16th India-Japan Annual Summit Joint Statement

July 02nd, 10:22 pm

At the 16th India–Japan Annual Summit, PM Modi and Japanese Prime Minister Sanae Takaichi reaffirmed their commitment to advancing the India–Japan Special Strategic and Global Partnership through deeper cooperation in defence, economic security, clean energy, AI, technology, investment and people-to-people ties. The Joint Statement also sets the stage for celebrating the 75th anniversary of India–Japan diplomatic relations next year.

India-Japan Joint Statement on cooperation in the field of Artificial Intelligence (AI)

July 02nd, 10:14 pm

PM Modi and Japanese Prime Minister Sanae Takaichi agreed to deepen India-Japan cooperation in Artificial Intelligence with a shared vision for a safe, trusted and human-centric AI ecosystem. The partnership will drive collaboration in AI governance, digital infrastructure, research, innovation and talent development, while supporting resilient AI growth across the Indo-Pacific and the Global South.

ଫ୍ରାନ୍ସ ଏଭିଏନଠାରେ ଅନୁଷ୍ଠିତ ଜି୭ ଶିଖର ସମ୍ମିଳନୀରେ “କୃତ୍ରିମ ବୁଦ୍ଧିମତ୍ତାର ସୁରକ୍ଷିତ, ଦ୍ରୁତ ଏବଂ ଦକ୍ଷ ପ୍ରୟୋଗ ସୁନିଶ୍ଚିତ କରିବା” ଶୀର୍ଷକ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

June 18th, 05:01 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସର ଏଭିଏନରେ ଅନୁଷ୍ଠିତ ଜି୭ ଶିଖର ସମ୍ମିଳନୀରେ “କୃତ୍ରିମ ବୁଦ୍ଧିମତ୍ତାର ଏକ ସୁରକ୍ଷିତ, ଦ୍ରୁତ ଏବଂ ଦକ୍ଷ ପ୍ରଚଳନ ସୁନିଶ୍ଚିତ କରିବା” ଶୀର୍ଷକ ଆଉଟ୍‌ରିଚ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ।

ଜି-୭ ଶିଖର ସମ୍ମିଳନୀର ‘ନିରାପଦ, ଦ୍ରୁତ ଏବଂ ଦକ୍ଷ ଏଆଇ କାର୍ଯ୍ୟକାରିତା ସୁନିଶ୍ଚିତ କରିବା’ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟର ଓଡ଼ିଆ ଅନୁବାଦ

June 17th, 09:20 pm

ଆଜି ମାନବ ଜୀବନର ଏପରି କୌଣସି କ୍ଷେତ୍ର ନାହିଁ ଯାହା କୃତ୍ରିମ ବୁଦ୍ଧିମତ୍ତାର ପ୍ରଭାବରୁ ବଞ୍ଚିତ ରହିଛି। ଏଆଇ ବୈଜ୍ଞାନିକ ଗବେଷଣାକୁ ଅଭୂତପୂର୍ବ ଗତିରେ ତ୍ୱରାନ୍ୱିତ କରୁଛି। ଏହା ଶାସନ ବ୍ୟବସ୍ଥାକୁ ଅଧିକ ପ୍ରଭାବଶାଳୀ ଏବଂ ଜନମୁଖୀ କରୁଥିବା ବେଳେ ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ଉତ୍ପାଦନ ଭଳି କ୍ଷେତ୍ରଗୁଡ଼ିକୁ ମଧ୍ୟ ସଶକ୍ତ କରୁଛି।

ଜି-୭ ଶିଖର ସମ୍ମିଳନୀ ଅବସରରେ ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ବୈଠକ

June 17th, 12:36 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସର ଏଭିଆନ୍‌ରେ ଆୟୋଜିତ ଜି-୭ ଶିଖର ସମ୍ମିଳନୀ ଅବସରରେ ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ସାର୍ କିର୍ ଷ୍ଟାର୍ମରଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ।

India-Slovakia Joint Statement

June 15th, 05:32 pm

At the invitation of Slovak Republic PM Robert Fico, PM Modi visited Slovakia on 15 June 2026. Both leaders agreed to elevate the India-Slovakia relationship to a Comprehensive Partnership and to regularly review its implementation. They also agreed that the visit represents a significant step forward in transforming India-Slovakia relations and committed to taking bilateral ties into a new phase of engagement.

Bharat Innovates is becoming a bridge between Indian talent and European capital: PM Modi in Nice, France

June 14th, 04:36 pm

PM Modi and French President Emmanuel Macron jointly inaugurated Bharat Innovates 2026 in Nice, France. Addressing a gathering, PM Modi highlighted India’s deep-tech revolution and the transformative potential of AI, satellite technology, advanced manufacturing and clean energy. He called for trusted, inclusive and human-centric innovation, while reaffirming India’s vision of becoming a global innovation hub.

ଭାରତ ଇନୋଭେଟ୍ସ ୨୦୨୬’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 14th, 03:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି ନାଇସ୍ ସହରସ୍ଥିତ ପାଲାଇସ୍ ଡେସ୍ ଏକ୍ସପୋଜିସନ୍ସରେ ମିଳିତ ଭାବରେ ଭାରତ ଇନୋଭେଟ୍ସ ୨୦୨୬ର ଉଦଘାଟନ କରିଛନ୍ତି। ଏହି ତିନି ଦିନିଆ କାର୍ଯ୍ୟକ୍ରମ ଭାରତର ଡିପ୍-ଟେକ୍ ଷ୍ଟାର୍ଟ-ଅପ୍ସ, ନବସୃଜନକାରୀ, ଗବେଷକ ଏବଂ ନିବେଶକମାନଙ୍କୁ ବିଶ୍ୱ ନବସୃଜନ ପାଣ୍ଠି ଏବଂ ଅନ୍ତର୍ଜାତୀୟ ସଂସ୍ଥାମାନଙ୍କ ସହ ଯୋଡ଼ିବାକୁ ଲକ୍ଷ୍ୟ ରଖିଛି। ଏହା ବିଶ୍ୱ ସ୍ତରରେ ଭାରତର ଅଗ୍ରଣୀ ଡିପ୍‌-ଟେକ୍‌ର ପ୍ରଦର୍ଶନ କରିଥାଏ ତଥା ୧୩ ଗୁରୁତ୍ବପୂର୍ଣ୍ଣ ପ୍ରଯୁକ୍ତି କ୍ଷେତ୍ରରେ ୧୨୦ ଉନ୍ନତ ଷ୍ଟାର୍ଟଅପ୍‌, ୨୦ରୁ ଅଧିକ ଉତ୍କର୍ଷ ପ୍ରତିଷ୍ଠାନର ଉପସ୍ଥାପିତ କରିଥାଏ। ବିଶ୍ୱର ୩୫୦ରୁ ଅଧିକ ଶ୍ରେଷ୍ଠ ନିବେଶକ ଏବଂ ଭେଞ୍ଚର କ୍ୟାପିଟାଲିଷ୍ଟ ମଧ୍ୟ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଛନ୍ତି।

Visit of Prime Minister to France and Slovakia (June 13-18, 2026)

June 09th, 07:20 pm

PM Modi will visit France from 13-14 June 2026 and again from 16-19 June 2026. During his initial visit to France, he will hold discussions with President Emmanuel Macron and jointly inaugurate the 'Bharat Innovates' event. He will then visit Slovakia from 14-16 June 2026 to hold discussions with PM Robert Fico and meet President Peter Pellegrini. The PM will once again visit France to participate in the G7 Summit and the VivaTech Summit.

ସାଇପ୍ରସ ଗଣରାଜ୍ୟର ରାଷ୍ଟ୍ରପତିଙ୍କ ଗସ୍ତ ସମ୍ପର୍କରେ ମିଳିତ ବିବୃତ୍ତି

May 22nd, 09:31 pm

ସାଇପ୍ରସ୍ ଗଣରାଜ୍ୟର ରାଷ୍ଟ୍ରପତି ଶ୍ରୀ ନିକୋସ୍ କ୍ରିଷ୍ଟୋଡୋଲିଡେସ୍, ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ୨୦ - ୨୩ ମେ’ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି। ଏହା ସାଇପ୍ରସର ୟୁରୋପୀୟ ସଂଘ ପରିଷଦର ସଭାପତିତ୍ୱ ସମୟରେ ଅନୁଷ୍ଠିତ ହେଉଥିବାରୁ ଏହି ଗସ୍ତର ବିଶେଷ ଗୁରୁତ୍ୱ ରହିଛି।

ଭାରତ-ଇଟାଲୀ ମିଳିତ ଘୋଷଣା

May 20th, 10:28 pm

ଉଭୟ ପ୍ରଧାନମନ୍ତ୍ରୀ ଉଚ୍ଚସ୍ତରୀୟ ଆଦାନପ୍ରଦାନର ଦୃଢ଼ ଗତିକୁ ସ୍ୱାଗତ କରିଥିଲେ ଏବଂ ବହୁପାକ୍ଷିକ କାର୍ଯ୍ୟକ୍ରମର ପାର୍ଶ୍ଵରେ ନେତାମାନଙ୍କ ବାର୍ଷିକ ବୈଠକ, ନିୟମିତ ମନ୍ତ୍ରୀସ୍ତରୀୟ ଏବଂ ପ୍ରତିଷ୍ଠାନସ୍ତରୀୟ ବୈଠକ ଆୟୋଜନ କରିବାକୁ ରାଜି ହୋଇଥିଲେ।

ୟୁରୋପୀୟ ଶିଳ୍ପ ଗୋଲଟେବୁଲ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି

May 17th, 11:43 pm

କିଛି ସମୟ ପୂର୍ବରୁ, ମୋତେ ସ୍ୱିଡେନର ସର୍ବୋଚ୍ଚ ସମ୍ମାନ, “ରୋୟାଲ୍ ଅର୍ଡର୍ ଅଫ୍ ଦ ପୋଲାର୍ ଷ୍ଟାର୍” ପ୍ରଦାନ କରାଯାଇଥିଲା। ଏହି ସମ୍ମାନ କେବଳ ମୋର ନୁହେଁ; ଏହା ୧.୪ ବିଲିୟନ ଭାରତୀୟଙ୍କ ପାଇଁ ଏକ ସମ୍ମାନ। ଏହା ସ୍ୱିଡେନରେ ଥିବା ଆମର ସମସ୍ତ ବନ୍ଧୁଙ୍କ ପାଇଁ ମଧ୍ୟ ଏକ ଶ୍ରଦ୍ଧାଞ୍ଜଳି ଯେଉଁମାନେ ଭାରତ - ସ୍ୱିଡେନ୍ ସମ୍ପର୍କକୁ ସମୃଦ୍ଧ କରିଛନ୍ତି ଏବଂ ସେମାନଙ୍କୁ ଏକ ଦୃଢ଼ ମୂଳଦୁଆ ପ୍ରଦାନ କରିଛନ୍ତି।

ଭାରତ ପ୍ରଧାନମନ୍ତ୍ରୀଙ୍କ ନେଦରଲ୍ୟାଣ୍ଡ ଗସ୍ତ ସମ୍ପର୍କରେ ଭାରତ-ନେଦରଲ୍ୟାଣ୍ଡ ମିଳିତ ବିବୃତ୍ତି

May 17th, 03:45 am

ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ରବ ଜେଟେନଙ୍କ ନିମନ୍ତ୍ରଣ କ୍ରମେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬-୧୭ ମେ ୨୦୨୬ ରେ ନେଦରଲ୍ୟାଣ୍ଡକୁ ସରକାରୀ ଗସ୍ତ କରିଥିଲେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କର ନେଦରଲ୍ୟାଣ୍ଡକୁ ଦ୍ୱିତୀୟ ଗସ୍ତ ଥିଲା।

ନେଦରଲାଣ୍ଡ ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ସହ ପ୍ରତିନିଧିସ୍ତରୀୟ ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟର ଇଂରାଜୀ ଅନୁବାଦ

May 16th, 11:58 pm

ଆମେ ନେଦରଲାଣ୍ଡକୁ ଭାରତର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଂଶୀଦାରଙ୍କ ମଧ୍ୟରେ ବିବେଚନା କରୁ । ନେଦରଲାଣ୍ଡ ଭାରତର ଶ୍ରେଷ୍ଠ ପାଞ୍ଚ ନିବେଶକଙ୍କ ମଧ୍ୟରୁ ଗୋଟିଏ । ଆମର ଐତିହାସିକ ସାଂସ୍ମୃତିକ ଏବଂ ଜନସାଧାରଣଙ୍କ ମଧ୍ୟରେ ପାରସ୍ପରିକ ସମ୍ପର୍କ ମଧ୍ୟ ବହୁତ ଗଭୀର । ଗଣତାନ୍ତ୍ରିକ ମୂଲ୍ୟବୋଧ, ବଜାର ଅର୍ଥନୀତି ଏବଂ ଦାୟିତ୍ୱପୂର୍ଣ୍ଣ ଆଚରଣ ଆମର ସମାନ ଦୃଷ୍ଟିକୋଣର ଅଂଶ । ଜଳ, ସ୍ୱାସ୍ଥ୍ୟ ଏବଂ ଶିକ୍ଷା ଭଳି କ୍ଷେତ୍ରରେ ଆମର ସହଯୋଗ ଆମ ଲୋକଙ୍କ ଜୀବନକୁ ଉନ୍ନତ କରୁଛି । ଏହି ବର୍ଦ୍ଧିତ ସହଯୋଗକୁ ଦୃଷ୍ଟିରେ ରଖି ୨୦୨୩ରେ ଭାରତର ଜି-୨୦ ଅଧ୍ୟକ୍ଷତା ସମୟରେ ଆମେ ନେଦରଲାଣ୍ଡକୁ ଏକ ଅତିଥି ଦେଶ ଭାବେ ଆମନ୍ତ୍ରିତ କରିଥିଲୁ । ଆମେ ଏଥିପାଇଁ ମଧ୍ୟ ବହୁତ ଖୁସି ଯେ, ଫେବ୍ରୁଆରୀ ମାସରେ ନେଦରଲାଣ୍ଡର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରେ ଅନୁଷ୍ଠିତ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ଅଂଶ ଗ୍ରହଣ କରିଥିଲେ ।

ମୌଳବାଦୀ ଶକ୍ତିକୁ ପ୍ରୋତ୍ସାହିତ କରି ଏବଂ ଦୁର୍ନୀତିରେ ଲିପ୍ତ ହୋଇ ୟୁଡିଏଫ୍ ଏବଂ ଏଲଡିଏଫ୍ ଦ୍ୱିଗୁଣିତ କ୍ଷତି ପହଞ୍ଚାଉଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ

April 02nd, 05:00 pm

ପ୍ରଧାନମନ୍ତ୍ରୀ ମୋଦୀ ମେରା ବୁଥ ସବସେ ମଜବୁତ ପଦକ୍ଷେପ ଅଧୀନରେ କେରଳମର ବିଜେପି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି ତୃଣମୂଳ ସ୍ତରର ସଂଗଠନକୁ ଶକ୍ତି ପ୍ରଦାନ କରିଛନ୍ତି ଏବଂ ରାଜ୍ୟ ଏକ ଐତିହାସିକ ରାଜନୈତିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତ ବୋଲି ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି। କେରଳମବାସୀଙ୍କୁ ଶୁଭେଚ୍ଛା ଜଣାଇ ସେ କହିଛନ୍ତି ଯେ ଚାଲିଥିବା ନିର୍ବାଚନ ପ୍ରଚାର ବିଜେପି-ଏନଡିଏ ସପକ୍ଷରେ ଏକ ଶକ୍ତିଶାଳୀ ଲହରକୁ ପ୍ରତିଫଳିତ କରୁଛି ।

"ମେରା ବୁଥ ସବସେ ମଜବୁତ" ଅଭିଯାନ ଅଧୀନରେ କେରଳମର ବିଜେପି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ

April 02nd, 04:30 pm

ପ୍ରଧାନମନ୍ତ୍ରୀ ମୋଦୀ ମେରା ବୁଥ ସବସେ ମଜବୁତ ପଦକ୍ଷେପ ଅଧୀନରେ କେରଳମର ବିଜେପି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି ତୃଣମୂଳ ସ୍ତରର ସଂଗଠନକୁ ଶକ୍ତି ପ୍ରଦାନ କରିଛନ୍ତି ଏବଂ ରାଜ୍ୟ ଏକ ଐତିହାସିକ ରାଜନୈତିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତ ବୋଲି ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି। କେରଳମବାସୀଙ୍କୁ ଶୁଭେଚ୍ଛା ଜଣାଇ ସେ କହିଛନ୍ତି ଯେ ଚାଲିଥିବା ନିର୍ବାଚନ ପ୍ରଚାର ବିଜେପି-ଏନଡିଏ ସପକ୍ଷରେ ଏକ ଶକ୍ତିଶାଳୀ ଲହରକୁ ପ୍ରତିଫଳିତ କରୁଛି ।

India – Finland Joint Statement on the State Visit of President of the Republic of Finland

March 05th, 08:03 pm

At the invitation of PM Modi, Finland President Alexander Stubb is on a State Visit to India from 4-7 March 2026. They held wide-ranging discussions during a bilateral meeting. The two leaders affirmed the deep and enduring friendship between India and Finland, built on a foundation of mutual respect and the values of democracy and rule of law, as well as commitment to global peace, security and international law.

କାନାଡା ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି

March 02nd, 11:40 am

ଗତବର୍ଷ କାନାଡାରେ ଅନୁଷ୍ଠିତ ଜି୭ ବୈଠକରେ ସେ ମୋତେ ଓ ମୋର ପ୍ରତିନିଧିମଣ୍ଡଳକୁ ଭବ୍ୟ ସ୍ୱାଗତ କରିଥିଲେ। ଆଜି ସେହି ଆତ୍ମୀୟତା ସହିତ ତାଙ୍କୁ ସ୍ୱାଗତ କରିବା ମୋ ପାଇଁ ସୌଭାଗ୍ୟର ବିଷୟ। ବିଶ୍ୱରେ ବହୁତ କମ୍ ଲୋକ ଅଛନ୍ତି ଯାହାଙ୍କ ଜୀବନ ସାରଣୀରେ ଦୁଇଟି ଦେଶର କେନ୍ଦ୍ରୀୟ ବ୍ୟାଙ୍କିଙ୍ଗ ନେତୃତ୍ୱ ଅନ୍ତର୍ଭୁକ୍ତ।

The HPV vaccination campaign, launched from Ajmer, marks a significant step towards empowering the nation’s Nari Shakti: PM Modi in Rajasthan

February 28th, 12:00 pm

At a public gathering in Ajmer, PM Modi expressed satisfaction that the “double-engine government” in Rajasthan has completed two years of rapid progress. He launched projects worth approximately ₹17,000 crore and handed over appointment letters to youth. The PM also launched the nationwide HPV vaccination campaign, describing it as a pivotal step toward empowering India’s ‘Nari Shakti’ (women power) and ensuring the health of mothers and daughters.

ରାଜସ୍ଥାନରେ ଏଚପିଭି ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ

February 28th, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଜମେରଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ । ଏହା ରାଜସ୍ଥାନର ବିକାଶ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଥିଲା। ପ୍ରଧାନମନ୍ତ୍ରୀ ଏହି ଅଞ୍ଚଳର ସାଂସ୍କୃତିକ ଏବଂ ବୀରତ୍ୱପୂର୍ଣ୍ଣ ଐତିହ୍ୟ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେ ସୁରସୁରାର ତେଜାଜୀ ଧାମ ଏବଂ ହାଇଫାକୁ ମୁକ୍ତ କରିବାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରି ଏବେ ବି ଇସ୍ରାଏଲରେ ସମ୍ମାନିତ ମେଜର ଦଲପତ ​​ସିଂହଙ୍କ ସାହସିକତା ପ୍ରତି ସମ୍ମାନ ପ୍ରଦର୍ଶନ କରିଥିଲେ।