Viveka Smaraka inspires us to dedicate ourselves to a higher purpose: PM Modi in Mysuru, Karnataka
August 01st, 04:53 pm
PM Modi today inaugurated Viveka Smaraka in Mysuru, Karnataka. Speaking on the occasion, he appreciated the city for its consistent ranking among the nation's cleanest urban centers. He credited the youth with propelling the nation to possess the fastest-growing economy, the third-largest startup ecosystem and the second-largest mobile manufacturing capacity globally. The PM called upon the current generation to take on the ultimate responsibility of realizing Swami Vivekananda's grand vision for the nation.PM Modi inaugurates the Swami Vivekananda Cultural Youth Centre - Viveka Smaraka at Mysuru, Karnataka
August 01st, 04:00 pm
PM Modi today inaugurated Viveka Smaraka in Mysuru, Karnataka. Speaking on the occasion, he appreciated the city for its consistent ranking among the nation's cleanest urban centers. He credited the youth with propelling the nation to possess the fastest-growing economy, the third-largest startup ecosystem and the second-largest mobile manufacturing capacity globally. The PM called upon the current generation to take on the ultimate responsibility of realizing Swami Vivekananda's grand vision for the nation.The development of Chandigarh has always been the absolute priority of our government: PM Modi
July 17th, 02:08 pm
Launching multiple development projects in Chandigarh, PM Modi asserted that the development of Chandigarh has always been an absolute priority of the current government. He detailed the massive structural changes implemented in the region over the past decade. Congratulating the residents on the inauguration of healthcare, education and infrastructure projects, he also praised the city for striving to improve its cleanliness rankings.ଚଣ୍ଡୀଗଡ଼ରେ ₹୪,୭୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ
July 17th, 01:45 pm
ପ୍ରାୟ ଦେଢ଼ ବର୍ଷ ପୂର୍ବେ ଦେଶର ନ୍ୟାୟ ବ୍ୟବସ୍ଥାରେ କରାଯାଇଥିବା ଐତିହାସିକ ଏବଂ ବ୍ୟାପକ ପରିବର୍ତ୍ତନକୁ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପନିବେଶବାଦୀ ଦଣ୍ଡମୂଳକ ଆଇନରୁ ନ୍ୟାୟକେନ୍ଦ୍ରିକ ବ୍ୟବସ୍ଥାକୁ ଦେଶ ରୂପାନ୍ତରିତ ହୋଇଛି। “ଭାରତୀୟ ନ୍ୟାୟ ସଂହିତାର କାର୍ଯ୍ୟାନ୍ୱୟନ ଚଣ୍ଡିଗଡ଼ରୁ ହିଁ ଆରମ୍ଭ ହୋଇଥିଲା,” ବୋଲି ଶ୍ରୀ ମୋଦୀ ମତ ଦେଇଥିଲେ।Bengal’s strength is known worldwide, but TMC has trapped it in corruption: PM Modi in Mathurapur
April 23rd, 01:00 pm
Addressing a Vijay Sankalp rally in Mathurapur, West Bengal, PM Modi contrasted BJP’s 11 years of development with TMC’s 15 years of “lies and betrayal.” Targeting the TMC's syndicate culture, he described widespread “cut money” in jobs, land, rations and mandis. He concluded by asserting that a strong wave of change is visible across Bengal, driven by women and youth.Today, against TMC’s jungle raj, people across Bengal are blowing the conch of change: PM Modi in Krishnanagar
April 23rd, 12:45 pm
PM Modi addressed a massive public rally in Krishnanagar, delivering a sharp critique of TMC’s misgovernance while presenting BJP’s vision of development, security and women-led growth in West Bengal. He highlighted 15 years of “scams and broken promises” under TMC, contrasting it with BJP’s vision of “Sabka Saath, Sabka Vikas”. Reaffirming Modi's guarantee, he announced 10 guarantees for women.PM Modi’s high-energy rallies in Krishnanagar and Mathurapur, West Bengal
April 23rd, 12:30 pm
PM Modi addressed massive public gatherings in Krishnanagar and Mathurapur, delivering a sharp critique of TMC’s misgovernance while presenting BJP’s vision of development, security and women-led growth in West Bengal.TMC came to power by lying in the name of “Maa, Maati, Manush”: PM Modi in Dakshin Dinajpur, West Bengal
April 11th, 11:40 am
PM Modi addressed a massive rally Dakshin Dinajpur, West Bengal. In his speech, he prioritised women’s safety, justice, and empowerment, outlining measures like fast-tracking cases, increasing women police recruitment, and financial support initiatives. He remarked that while the BJP believes in Sabka Saath, Sabka Vikas, it will also ensure that ‘hisaab’ is fulfilled in West Bengal.The BJP’s resolve is a declaration to end TMC’s jungle raj and syndicate rule: PM Modi in Jangipur, West Bengal
April 11th, 11:38 am
PM Modi addressed a massive rally in Jangipur, West Bengal. In his speech, he lauded BJP’s manifesto, outlining six key guarantees focused on ending syndicate raj, ensuring women’s empowerment, boosting education infrastructure, and delivering transparent governance. He also promised employment opportunities and benefits for government employees.Massive public meetings in Purba Bardhaman, Jangipur & Dakshin Dinajpur, West Bengal
April 11th, 11:30 am
Tapping into the growing momentum in West Bengal, PM Modi addressed a massive public gathering in Purba Bardhaman, highlighting BJP’s vision for a fear-free, Viksit Bengal while launching a sharp attack on the TMC government over corruption, lawlessness and appeasement politics.Congress has always compromised the interests of Assam: PM Modi in Biswanath
April 01st, 11:45 am
PM Modi addressed a massive public rally in Biswanath, Assam. In his speech, the PM launched a sharp attack on Congress, accusing it of being ‘anti-development’ and the ‘root of corruption in independent India.’ Highlighting the BJP-NDA government’s actions, PM Modi said thousands of bighas of land have been freed from illegal encroachment, restoring Assam’s heritage and ecology. Reaffirming BJP’s commitment to Sabka Saath, Sabka Vikas, he urged voters to ensure a record turnout.BJP-NDA blocked Congress’ ‘unfair’ communal violence bill in Parliament: PM Modi in Gogamukh, Assam
April 01st, 11:30 am
Campaigning for the upcoming Assembly elections, Prime Minister Narendra Modi addressed a massive public gathering in Gogamukh, marking his first rally in Assam after the announcement of polls. The event witnessed an overwhelming turnout, with enthusiastic participation from youth, women and local communities, signaling strong momentum for the BJP-led NDA.PM Modi sets the tone for Assam polls with high-energy rallies in Gogamukh and Biswanath
April 01st, 11:00 am
Campaigning for the upcoming Assembly elections, Prime Minister Narendra Modi addressed massive public gatherings in Gogamukh and Biswanath, marking his first rallies in Assam after the announcement of polls. The events witnessed an overwhelming turnout, with enthusiastic participation from youth, women and local communities, signaling strong momentum for the BJP-led NDA.Barak Valley will become a major logistics and trade hub for the North East: PM Modi in Silchar, Assam
March 14th, 11:10 am
Launching multiple development projects worth ₹23,550 crore in Silchar, Assam, PM Modi said the projects will further empower Barak Valley as a logistics hub for the entire North East. He laid the foundation stone for the Shillong–Silchar High-Speed Corridor, noting it will boost local industry, agriculture and tourism. He cautioned that the hard-won era of peace and progress must be protected from regressive forces.ସିଲଚରରେ ₹୨୩,୫୫୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 14th, 10:45 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସିଲଚରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ ଯେ ସଂସ୍କୃତି ଓ ପ୍ରାଣବନ୍ତ ପରମ୍ପରାରେ ସମୃଦ୍ଧ ବରାକ ଉପତ୍ୟକା ପରିଦର୍ଶନ ସଦା ତାଙ୍କ ପାଇଁ ଏକ ବିଶେଷ ଅଭିଜ୍ଞତା। ସେ ଉଲ୍ଲେଖ କରିଥିଲେ ଯେ ସିଲଚର ଏହି ଉପତ୍ୟକାର ପ୍ରବେଶଦ୍ୱାର ଭାବେ ପରିଚିତ, ଯେଉଁଠାରେ ଇତିହାସ ଓ ଭାଷା ମିଶି ଏକ ବିଶିଷ୍ଟ ଆଞ୍ଚଳିକ ପରିଚୟ ଗଢ଼ିଉଠିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଅଞ୍ଚଳର ଶକ୍ତି ଏହାର ବିବିଧତାରେ ନିହିତ, ଯେଉଁଠାରେ ବଙ୍ଗଳା, ଆସାମିଆ ଓ ଆଦିବାସୀ ପରମ୍ପରାର ସମନ୍ୱୟ ଏକତ୍ର ପ୍ରତିଫଳିତ ହୁଏ। “ବରାକ ଉପତ୍ୟକାର ବିବିଧତା ଏହାର ସର୍ବଶ୍ରେଷ୍ଠ ସମ୍ପଦ, ଯାହା ଏଠାର ଲୋକମାନଙ୍କ ମଧ୍ୟରେ ଭାଇଚାରାର ଭାବନାକୁ ଶକ୍ତିଶାଳୀ କରେ,” ବୋଲି ସେ କହିଥିଲେ।ଭାରତ-ଫ୍ରାନ୍ସ ମିଳିତ ବିବୃତି
February 18th, 08:10 am
ଭାରତର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଫ୍ରାନ୍ସର ରାଷ୍ଟ୍ରପତି ମହାମହିମ ଶ୍ରୀ ଇମାନୁଏଲ ମାକ୍ରନ ୧୭ ରୁ ୧୯ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତ କରିଥିଲେ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରଭାବ ସମ୍ମିଳନୀ ୨୦୨୬ରେ ଅଂଶଗ୍ରହଣ କରିଥିଲେ। ଏହି ଗସ୍ତ ସମୟରେ ଦୁଇ ନେତା ଦ୍ୱିପାକ୍ଷିକ ଆଲୋଚନା କରିଥିଲେ ଏବଂ ୧୭ ଫେବୃଆରୀରେ ମୁମ୍ବାଇରେ ମିଳିତ ଭାବରେ ୨୦୨୬ ଭାରତ-ଫ୍ରାନ୍ସ ନବସୃଜନ ବର୍ଷର ଉଦଘାଟନ କରିଥିଲେ। ଏହା ହେଉଛି ରାଷ୍ଟ୍ରପତି ମାକ୍ରନଙ୍କର ଚତୁର୍ଥ ଭାରତ ଗସ୍ତ। ଫେବୃଆରୀ ୨୦୨୫ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫ୍ରାନ୍ସ ଗସ୍ତ ପରେ ପରେ ମାକ୍ରନ ଭାରତ ଗସ୍ତରେ ଆସିଥିଲେ। ଏହି ଅବସରରେ ଉଭୟ ନେତା ଆଗାମୀ ଦଶନ୍ଧିରେ ଦ୍ୱିପାକ୍ଷିକ ସହଯୋଗକୁ ମାର୍ଗଦର୍ଶନ କରିବା ପାଇଁ ସମ୍ପର୍କକୁ ସ୍ୱତନ୍ତ୍ର ବୈଶ୍ୱିକ ରଣନୀତିକ ସହଭାଗିତା ରେ ପରିଣତ କରିବାକୁ ସହମତ ହୋଇଥିଲେ। ଭାରତ-ଫ୍ରାନ୍ସ ସମ୍ପର୍କର ଏହି ଉନ୍ନତି ମିଳିତ ଭାବେ ବୃଦ୍ଧି ପାଉଥିବା ଉଭୟ ନେତାଙ୍କ ଉଚ୍ଚଭିଳାଷ ଓ ଲକ୍ଷ୍ୟକୁ ପ୍ରତିଫଳିତ କରୁଛି। ବିଶ୍ୱର ମଙ୍ଗଳ ପାଇଁ ଏହା ଏକ ଶକ୍ତି ଭାବରେ କାର୍ଯ୍ୟ କରିବ । ଏହା କେବଳ ସେମାନଙ୍କ ଅର୍ଥନୀତିରେ ସମୃଦ୍ଧି ଓ ସ୍ଥିରତା ନିର୍ମାଣ କରିବାରେ ଓ ସେମାନଙ୍କ ଦେଶର ସୁରକ୍ଷାକୁ ଆହୁରି ମଜଭୁତ କରିବାରେ ସାହାଯ୍ୟ କରିବ, ତାହା ନୁହେଁ ବରଂ ଦିନକୁ ଦିନ ବଢୁଥିବା ଅନିଶ୍ଚିତ ବୈଶ୍ୱିକ ପରିସ୍ଥିତିରେ ଚ୍ୟାଲେଞ୍ଜର ସମାଧାନ ପାଇଁ ସାମୂହିକ ଭାବରେ କାର୍ଯ୍ୟ କରିବ। ଏହା ସହିତ ଏକ ସ୍ଥିର ନିୟମ-ଆଧାରିତ ଅନ୍ତର୍ଜାତୀୟ ପରିବେଶ ଗଠନ କରିବାରେ ସାହାଯ୍ୟ କରିବ। ଉଭୟ ଦେଶ ୨୦୨୩ ମସିହାରେ ରଣନୀତିକ ସହଭାଗୀତାର ପଞ୍ଚବିଂଶ ବାର୍ଷିକୀ ପାଳନ କରିଥିଲେ। ଏହି ଅବସରରେ ସେମାନେ ୨୦୪୭ ପର୍ଯ୍ୟନ୍ତ ଦ୍ୱିପାକ୍ଷିକ ସମ୍ପର୍କର ମାର୍ଗ ନିର୍ଦ୍ଧାରଣ କରିବା ପାଇଁ ହରାଇଜନ ୨୦୪୭ ରୋଡମ୍ୟାପ୍ ଗ୍ରହଣ କରିଥିଲେ। ଏହି ୨୦୪୭ ହେଉଛି ଭାରତର ସ୍ୱାଧୀନତାର ଶତବାର୍ଷିକୀ ବର୍ଷ, ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କର ଶତବାର୍ଷିକୀ ଓ ଦୁଇ ଦେଶ ମଧ୍ୟରେ ରଣନୀତିକ ସହଭାଗୀତାର ୫୦ତମ ବର୍ଷ। ଉଭୟ ନେତା ଦ୍ୱିପାକ୍ଷିକ ସହଯୋଗର ଅଗ୍ରଗତି ଓ ଉନ୍ନତ ସହଭାଗୀତାର କାର୍ଯ୍ୟାନ୍ୱୟନ ଏବଂ ହରାଇଜନ୍ ୨୦୪୭ ବିଶେଷ କରି ଆର୍ଥିକ ସୁରକ୍ଷା, ବିଶ୍ୱ ସମସ୍ୟା ଏବଂ ଦୁଇ ଦେଶର ଲୋକଙ୍କ ମଧ୍ୟରେ ପରସ୍ପର ମଧ୍ୟରେ ଆଦାନପ୍ରଦାନ କ୍ଷେତ୍ରରେ ନିୟମିତ ସମୀକ୍ଷା କରିବା ପାଇଁ ଏକ ବୈଦେଶିକ ମନ୍ତ୍ରୀସ୍ତରୀୟ ବ୍ୟାପକ ଆଲୋଚନା କରିଥିଲେ।Congress wants to push Assam back into instability and infiltration: PM Modi in Guwahati
February 14th, 03:00 pm
PM Modi addressed a massive public rally in Guwahati, where he said the recent Union Budget has further strengthened the vision of the BJP-NDA for the development of Assam and the North East. Calling the North East “Ashtalakshmi,” he said the region was ignored for decades by Congress but is now being served with dedication.PM Modi addresses a grand public rally in Guwahati, Assam
February 14th, 02:30 pm
PM Modi addressed a massive public rally in Guwahati, where he said the recent Union Budget has further strengthened the vision of the BJP-NDA for the development of Assam and the North East. Calling the North East “Ashtalakshmi,” he said the region was ignored for decades by Congress but is now being served with dedication.ଓମାନରେ ଭାରତୀୟ ଛାତ୍ର ଏବଂ ଭାରତୀୟ ସମ୍ପ୍ରଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
December 18th, 12:32 pm
ଏହି ଯୁବ ଉତ୍ସାହ, ତୁମର ଶକ୍ତି, ଏଠାକାର ସମ୍ପୂର୍ଣ୍ଣ ପରିବେଶକୁ ଚଳଚଞ୍ଚଳ କରିଦେଇଛି । ମୁଁ ସେହି ସମସ୍ତ ଭାଇ-ଭଉଣୀମାନଙ୍କୁ ମଧ୍ୟ ପ୍ରଣାମ କରୁଛି ଯେଉଁମାନେ ସ୍ଥାନର ଅଭାବ ଯୋଗୁଁ ଏହି ହଲରେ ନାହାନ୍ତି ଏବଂ ନିକଟବର୍ତ୍ତୀ ହଲ୍ରେ ସ୍କ୍ରିନରେ ଏହି କାର୍ଯ୍ୟକ୍ରମକୁ ଲାଇଭ ଦେଖୁଛନ୍ତି । ଏବେ ଆପଣ କଳ୍ପନା କରିପାରିବେ, ଯଦି ଏତେ ଦୂର ଆସିଲେ ଏବଂ ଭିତରକୁ ଆସିପାରିଲେ ନାହିଁ, ତେବେ ସେମାନଙ୍କ ମନରେ କ’ଣ ଚାଲିଥିବ ।ଓମାନରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 18th, 12:31 pm
ସମାବେଶକୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ଭାରତରେ ରହୁଥିବା ପରିବାର ଏବଂ ବନ୍ଧୁମାନଙ୍କ ତରଫରୁ ସମୁଦାୟକୁ ଶୁଭେଚ୍ଛା ଜଣାଇଥିଲେ। ସେ ସେମାନଙ୍କର ଅତି ଚମତ୍କାର ଏବଂ ରଙ୍ଗାରଙ୍ଗ ସ୍ୱାଗତ ପାଇଁ ଧନ୍ୟବାଦ ଜଣାଇଥିଲେ। ସେ କହିଥିଲେ ଯେ ଓମାନରେ ବସବାସ କରୁଥିବା ଭାରତର ବିଭିନ୍ନ ଅଂଶରୁ ଲୋକଙ୍କୁ ଭେଟି ସେ ଖୁବ୍ ଆନନ୍ଦିତ, ଏବଂ ଉଲ୍ଲେଖ କରିଥିଲେ ଯେ ବିବିଧତା ହେଉଛି ଭାରତୀୟ ସଂସ୍କୃତିର ମୂଳଦୁଆ - ଏକ ମୂଲ୍ୟ ଯାହା ସେମାନଙ୍କୁ ଯେକୌଣସି ସମାଜର ଅଂଶ ହେବାରେ ସାହାଯ୍ୟ କରେ। ଓମାନରେ ଭାରତୀୟ ସମ୍ପ୍ରଦାୟକୁ କେତେ ଭଲ ଭାବରେ ସମ୍ମାନିତ କରାଯାଏ ସେ, ବିଷୟରେ କହିବାକୁ ଯାଇ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ, ସହାବସ୍ଥାନ ଏବଂ ସହଯୋଗ ଭାରତୀୟ ପ୍ରବାସୀମାନଙ୍କର ଏକ ପ୍ରମୁଖ ପରିଚୟ।