Prime Minister condoles the loss of lives due to a bus mishap in the Almora district of Uttarakhand

December 30th, 12:37 pm

Prime Minister Shri Narendra Modi today condoled the loss of lives due to a bus mishap in the Almora district of Uttarakhand.

ଅଲ୍‌ମୋରା ସଡକ ଦୁର୍ଘଟଣାରେ ମୃତକଙ୍କ ପ୍ରତି ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ

November 04th, 01:19 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ଅଲ୍‌ମୋରାରେ ହୋଇଥିବା ଏକ ଭୟଙ୍କର ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାର ଏବଂ ପ୍ରିୟଜନଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ପିଏମ୍‌ଓଇଣ୍ଡିଆ ଦ୍ୱାରା ସୋସିଆଲ୍ ମିଡିଆରେ ଶେୟାର କରାଯାଇଥିବା ଏକ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ପ୍ରଭାବିତ ପରିବାର ପ୍ରତି ସମବେଦନା ଜଣାଇବା ସହ ଦୁର୍ଘଟଣାରେ ଆହତମାନଙ୍କର ଶୀଘ୍ର ଆରୋଗ୍ୟ ପାଇଁ କାମନା କରିଛନ୍ତି ।