ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନକୁ କ୍ୟାବିନେଟ୍ ଅନୁମୋଦନ

September 18th, 03:20 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆଦିବାସୀ ଅଧ୍ୟୁଷିତ ଗ୍ରାମ ଏବଂ ଆକାଂକ୍ଷୀ ଜିଲ୍ଲାରେ ଆଦିବାସୀ ପରିବାରମାନଙ୍କ ପୂର୍ଣ୍ଣାଙ୍ଗ ବିକାଶକୁ ଆଖିଆଗରେ ରଖି ଆଦିବାସୀ ସମ୍ପ୍ରଦାୟର ସାମାଜିକ-ଅର୍ଥନୈତିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ମୋଟ ୭୯,୧୫୬ କୋଟି ଟଙ୍କା (କେନ୍ଦ୍ରୀୟ ଭାଗ: ୫୬,୩୩୩ କୋଟି ଟଙ୍କା ଏବଂ ରାଜ୍ୟ ଭାଗ: ୨୨,୮୨୩ କୋଟି ଟଙ୍କା) ବ୍ୟୟ ବରାଦ ସହିତ ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନକୁ ଅନୁମୋଦନ ମିଳିଛି ।

ନୂଆଦିଲ୍ଲୀର ପ୍ରଗତି ମୈଦାନଠାରେ ଭାରତ ମଣ୍ଡପମ୍ ରେ ଅଖିଳ ଭାରତୀୟ ଶିକ୍ଷା ସମାଗମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

July 29th, 11:30 am

ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀମାନ ଧର୍ମେନ୍ଦ୍ର ପ୍ରଧାନ ମହାଶୟ, ଅନ୍ନପୂର୍ଣ୍ଣା ଦେବୀ ମହାଶୟା, ରାଜକୁମାର ରଞ୍ଜନ ସିଂହ ମହାଶୟ, ସୁଭାଷ ସରକାର ମହାଶୟ, ଦେଶର ବିଭିନ୍ନ ଅଂଚଳରୁ ଆସିଥିବା ଶିକ୍ଷକଗଣ, ସମ୍ମାନିତ ପ୍ରବୃଦ୍ଧଜନ, ଆଉ ସାରା ଦେଶରୁ ଯୋଡ଼ି ହୋଇଥିବା ମୋର ପ୍ରିୟ ବିଦ୍ୟାର୍ଥୀ ବନ୍ଧୁଗଣ ।

ଦିଲ୍ଲୀର ଭାରତ ମଣ୍ଡପମ୍‌ ଠାରେ ଅଖିଳ ଭାରତୀୟ ଶିକ୍ଷା ସମାଗମକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

July 29th, 10:45 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ଭାରତ ମଣ୍ଡପମ ଠାରେ ଅଖିଳ ଭାରତୀୟ ଶିକ୍ଷା ସମାଗମକୁ ଉଦଘାଟନ କରିଛନ୍ତି । ଜାତୀୟ ଶିକ୍ଷା ନୀତି ୨୦୨୦ର ତୃତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ସେ ମଧ୍ୟ ପିଏମ୍‌ ଶ୍ରୀ ଯୋଜନାରେ ପ୍ରଥମ କିସ୍ତିର ପାଣ୍ଠି ଜାରି କରିଛନ୍ତି । ଦେଶର ୬୨୦୭ ବିଦ୍ୟାଳୟକୁ ପ୍ରଥମ କିସ୍ତିରେ ମୋଟ୍‌ ୬୩୦କୋଟି ଟଙ୍କା ଯୋଗାଇ ଦିଆଯାଇଛି । ସେ ମଧ୍ୟ ୧୨ଟି ଭାରତୀୟ ଭାଷାରେ ଅନୁବାଦ ହୋଇଥିବା ଶିକ୍ଷା ଓ ଦକ୍ଷତା ବିକାଶ ପାଠ୍ୟକ୍ରମକୁ ଉନ୍ମୋଚନ କରିଛନ୍ତି। ପ୍ରଧାନମନ୍ତ୍ରୀ ଏହି ଅବସରରେ ଆୟୋଜିତ ଏକ ପ୍ରଦର୍ଶନୀକୁ ମଧ୍ୟ ବୁଲି ଦେଖିଥିଲେ।

ଜୁଲାଇ ୨୯ ତାରିଖରେ ଦିଲ୍ଲୀର ଭାରତ ମଣ୍ଡପମ ଠାରେ ଅଖିଳ ଭାରତୀୟ ଶିକ୍ଷା ସମାଗମକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

July 28th, 06:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୯ ଜୁଲାଇ ୨୦୨୩ ପୂର୍ବାହ୍ନ ୧୦ଟାରେ ଦିଲ୍ଲୀର ପ୍ରଗତି ମଇଦାନରେ ଭାରତ ମଣ୍ଡପମ ଠାରେ ଅଖିଳ ଭାରତୀୟ ଶିକ୍ଷା ସମାଗମକୁ ଉଦଘାଟନ କରିବେ । ଏହା ଜାତୀୟ ଶିକ୍ଷା ନୀତି ୨୦୨୦ ର ୩ୟ ବାର୍ଷିକୀ ସମୟରେ ହେଉଛି ।

Our youth should be skilled, confident and practical, NEP is preparing the ground for this: PM Modi

July 07th, 02:46 pm

PM Modi inaugurated Akhil Bhartiya Shiksha Samagam on implementation of the National Education Policy in Varanasi. The Prime Minister said that the basic premise of the National Education Policy was to take education out of narrow thinking and connect it with the modern ideas of the 21st century.

PM inaugurates Akhil Bhartiya Shiksha Samagam on implementation of NEP

July 07th, 02:45 pm

PM Modi inaugurated Akhil Bhartiya Shiksha Samagam on implementation of the National Education Policy in Varanasi. The Prime Minister said that the basic premise of the National Education Policy was to take education out of narrow thinking and connect it with the modern ideas of the 21st century.