Andhra Pradesh has the potential to become the growth engine of a developed India: PM Modi
August 01st, 11:45 am
PM Modi launched and dedicated development projects worth around ₹18,000 crore in Andhra Pradesh, highlighting the state's emergence as a growth engine of Viksit Bharat. From world-class connectivity and logistics to semiconductors, AI, green energy and manufacturing, PM Modi outlined a vision to create jobs, attract investment and accelerate Andhra Pradesh's development.ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ରପ୍ରଦେଶର ଭୋଗାପୁରମରେ 17,900 କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି
August 01st, 11:30 am
ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ରପ୍ରଦେଶରେ ପ୍ରାୟ 18,000 କୋଟି ଟଙ୍କା ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଏବଂ ଉତ୍ସର୍ଗ କରି ବିକାଶିତ ଭାରତର ଅଭିବୃଦ୍ଧି ଇଞ୍ଜିନ ଭାବରେ ରାଜ୍ୟର ଆବିର୍ଭାବକୁ ଆଲୋକିତ କରିଛନ୍ତି। ବିଶ୍ୱ ସ୍ତରୀୟ ସଂଯୋଗ ଏବଂ ଲଜିଷ୍ଟିକ୍ସ ଠାରୁ ଆରମ୍ଭ କରି ସେମିକଣ୍ଡକ୍ଟର, ଏଆଇ, ସବୁଜ ଶକ୍ତି ଏବଂ ଉତ୍ପାଦନ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ମୋଦୀ ନିଯୁକ୍ତି ସୃଷ୍ଟି, ପୁଞ୍ଜି ବିନିଯୋଗକୁ ଆକର୍ଷିତ କରିବା ଏବଂ ଆନ୍ଧ୍ରପ୍ରଦେଶର ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ଏକ ଦୃଷ୍ଟିକୋଣକୁ ବର୍ଣ୍ଣନା କରିଛନ୍ତି ।ଆନ୍ଧ୍ରପ୍ରଦେଶର ଅଲ୍ଲୁରୀ ସୀତାରାମ ରାଜୁ ଜିଲ୍ଲାରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
December 12th, 09:09 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ଅଲ୍ଲୁରୀ ସୀତାରାମ ରାଜୁ ଜିଲ୍ଲାରେ ଏକ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି ।Tribal society is the one that led the fight for centuries to protect India's culture and independence: PM Modi
November 15th, 11:20 am
PM Modi addressed Janjatiya Gaurav Diwas, emphasizing India's efforts to empower tribal communities, preserve their rich heritage, and acknowledge their vital role in nation-building.ଜନଜାତୀୟ ଗୌରବ ଦିବସ ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 11:00 am
ଭାରତର ବିଭିନ୍ନ ଜିଲ୍ଲାରେ ଆଦିବାସୀ ଦିବସ ସମାରୋହରେ ଅଂଶଗ୍ରହଣ କରୁଥିବା ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ସ୍ୱାଗତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମଗ୍ର ଭାରତବର୍ଷରୁ ଅଭାସୀ ମାଧ୍ୟମରେ ଯୋଗ ଦେଇଥିବା ଅଗଣିତ ଆଦିବାସୀ ଭାଇ ଭଉଣୀଙ୍କୁ ସେ ସ୍ୱାଗତ କରିଥିଲେ । କାର୍ତ୍ତିକ ପୂର୍ଣ୍ଣମୀ, ଦେବ ଦୀପାବଳି ଏବଂ ଶ୍ରୀ ଗୁରୁ ନାନକ ଦେବଙ୍କ ୫୫୫ତମ ଜୟନ୍ତୀ ପାଳନ କରାଯାଉଛି ବୋଲି ଶ୍ରୀ ମୋଦୀ ଆଜିର ଦିନକୁ ଅତ୍ୟନ୍ତ ପବିତ୍ର ଦିନ ବୋଲି ବର୍ଣ୍ଣନା କରିବା ସହ ଏଥିପାଇଁ ଭାରତବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଥିବାରୁ ଆଜି ନାଗରିକଙ୍କ ପାଇଁ ଏକ ଐତିହାସିକ ଦିନ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଭାରତର ନାଗରିକ ଏବଂ ବିଶେଷ କରି ଆଦିବାସୀ ଭାଇ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଆଜିର ଜନଜାତୀୟ ଗୌରବ ଦିବସର ପୂର୍ବସୂଚୀ ଭାବରେ ଜାମୁଇରେ ଗତ ୩ ଦିନ ମଧ୍ୟରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଥିଲା ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ । ସ୍ୱଚ୍ଛତା ଅଭିଯାନ ପାଇଁ ସେ ପ୍ରଶାସନ, ଜାମୁଇର ନାଗରିକ ଏବଂ ବିଶେଷ କରି ମହିଳା ମାନଙ୍କ ଭଳି ବିଭିନ୍ନ ଅଂଶୀଦାରଙ୍କୁ ଅଭିନନ୍ଦନ ଜଣାଇଥିଲେ ।ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨ଠ୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟର ମୂଳପାଠ
August 13th, 11:31 am
ଚାଲନ୍ତୁ, ଏମିତି ଭାବେ ସମସ୍ତଙ୍କ ସହିତ କଥାବାର୍ତ୍ତା କରିବା ମୋ ପାଇଁ ବହୁତ ପ୍ରେରଣାଦାୟକ ଅଟେ, କିନ୍ତୁ ସମସ୍ତଙ୍କ ସହିତ ବୋଧହୁଏ କଥାବାର୍ତ୍ତା କରିବା ସମ୍ଭବ ହୋଇନଥାଏ, କିନ୍ତୁ ଭିନ୍ନ ଭିନ୍ନ ସମୟରେ ଆପଣଙ୍କ ମଧ୍ୟରେ କେତେକଙ୍କ ସହିତ କୌଣସି ନା କୌଣସି ଭାବରେ ମୋତେ ସମ୍ପର୍କରେ ରହିବାର ସୁଯୋଗ ମିଳିଥାଏ, କଥାବାର୍ତ୍ତା ହେବାର ଅବସର ମିଳିଛି, କିନ୍ତୁ ମୋ ପାଇଁ ଖୁସି ଯେ ଆପଣ ସମୟ ବାହାର କରି ମୋର ଘରକୁ ଆସିଲେ ଏବଂ ପରିବାରର ଜଣେ ସଦସ୍ୟ ଭାବରେ ଆସିଛନ୍ତି । ତେବେ ଆପଣଙ୍କ ସିଦ୍ଧିର ଯଶ ଆପଣଙ୍କ ସହିତ ଯୋଡ଼ି ହୋଇ ଯେମିତି ପ୍ରତ୍ୟେକ ଭାରତୀୟ ଗର୍ବ କରୁଛନ୍ତି, ମୁଁ ମଧ୍ୟ ଗର୍ବ କରୁଛି । ଆପଣ ସମସ୍ତଙ୍କୁ ମୋର ଏହି ସ୍ଥାନକୁ ବହୁତ ବହୁତ ସ୍ୱାଗତ ।ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ର ଭାରତୀୟ ଖେଳାଳୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବର୍ଦ୍ଧନା
August 13th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟଗୋଷ୍ଠୀ କ୍ରୀଡା-୨୦୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତମାନଙ୍କୁ ନୂଆଦିଲ୍ଲୀଠାର ସମ୍ବର୍ଦ୍ଧିତ କରିଛନ୍ତି । ଏଥିରେ ଉଭୟ ଖେଳାଳୀ ଓ ସେମାନଙ୍କ ପ୍ରଶିକ୍ଷକ ମାନେ ଯୋଗ ଦେଇଥିଲେ । କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡା ଓ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଓ କ୍ରୀଡା, ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିଶୀଥ ପ୍ରାମାଣିକ ମଧ୍ୟ ଅନ୍ୟମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ ।ଆନ୍ଧ୍ର ପ୍ରଦେଶର ଭୀମାବରମଠାରେ ଅଲ୍ଲୁରୀ ସୀତାରାମ ରାଜୁଙ୍କ ୧୨୫ ଜୟନ୍ତୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 04th, 11:01 am
ମଣ୍ୟମ୍ ବୀରୁଡ଼ୁ, ତେଲୁଗୁ ଜାତି ଯୁଗପୁରୁଷୁଡ଼ୁ, ‘ତେଲୁଗୁ ବୀର ଲେବାରା, ଦୀକ୍ଷ ବୁନୀ ସାଗରା’ ସ୍ୱତନ୍ତ୍ର ସଂଗ୍ରାମମଲୋ, ଯାବତ୍ ଭାରତା- ବନିକେ, ସ୍ପୂର୍ତ୍ତିଧାୟ-କଂଗା, ନିଲିଚିନ- ଅ,ମନା ନାୟକୁଡ଼ୁ, ଅଲ୍ଲୁରୀ ସୀତାରାମ ରାଜୁ, ପୁଟ୍ଟୀ-ନ ଇ ନେଲ ମୀଦା, ମନ ମନ୍ଦରମ୍, କଳୁସୁକୋବଡ଼ମ୍, ମନ ଅଦୁ୍ରଷ୍ଟମ୍ ।PM launches year-long 125th birth anniversary celebration of legendary freedom fighter Alluri Sitarama Raju in Bhimavaram, Andhra Pradesh
July 04th, 11:00 am
PM Modi launched year-long 125th birth anniversary celebration of legendary freedom fighter Alluri Sitarama Raju in Bhimavaram, Andhra Pradesh. Terming Alluri Sitarama Raju a symbol of India’s culture, tribal identity, valour, ideals and values, the PM remarked that from the birth of Sitaram Raju Garu to his sacrifice, his life journey is an inspiration to all of us.