଲ କରୁଛି ? କିପରି ଆମେ ଏହାକୁ ଶୀଘ୍ର ସମ୍ଭବ କରି ପାରିବା ? ଏହି ୱେବିନାର୍ ପାଇଁ ଆପଣଙ୍କ ପରାମର୍ଶ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରହିଛି ।କୃଷି ଓ ଗ୍ରାମୀଣ ରୂପାନ୍ତରଣ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ଓ୍ବେବିନାର୍ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 06th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ ବିଷୟ ଉପରେ ପର୍ଯ୍ୟବେଶିତ ତୃତୀୟ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଥିଲେ। ପ୍ରଯୁକ୍ତିବିଦ୍ୟା ଏବଂ ଅର୍ଥନୈତିକ ବିକାଶ ଉପରେ ପର୍ଯ୍ୟବେଶିତ ପୂର୍ବ ଅଧିବେଶନଗୁଡ଼ିକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବଜେଟ୍ ଗଠନ ସମୟରେ ଅଂଶୀଦାରମାନେ ମୂଲ୍ୟବାନ ମତାମତ ପ୍ରଦାନ କରିଥିଲେ। ଏବେ, ବଜେଟ୍ ପରେ, ଦେଶ ଏହାର ପୂର୍ଣ୍ଣ ସମ୍ଭାବନାକୁ ବ୍ୟବହାର କରିବା ବି ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ, ଏବଂ ସେଥିପାଇଁ ଆପଣମାନଙ୍କ ପରାମର୍ଶ ବେଶ ଗୁରୁତ୍ବପୂର୍ଣ୍ଣ ଏବଂ ସେହି କାରଣରୁ ଏହି ୱେବିନାରଟି ମଧ୍ୟ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ ।Cabinet approves the Digital Agriculture Mission today with an outlay of Rs. 2817 Crore, including the central share of Rs. 1940 Crore
September 02nd, 06:30 pm
The Union Cabinet Committee chaired by the Prime Minister Shri Narendra Modi approved the Digital Agriculture Mission today with an outlay of Rs. 2817 Crore, including the central share of Rs. 1940 Crore.