Congress = shop of lies, insult to the people: PM Modi in Hojai, Assam
April 06th, 11:20 am
PM Modi addressed a massive public meeting in Hojai, Assam. In his speech, he cited examples from Congress-ruled states and said that their guarantees fail on the ground. He warned Assam’s voters to remain cautious of misleading promises. He also raised concerns over illegal infiltration and its impact on Assam’s identity, land, and employment.PM Modi addresses massive public meetings in Barpeta, Hojai and Dibrugarh
April 06th, 11:00 am
PM Modi addressed massive public meetings in Barpeta, Hojai and Dibrugarh, as election campaigning in Assam gathered strong momentum. Addressing enthusiastic crowds, PM Modi highlighted the vision of a self-reliant and Viksit Assam. He launched a strong attack on Congress, accusing it of promoting family-first politics, corruption, and false promises. He also spoke about expanding welfare initiatives along with ensuring reservation for women through the Nari Shakti Vandan Act.ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋଟା ବିମାନବନ୍ଦରର ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 03:15 pm
ଗତ ସପ୍ତାହରେ, ମୋତେ ରାଜସ୍ଥାନ ଗସ୍ତ କରିବାର ସୁଯୋଗ ମିଳିଥିଲା। ଆଜମେରର ପବିତ୍ର ଭୂମିରୁ, ଆମେ ରାଜସ୍ଥାନର ବିକାଶ ସହିତ ଜଡିତ ହଜାର ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଥିଲୁ। ସେହି କାର୍ଯ୍ୟକ୍ରମରେ, ରାଜସ୍ଥାନର ୨୧,୦୦୦ ରୁ ଅଧିକ ଯୁବ ସହକର୍ମୀଙ୍କୁ ନିଯୁକ୍ତି ପତ୍ର ମଧ୍ୟ ବଣ୍ଟନ କରାଯାଇଥିଲା। ଆଜମେର ଗସ୍ତର ମାତ୍ର କିଛି ଦିନ ବ୍ୟବଧାନ ପରେ,ଏବେ, ମୋ ପାଖରେ କୋଟା ସହିତ ଜଡିତ ଏହି ଗୁରୁତ୍ୱପୂର୍ଣ୍ଣ ବିମାନବନ୍ଦର ପ୍ରକଳ୍ପର ଶୁଭାରମ୍ଭ କରିବାର ସୁଯୋଗ ମିଳିଛି। ରାଜସ୍ଥାନରେ ଗୋଟିଏ ସପ୍ତାହରେ ଆରମ୍ଭ ହୋଇଥିବା ଏହି ଦୁଇଟି ପ୍ରମୁଖ ବିକାଶ କାର୍ଯ୍ୟକ୍ରମର ଏକ ଶକ୍ତିଶାଳୀ ବାର୍ତ୍ତା ଦେଉଛି। ଏହା ଦର୍ଶାଏ ଯେ ରାଜସ୍ଥାନ ଆଜି ଦ୍ରୁତ ଗତିରେ ପ୍ରଗତି କରୁଛି। ଭିତ୍ତିଭୂମି ହେଉ, ଯୁବକମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ହେଉ, କୃଷକ ଏବଂ ମା' ଏବଂ ଭଉଣୀମାନଙ୍କ ପାଇଁ ଯୋଜନା ହେଉ, ରାଜସ୍ଥାନର ପ୍ରତ୍ୟେକ କ୍ଷେତ୍ରରେ କାମ ଦ୍ରୁତ ଗତିରେ ଆଗକୁ ବଢ଼ୁଛି।ହାଡୋତି ଅଞ୍ଚଳର ପରିବର୍ତ୍ତନ ବିଷୟରେ ଉଲ୍ଲେଖ କରିବା ସହ କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 07th, 02:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ କୋଟା ବିମାନବନ୍ଦରର ଶିଳାନ୍ୟାସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ଏହା ହାଡୋତି ଅଞ୍ଚଳ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଭାବେ ପରିଗଣିତ ହେଉଛି। ରାଜସ୍ଥାନ ଏକ ଅଭୂତପୂର୍ବ ଗତିରେ ଅଗ୍ରସର ହେଉଛି ଓ ନୂତନ ବିମାନବନ୍ଦର ଅର୍ଥନୈତିକ ଏବଂ ଶିଳ୍ପ ଅଭିବୃଦ୍ଧି ପାଇଁ ଏକ ପ୍ରେରକ ଶକ୍ତି ହେବାକୁ ଯାଉଛି ବୋଲି ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଛନ୍ତି।ଗାନ୍ଧୀନଗରରେ ଗୁଜରାଟର ସହରାଞ୍ଚଳ ବିକାଶର ୨୦ ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 27th, 11:30 am
ମଞ୍ଚ ଉପରେ ଉପସ୍ଥିତ ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ସ୍ଥାନୀୟ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କେନ୍ଦ୍ରରେ ମନ୍ତ୍ରୀମଣ୍ଡଳ ସହଯୋଗୀ ମନୋହର ଲାଲ ଜୀ, ସି. ଆର. ପାଟିଲ ଜୀ, ଗୁଜରାଟ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ ଏବଂ ଗୁଜରାଟର କୋଣ-ଅନୁକୋଣରୁ ଏଠାକୁ ଆସି ଉପସ୍ଥିତ ଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ।ଗୁଜରାଟ ସହରାଞ୍ଚଳ ବିକାଶ କାହାଣୀର 20 ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
May 27th, 11:09 am
୧୯୪୭ ମସିହାରେ ଭାରତକୁ ତିନୋଟି ଭାଗରେ ବିଭାଜିତ କରାଯିବା ପରେ ଭାରତ ଉପରେ ହୋଇଥିବା ପ୍ରଥମ ଆତଙ୍କବାଦୀ ଆକ୍ରମଣକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ, ପାକିସ୍ତାନ ଆତଙ୍କବାଦୀମାନଙ୍କୁ ଆଶ୍ରୟ ଦେଇ ଗୋଟିଏ ଅଂଶ ହଡ଼ପ କରିଥିଲା। ସେ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣକୁ ମନେ ପକାଇଥିଲେ ଏବଂ କହିଥିଲେ ଯେ ପାକିସ୍ତାନ ଅଧିକୃତ କାଶ୍ମୀର ( ପିଓକେ ) ପୁନରୁଦ୍ଧାର ନହେବା ପର୍ଯ୍ୟନ୍ତ ଭାରତୀୟ ସେନା ଅଟକିବା ଉଚିତ୍ ନୁହେଁ। ତଥାପି, ପଟେଲଙ୍କ ପରାମର୍ଶ ପାଳନ କରାଯାଇ ନଥିଲା ବୋଲି ସେ କହିଥିଲେ। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରି କହିଥିଲେ ଯେ, ଆତଙ୍କବାଦର ଏହି ଐତିହ୍ୟ ଗତ 75 ବର୍ଷ ଧରି ଜାରି ରହିଛି ଏବଂ ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଏହାର ଆଉ ଏକ ଭୟଙ୍କର ରୂପ ଥିଲା। ସେ ଦୃଢ଼ତାର ସହିତ କହିଥିଲେ ଯେ କୂଟନୈତିକ ଖେଳ ଖେଳିବା ସତ୍ତ୍ୱେ, ପାକିସ୍ତାନ ବାରମ୍ବାର ଯୁଦ୍ଧରେ ଭାରତର ସାମରିକ ଶକ୍ତିର ସମ୍ମୁଖୀନ ହୋଇଛି। ସେ ଉଲ୍ଲେଖ କରିଥିଲେ ଯେ , ତିନି ଥର ଭାରତର ସଶସ୍ତ୍ର ବାହିନୀ ପାକିସ୍ତାନକୁ ନିର୍ଣ୍ଣାୟକ ଭାବରେ ପରାସ୍ତ କରିଥିଲା, ଯାହା ସ୍ପଷ୍ଟ କରେ ଯେ, ପାକିସ୍ତାନ ସିଧାସଳଖ ସାମରିକ ସଂଘର୍ଷରେ ବିଜୟୀ ହୋଇପାରିବ ନାହିଁ। ପାକିସ୍ତାନ ତାର ସୀମା ସମ୍ପର୍କରେ ଜାଣିଛି ବୋଲି ସ୍ୱୀକାର କରି ଶ୍ରୀ ମୋଦୀ କହିଥିଲେ ଯେ , ପଡ଼ୋଶୀ ଦେଶ ଛାୟା ଯୁଦ୍ଧ ଆରମ୍ଭ କରିଛି। ସେ ବ୍ୟାଖ୍ୟା କରିଥିଲେ ଯେ, ପ୍ରଶିକ୍ଷିତ ଆତଙ୍କବାଦୀମାନଙ୍କୁ ରୀତିମତ ସାମରିକ ତାଲିମ ମାଧ୍ୟମରେ ଭାରତରେ ଅନୁପ୍ରବେଶ କରାଯାଉଥିଲା , ଯାହାର ଲକ୍ଷ୍ୟ ଥିଲା ଶାନ୍ତିପୂର୍ଣ୍ଣ ତୀର୍ଥଯାତ୍ରା କରୁଥିବା ଲୋକଙ୍କ ସମେତ ନିରୀହ ଏବଂ ନିରସ୍ତ୍ର ସାଧାରଣ ଲୋକଙ୍କୁ ଟାର୍ଗେଟ କରିବା।୨୩ ମଇରେ ନୂଆଦିଲ୍ଲୀରେ ରାଇଜିଂ ନର୍ଥ ଇଷ୍ଟ ଇନ୍ଭେଷ୍ଟର୍ସ ସମ୍ମିଟ୍ର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
May 22nd, 04:13 pm
ଉତ୍ତର-ପୂର୍ବ କ୍ଷେତ୍ରକୁ ସୁଯୋଗର ଭୂମି ଭାବରେ ପ୍ରଦର୍ଶିତ କରିବା, ବିଶ୍ୱସ୍ତରୀୟ ଏବଂ ଘରୋଇ ନିବେଶକୁ ଆକର୍ଷିତ କରିବା ଏବଂ ପ୍ରମୁଖ ଅଂଶୀଦାର, ନିବେଶକ ଏବଂ ନୀତି ନିର୍ଦ୍ଧାରକମାନଙ୍କୁ ଗୋଟିଏ ମଞ୍ଚରେ ଏକତ୍ରିତ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ମଇ ଦିନ ପ୍ରାୟ ୧୦:୩୦ ସମୟରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ରେ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀର ଉଦ୍ଘାଟନ କରିବେ ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 06th, 04:21 pm
ଭାରତର ଉପଲବ୍ଧି ସମ୍ପର୍କରେ ଭାରତଠାରୁ ବିଶ୍ୱର ଆଶା ଏବଂ ଏକ 'ବିକଶିତ ଭାରତ' ଗଠନ ସମ୍ବନ୍ଧରେ ଭାରତରେ ସାଧାରଣ ଲୋକଙ୍କ ଆତ୍ମବିଶ୍ୱାସ ବିକଶିତ କରିବାର ସଂକଳ୍ପ ଉପରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟ ବିସ୍ତୃତ ଭାବେ ବର୍ଣ୍ଣନା କରିଛନ୍ତି, ସେ ଦେଶର ଭବିଷ୍ୟତ ପାଇଁ ଏକ ଦିଗ ମଧ୍ୟ ଦେଖାଇଛନ୍ତି। ସମ୍ମାନନୀୟ ରାଷ୍ଟ୍ରପତିଙ୍କ ଅଭିଭାଷଣ ପ୍ରେରଣାଦାୟୀ ଏବଂ ପ୍ରଭାବଶାଳୀ ଥିଲା, ଏବଂ ଏହା ଭବିଷ୍ୟତ କାର୍ଯ୍ୟ ପାଇଁ ଆମ ସମସ୍ତଙ୍କ ପାଇଁ ମାର୍ଗଦର୍ଶନ ଭାବରେ କାର୍ଯ୍ୟ କରିଥିଲା। ମୁଁ ଏଠାରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟଙ୍କୁ ତାଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ଜଣାଇବାକୁ ଆସି ଏହି ସ୍ଥାନରେ ଉପସ୍ଥିତ ହୋଇଛି ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
February 06th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି। ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଭାରତର ସଫଳତା, ଭାରତଠାରୁ ବିଶ୍ୱର ଆଶା ଏବଂ ଏକ ବିକଶିତ ଭାରତ ନିର୍ମାଣରେ ସାଧାରଣ ଜନତାଙ୍କ ଆତ୍ମବିଶ୍ୱାସ ସାମିଲ ଥିଲା। ସେ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଭାଷଣ ପ୍ରେରଣାଦାୟୀ, ପ୍ରଭାବଶାଳୀ ଏବଂ ଭବିଷ୍ୟତର କାର୍ଯ୍ୟ ପାଇଁ ମାର୍ଗଦର୍ଶନ ପ୍ରଦାନ କରିଛି । ଏହି ଅଭିଭାଷଣ ପାଇଁ ସେ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଥିଲେ।ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 11:00 am
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।PM Modi inaugurates Rising Rajasthan Global Investment Summit
December 09th, 10:34 am
PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.ଦୀର୍ଘସ୍ଥାୟୀ କୃଷିକୁ ପ୍ରୋତ୍ସାହନ ଦେବା ଲାଗି ପିଏମ୍ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା (ପିଏମ-ଆରକେଭିୱାଇ) ଏବଂ ଆତ୍ମନିର୍ଭରଶୀଳତା ପାଇଁ ଖାଦ୍ୟ ସୁରକ୍ଷା ହାସଲ କରିବାକୁ କୃଷୋନ୍ନତି ଯୋଜନା (କେୱାଇ)କୁ ମଞ୍ଜୁର କଲା କ୍ୟାବିନେଟ
October 03rd, 09:18 pm
କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟକାରୀ ହେଉଥିବା ସମସ୍ତ କେନ୍ଦ୍ର ପ୍ରାୟୋଜିତ ଯୋଜନା ଏବେ ଦୁଇଟି ପ୍ରମୁଖ ଯୋଜନା ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା (ପିଏମ-ଆରକେଭିୱାଇ) ଏବଂ କୃଷୋନ୍ନତି ଯୋଜନା (କେୱାଇ) ଅଧୀନରେ କାର୍ଯ୍ୟକାରୀ ହେବ । ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଦିଆଯାଇଥିବା ଏ ସଂକ୍ରାନ୍ତ ଏକ ପ୍ରସ୍ତାବକୁ ମଞ୍ଜୁର କରାଯାଇଛି । ଏକାଧିକ ବିକଳ୍ପ ଆଧାରିତ ପିଏମ-ଆରକେଭିୱାଇ ଦୀର୍ଘସ୍ଥାୟୀ କୃଷିକୁ ପ୍ରୋତ୍ସାହନ ଦେବ, ଅନ୍ୟପକ୍ଷରେ କେୱାଇ ଖାଦ୍ୟ ସୁରକ୍ଷା ଏବଂ କୃଷିଭିତ୍ତିକ ଆତ୍ମନିର୍ଭରଶୀଳତା ହାସଲ କରିବାରେ ସହାୟକ ହେବ। ବିଭିନ୍ନ ଉପାଦାନର ଦକ୍ଷ ଏବଂ ପ୍ରଭାବଶାଳୀ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ପାଇଁ ସମସ୍ତ ଉପାଦାନରେ ଆଧୁନିକ ଜ୍ଞାନକୌଶଳର ଉପଯୋଗ କରାଯିବ ।ମଧ୍ୟପ୍ରଦେଶର ଚିତ୍ରକୁଟରେ ଲେଫ୍ଟନାଣ୍ଟ ଶ୍ରୀ ଅରବିନ୍ଦ ଭାଇ ମଫତଲାଲଙ୍କ ଜନ୍ମଶତବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 27th, 02:46 pm
ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀ ମଙ୍ଗୁଭାଇ ପଟେଲ, ମୁଖ୍ୟମନ୍ତ୍ରୀ ଭାଇ ଶିବରାଜ ଜୀ, ସଦଗୁରୁ ସେବା ସଂଘ ଟ୍ରଷ୍ଟର ସମସ୍ତ ସଦସ୍ୟଗଣ, ମହିଳା ଏବଂ ଭଦ୍ରଲୋକମାନେ!ମଧ୍ୟପ୍ରଦେଶର ଚିତ୍ରକୁଟଠାରେ ସ୍ୱର୍ଗତ ଶ୍ରୀ ଅରବିନ୍ଦ ଭାଇ ମଫତଲାଲଙ୍କ ଶତବାର୍ଷିକୀ ପାଳନକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
October 27th, 02:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଚିତ୍ରକୁଟଠାରେ ସ୍ୱର୍ଗତ ଶ୍ରୀ ଅରବିନ୍ଦ ଭାଇ ମଫତଲାଲଙ୍କ ଶତବାର୍ଷିକୀ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ଶ୍ରୀ ସଦଗୁରୁ ସେବା ସଂଘ ଟ୍ରଷ୍ଟ ୧୯୬୮ ମସିହାରେ ପରମ ପୂଜ୍ୟ ରଣଛୋଡ଼ ଦାସଜୀ ମହାରାଜଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା । ଶ୍ରୀ ଅରବିନ୍ଦ ଭାଇ ମଫତଲାଲ ପରମ ପୂଜ୍ୟ ରଣଛୋଡ଼ ଦାସଜୀ ମହାରାଜଙ୍କ ଠାରୁ ପ୍ରେରଣା ପାଇଥିଲେ ଏବଂ ଟ୍ରଷ୍ଟ ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ଶ୍ରୀ ଅରବିନ୍ଦ ଭାଇ ମଫତଲାଲ ସ୍ୱାଧୀନତା ପରବର୍ତ୍ତୀ ଭାରତର ଅନ୍ୟତମ ଅଗ୍ରଣୀ ଉଦ୍ୟୋକ୍ତା ଥିଲେ, ଯିଏ ଦେଶର ବିକାଶ କାହାଣୀରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ ।ଇଷ୍ଣର୍ଣ୍ଣ ଇକ୍ନମିକ୍ ଫୋରମ୍ ୨୦୨୧ରେ ପ୍ରଧାନମନ୍ତ୍ରୀ ଦେଇଥିବା ‘ଆଭାସୀ’ ଭାଷଣର ମୂଳପାଠ
September 03rd, 10:33 am
ମୁଁ ଇଷ୍ଟର୍ଣ୍ଣ ଇକ୍ନମିକ୍ ଫୋରମ୍ରେ ଉଦ୍ବୋଧନ ଦେଇ ଅତ୍ୟନ୍ତ ଆନନ୍ଦିତ । ମୋତେ ଏହି ସୌଭାଗ୍ୟ ଦେଇଥିବାରୁ ରାଷ୍ଟ୍ରପତି ପୁଟିନଙ୍କୁ ଧନ୍ୟବାଦ ଜଣାଉଛି ।ଭ୍ଲାଡିଭଷ୍ଟକ ଠାରେ ଷଷ୍ଠ ପୂର୍ବାଞ୍ଚଳ ଆର୍ଥିକ ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଭର୍ଚୁଆଲ ସମ୍ବୋଧନ
September 03rd, 10:32 am
ଭ୍ଳାଡିଭୋଷ୍ଟକ ଠାରେ ଅନୁଷ୍ଠିତ ଷଷ୍ଠ ପୂର୍ବାଞ୍ଚଳ ଆର୍ଥିକ ମଞ୍ଚ (ଇଇଏଫ)ର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଅନୁଷ୍ଠିତ ଅଧିବେଶନକୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ବୋଧନ ଦେଇଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ପଞ୍ଚମ ଇଇଏଫ-୨୦୧୯ ମସିହାରେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ମୁଖ୍ୟ ଅତିଥି ଆସନ ଅଳଙ୍କୃତ କରିଥିଲେ ।