ମିଜୋରାମର ବିଭିନ୍ନ ଉନ୍ନତିମୂଳକ କାମର ଶିଳାନ୍ୟାସ ଓ ଉଦଘାଟନ ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 13th, 10:30 am
ମିଜୋରାମ ରାଜ୍ୟପାଳ ଭି.କେ.ସିଂହ, ମୁଖ୍ୟମନ୍ତ୍ରୀ ଲାଲଡୁହୋମା, କେନ୍ଦ୍ର କ୍ୟାବିନେଟର ସହଯୋଗୀ ଅଶ୍ୱିନୀ ବୈଷ୍ଣବ, ମିଜୋରାମ ସରକାରଙ୍କ ମନ୍ତ୍ରୀବର୍ଗ, ସାଂସଦ, ଅନ୍ୟ ନିର୍ବାଚିତ ପ୍ରତିନିଧି ସମୂହ ଓ ମିଜୋରାମ ଜନତା ।ମିଜୋରାମର ଆଇଜଲରେ ୯,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 13th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମିଜୋରାମର ଆଇଜଲରେ ୯୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ରେଳ, ରାସ୍ତା, ବିଦ୍ୟୁତ୍, କ୍ରୀଡା ସମେତ ଅନେକ କ୍ଷେତ୍ରକୁ ଲାଭ ପହଞ୍ଚାଇବ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନୀଳ ପର୍ବତମାଳାର ଏହି ସୁନ୍ଦର ଭୂମିରେ ରାଜତ୍ୱ କରିଥିବା ପରମେଶ୍ୱର ପାଠିଆନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ସେ ମିଜୋରାମର ଲାଙ୍ଗପୁଇ ବିମାନବନ୍ଦରରେ ଉପସ୍ଥିତ ଥିବାରୁ ଏବଂ ଖରାପ ପାଗ ଯୋଗୁଁ ଆଇଜଲରେ ଲୋକଙ୍କୁ ଭେଟିପାରି ନଥିବାରୁ ଦୁଃଖ ପ୍ରକାଶ କରିଥିଲେ। ଏହି ପରିସ୍ଥିତି ସତ୍ତ୍ୱେ, ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଏହି ମାଧ୍ୟମରେ ମଧ୍ୟ ଲୋକଙ୍କ ପ୍ରେମ ଏବଂ ସ୍ନେହ ଅନୁଭବ କରିପାରିବେ।୧୩ ରୁ ୧୫ ସେପ୍ଟେମ୍ବର: ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଓ ବିହାର ଗସ୍ତରେ ପ୍ରଧାନମନ୍ତ୍ରୀ
September 12th, 02:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ।ମିଜୋରାମର ଆଇଜଲଠାରେ ତୁଇରିଆଲ ଜଳବିଦ୍ୟୁତ ପ୍ରକଳ୍ପ ରାଷ୍ଟ୍ରକୁ ସମର୍ପଣ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
December 16th, 10:54 am
ପ୍ରଧାନମନ୍ତ୍ରୀ ଭାବେ ମୋତେ ପ୍ରଥମ ଥର ମିଜୋରାମ ଆସିବାର ସୁଯୋଗ ମିଳିଛି । ଉତ୍ତର-ପୂର୍ବର ରାଜ୍ୟ ଯାହାଙ୍କୁ ଆମେ ଆଠ ଭଉଣୀ କହୁ, ତା’ମଧ୍ୟରୁ ଏହା ଗୋଟିଏ ରାଜ୍ୟ ଥିଲା, ଯେଉଁଠାକୁ ମୁଁ ପ୍ରଧାନମନ୍ତ୍ରୀ ଭାବେ ଏପର୍ଯ୍ୟନ୍ତ ଆସି ପାରିନଥିଲି । ତେଣୁ ମୁଁ ସର୍ବପ୍ରଥମେ ଆପଣଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛି ।