West Bengal's decline came under Congress, then Left, now TMC: PM Modi in Cooch Behar
April 05th, 05:00 pm
PM Modi addressed a massive public rally in Cooch Behar, stating that the people of West Bengal are today faced with a clear choice between TMC’s fear and BJP’s trust. He said that while TMC represents cut-money, corruption, infiltration and syndicate raj, BJP stands for rapid development, security, dignity and rightful ownership of land and homes.PM Modi addresses a massive public rally in Cooch Behar, West Bengal
April 05th, 04:20 pm
PM Modi addressed a massive public rally in Cooch Behar, stating that the people of West Bengal are today faced with a clear choice between TMC’s fear and BJP’s trust. He said that while TMC represents cut-money, corruption, infiltration and syndicate raj, BJP stands for rapid development, security, dignity and rightful ownership of land and homes.ପଶ୍ଚିମବଙ୍ଗ ମାଲଦାଠାରେ ବହୁମୁଖୀ ରେଳ ଓ ରାସ୍ତା ପ୍ରକଳ୍ପ ଲୋକାର୍ପଣ ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 17th, 02:00 pm
ମାଲଦାରୁ ପଶ୍ଚିମବଙ୍ଗର ଅଗ୍ରଗତିର ଆଜି ବିଗୁଲ ବାଜିଛି । କିଛି ସମୟ ପୂର୍ବରୁ ପଶ୍ଚିମବଙ୍ଗର ବିକାଶମୂଳକ ଅନେକ ପ୍ରକଳ୍ପର ଲୋକାର୍ପଣ ଘଟିଛି କିମ୍ବା ଭିତ୍ତିପ୍ରସ୍ତର ସ୍ଥାପନା କରାଯାଇଛି । ପଶ୍ଚିମବଙ୍ଗକୁ ନୂଆ ରେଳ ସେବା ଯୋଗାଇ ଦିଆଯାଇଛି । ଏହି ପ୍ରକଳ୍ପ ମାଧ୍ୟମରେ ଏଠାକାର ଲୋକମାନେ ଅନାୟାସରେ ଗତାଗତ କରିପାରିବେ ଓ ବାଣିଜ୍ୟ ଓ ବ୍ୟବସାୟ ସରଳ ହେବ । ରେଳ ମରାମତି ନେଇ ଏଠାରେ ସୃଷ୍ଟ ବ୍ୟବସ୍ଥା ବଙ୍ଗଳାର ଯୁବକମାନଙ୍କ ଲାଗି ନୂଆ ସୁଯୋଗ ଆଣିବ ।ପଶ୍ଚିମବଙ୍ଗର ମାଲଦାଠାରେ ୩,୨୫୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ରେଳ ଓ ସଡ଼କ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 17th, 01:45 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ମାଲଦାଠାରେ ପ୍ରାୟ ୩,୨୫୦ କୋଟି ଟଙ୍କାର ବିଭିନ୍ନ ରେଳ ଓ ସଡ଼କ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏସବୁ ପ୍ରକଳ୍ପ ମାଧ୍ୟମରେ ପଶ୍ଚିମବଙ୍ଗ ଏବଂ ଉତ୍ତର-ପୂର୍ବାଞ୍ଚଳରେ ସଂଯୋଗୀକରଣକୁ ସୁଦୃଢ଼ କରିବା ସହ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହି ଅବସରରେ ଶ୍ରୀ ମୋଦୀ କହିଥିଲେ ଯେ, ଆଜି ମାଲଦାରୁ ପଶ୍ଚିମବଙ୍ଗର ପ୍ରଗତିକୁ ତ୍ୱରାନ୍ୱିତ କରିବାର ଅଭିଯାନ ଗତିଶୀଳ ହେବା ସହ ଏହା ବିକାଶ ସହିତ ଜଡିତ ଅନେକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ହୋଇଛି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗରେ ନୂତନ ରେଳ ସେବା ଆରମ୍ଭ ହୋଇଛି, ଯାହା ଲୋକଙ୍କ ପାଇଁ ଯାତ୍ରାକୁ ସହଜ କରିବ ଏବଂ ବ୍ୟବସାୟ-ବାଣିଜ୍ୟକୁ ମଧ୍ୟ ବୃଦ୍ଧି କରିବ। ଏଠାରେ ପ୍ରତିଷ୍ଠିତ ନୂତନ ରେଳ ରକ୍ଷଣାବେକ୍ଷଣ କାରଖାନା ପଶ୍ଚିମବଙ୍ଗର ଯୁବକମାନଙ୍କ ପାଇଁ ନୂତନ ସୁଯୋଗ ପ୍ରଦାନ କରିବ ।ଜାନୁଆରୀ ୧୭-୧୮ରେ ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
January 16th, 01:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭-୧୮ ଜାନୁଆରୀ, ୨୦୨୬ରେ ପଶ୍ଚିମବଙ୍ଗ ଗସ୍ତ କରିବେ । ଜାନୁଆରୀ ୧୭ ତାରିଖ ମଧ୍ୟାହ୍ନ ପ୍ରାୟ ୧୨ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ମାଲଦା ଗସ୍ତ କରିବେ ଏବଂ ହାଓଡ଼ା ଓ ଗୌହାଟୀ (କାମାକ୍ଷା) ମଧ୍ୟରେ ମାଲଦା ଟାଉନ ରେଳ ଷ୍ଟେସନରେ ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହାପରେ ଅପରାହ୍ଣ ପ୍ରାୟ ୧ଟା ୪୫ ମିନିଟରେ, ପ୍ରଧାନମନ୍ତ୍ରୀ ମାଲଦାରେ ଏକ ସାର୍ବଜନୀକ କାର୍ଯ୍ୟକ୍ରମରେ ୩,୨୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ଓ ସଡ଼କ ଭିତ୍ତିଭୂମି ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ଓ ଶିଳାନ୍ୟାସ କରିବେ ।From the land of Sindoor Khela, India showcased its strength through Operation Sindoor: PM Modi in Alipurduar, West Bengal
May 29th, 02:00 pm
PM Modi addressed a public meeting in Alipurduar, West Bengal. He ignited the spirit of the people urging them to take charge of shaping a prosperous future for Bengal & India. He lambasted the TMC for shielding corrupt leaders and appealed to the people to reject TMC. The PM invoked the Bengal’s spirit by saying “From the land of Sindoor Khela, India showcased its strength through Operation Sindoor.”PM Modi rallies in Alipurduar, West Bengal with a resounding Call to Action
May 29th, 01:40 pm
PM Modi addressed a public meeting in Alipurduar, West Bengal. He ignited the spirit of the people urging them to take charge of shaping a prosperous future for Bengal & India. He lambasted the TMC for shielding corrupt leaders and appealed to the people to reject TMC. The PM invoked the Bengal’s spirit by saying “From the land of Sindoor Khela, India showcased its strength through Operation Sindoor.”We are moving towards an India where energy is cheap, clean and easily available: PM Modi in Alipurduar, West Bengal
May 29th, 01:30 pm
PM Modi laid the foundation stone of the City Gas Distribution project in Alipurduar, West Bengal. “As India moves towards becoming a developed nation, Bengal’s participation is both expected and essential”, emphasised the PM, highlighting the Central government's continuous efforts to accelerate infrastructure, innovation, and investment in the region. He praised West Bengal as a major center of India's culture, knowledge, and scientific advancements.ପଶ୍ଚିମବଙ୍ଗର ଆଲିପୁରଦ୍ୱାରରେ ୧୦୧୦ କୋଟିରୁ ଅଧିକ ମୂଲ୍ୟର ସହରାଞ୍ଚଳ ଗ୍ୟାସ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
May 29th, 01:20 pm
ସହରାଞ୍ଚଳ ଗ୍ୟାସ ଯୋଗାଣ (ସିଜିଡି) ନେଟୱାର୍କକୁ ସମ୍ପ୍ରସାରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ଆଲିପୁରଦ୍ୱାରରେ ସିଜିଡି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।ପ୍ରଧାନମନ୍ତ୍ରୀ ମେ ୨୯ ଓ ୩୦ରେ ସିକିମ, ପଶ୍ଚିମବଙ୍ଗ, ବିହାର ଏବଂ ଉତ୍ତରପ୍ରଦେଶ ଗସ୍ତରେ ଯିବେ
May 28th, 12:10 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେ ୨୯ ଓ ୩୦ରେ ସିକିମ, ପଶ୍ଚିମବଙ୍ଗ, ବିହାର ଏବଂ ଉତ୍ତରପ୍ରଦେଶ ଗସ୍ତରେ ଯିବେ ।