Cabinet approves construction of the General Pool Residential Accommodation (GPRA) in Amaravati, Andhra Pradesh
June 10th, 01:57 pm
The Cabinet has approved the construction of the first General Pool Residential Accommodation (GPRA) campus in Amaravati, Andhra Pradesh, at a cost of ₹1,234.91 crore. Spread across 17 acres with 1,504 residential units, the green-rated project will provide modern housing and civic amenities for Central Government employees while generating significant employment and supporting efficient government functioning.Cabinet approves construction of new Central Government General Pool Office Accommodation in Amaravati, Andhra Pradesh
June 10th, 01:52 pm
The Cabinet has approved the construction of the Central Government General Pool Office Accommodation (CGGPOA) in Amaravati, Andhra Pradesh. Built across 5.53 acres at an estimated cost of over ₹1,299.08 crore, the green-rated office complex will accommodate around 8,000 officials and staff members, enhance coordination among Central Government departments, provide modern civic amenities and generate significant employment opportunities.ଭଗବାନ ବୁଦ୍ଧଙ୍କ ସହ ଜଡିତ ପବିତ୍ର ପିପ୍ରାହୱା ଅବଶେଷର ମହାନ ଆନ୍ତର୍ଜାତୀୟ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ପାଠ୍ୟ
January 03rd, 12:00 pm
କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, କିରେନ ରିଜିଜୁ ଜୀ, ରାମଦାସ ଅଠାୱଲେ ଜୀ, ରାଓ ଇନ୍ଦ୍ରଜିତ ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କର ଏକ କାର୍ଯ୍ୟକ୍ରମ ଥିଲା, ତାଙ୍କୁ ଯିବାକୁ ପଡିଲା ଏବଂ ଦିଲ୍ଲୀର ସମସ୍ତ ମନ୍ତ୍ରୀ ସହକର୍ମୀ, ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ସକ୍ସେନା ଜୀ, ମହାମାନ୍ୟଗଣ, କୂଟନୈତିକ ସମ୍ପ୍ରଦାୟର ସମସ୍ତ ମାନ୍ୟବର ସଦସ୍ୟ, ବୌଦ୍ଧ ବିଦ୍ୱାନ, ଧମ୍ମର ଅନୁଗାମୀ, ମହିଳା ଏବଂ ସଜ୍ଜନଗଣ।ନୂଆଦିଲ୍ଲୀରେ ଭଗବାନ ବୁଦ୍ଧଙ୍କ ପିପ୍ରାହାୱା ପବିତ୍ର ଅବଶେଷର ଭବ୍ୟ ଅନ୍ତର୍ଜାତୀୟ ପ୍ରଦର୍ଶନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 03rd, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ରାଇ ପିଥୋରା ସାଂସ୍କୃତିକ କମ୍ପ୍ଲେକ୍ସରେ ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷର ଏକ ମହାନ ଅନ୍ତର୍ଜାତୀୟ ପ୍ରଦର୍ଶନୀ, ଦି ଲାଇଟ୍ ଆଣ୍ଡ୍ ଦି ଲୋଟସ: ରିଲିକ୍ସ ଅଫ୍ ଦି ଆଓ୍ବେକେନଡ୍ ୱାନ୍କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏକ ଶହ ପଚିଶ ବର୍ଷର ଅପେକ୍ଷା ପରେ ଭାରତର ଏହି ମହାନ ଐତିହ୍ୟ ଫେରି ଆସିଛି । ଆଜିଠାରୁ ଭାରତର ଲୋକମାନେ ଭଗବାନ ବୁଦ୍ଧଙ୍କ ଏହି ପବିତ୍ର ଅବଶେଷର ଦର୍ଶନ କରିପାରିବେ ଏବଂ ସେମାନଙ୍କର ଆଶୀର୍ବାଦ ପାଇପାରିବେ। ଶ୍ରୀ ମୋଦୀ ଏହି ପବିତ୍ର ଅବଶେଷର ଆଗମନ ଅବସରରେ ଉପସ୍ଥିତ ସମସ୍ତ ଅତିଥିଙ୍କୁ ସ୍ୱାଗତ ଏବଂ ଅଭିବାଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବୌଦ୍ଧ ପରମ୍ପରା ସହିତ ଜଡିତ ଭିକ୍ଷୁ ଏବଂ ଧର୍ମାଚାର୍ଯ୍ୟମାନଙ୍କ ପ୍ରତି ସେ ନିଜର ସମ୍ମାନ ଜଣାଇଥିଲେ ଓ କହିଥିଲେ ଯେ ସେମାନଙ୍କର ଉପସ୍ଥିତି ଏହି କାର୍ଯ୍ୟକ୍ରମରେ ନୂତନ ଶକ୍ତି ପ୍ରଦାନ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ୨୦୨୬ ଆରମ୍ଭରେ ଆୟୋଜିତ ଏହି ପବିତ୍ର ଉତ୍ସବ ଅତ୍ୟନ୍ତ ପ୍ରେରଣାଦାୟକ। ସେ କାମନା କରିଥିଲେ ଯେ ଭଗବାନ ବୁଦ୍ଧଙ୍କ ଆଶୀର୍ବାଦ ସହିତ, ୨୦୨୬ ବିଶ୍ୱ ପାଇଁ ଶାନ୍ତି, ସମୃଦ୍ଧି ଏବଂ ସଦ୍ଭାବର ଏକ ନୂତନ ଯୁଗର ସୂତ୍ରପାତ କରିବ।ଆନ୍ଧ୍ର ପ୍ରଦେଶର ଅମରାବତୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 02nd, 03:45 pm
ତଲ୍ଲୀ ଦୁର୍ଗା ଭବାନୀ କୋଲୁଭୂନ୍ନାଙ୍କ ଏହି ପବିତ୍ର ଭୂମିରେ ମୁଁ ସହରର ଭିତରେ ଭାଗରେ, କାଲାଭଡ଼ମକୁ, ଆନନ୍ଦମୁଗା ଅନ୍ନଦି ଅଛି ।ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 02nd, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶ ପ୍ରକଳ୍ପର ଉଦଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ପବିତ୍ର ଅମରାବତୀ ଭୂମିରେ ଠିଆ ହୋଇ ସେ କେବଳ ଏକ ସହର ନୁହେଁ, ବରଂ ଏକ ସ୍ୱପ୍ନ ସାକାର ହେଉଥିବା ଦେଖନ୍ତି-ଏକ ନୂତନ ଅମରାବତୀ, ଏକ ନୂତନ ଆନ୍ଧ୍ର। ଅମରାବତୀ ହେଉଛି ଏପରି ଏକ ଭୂମି ଯେଉଁଠାରେ ପରମ୍ପରା ଏବଂ ପ୍ରଗତି ଏକା ସାଙ୍ଗରେ ଚାଲିଥାଏ, ଯାହା ଏହାର ବୌଦ୍ଧ ଐତିହ୍ୟର ଶାନ୍ତି ଏବଂ ଏକ ବିକଶିତ ଭାରତ ନିର୍ମାଣର ଶକ୍ତିକୁ ଗ୍ରହଣ କରିଥାଏ, ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ଆଜି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କରାଯାଇଛି ଏବଂ ଏହି ପ୍ରକଳ୍ପଗୁଡ଼ିକ କେବଳ କଂକ୍ରିଟ ଢାଞ୍ଚା ନୁହେଁ ବରଂ ଆନ୍ଧ୍ରପ୍ରଦେଶର ଆକାଂକ୍ଷା ଏବଂ ବିକାଶ ପାଇଁ ଭାରତର ଦୃଷ୍ଟିକୋଣର ଦୃଢ଼ ମୂଳଦୁଆ। ଭଗବାନ ବୀରଭଦ୍ର, ଭଗବାନ ଅମରଲିଙ୍ଗେଶ୍ୱର ଏବଂ ତିରୁପତି ବାଲାଜୀଙ୍କୁ ପ୍ରାର୍ଥନା କରି ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ରପ୍ରଦେଶର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ପବନ କଲ୍ୟାଣଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ।ଆସନ୍ତାକାଲି ଠାରୁ ଦୁଇ ଦିନିଆ ମହାରାଷ୍ଟ୍ର, କେରଳ ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
April 30th, 03:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଏବଂ ୨ ତାରିଖରେ ମହାରାଷ୍ଟ୍ର, କେରଳ ଏବଂ ଆନ୍ଧ୍ରପ୍ରଦେଶକୁ ଦୁଇ ଦିନିଆ ଗସ୍ତ କରିବେ। ସେ ଆସନ୍ତାକାଲି ମୁମ୍ବାଇ ଯାତ୍ରା କରିବେ ଏବଂ ସକାଳ ପ୍ରାୟ ସାଢ଼େ ୧୦ ଟାରେ, ସେ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ସମ୍ମିଳନୀ (ୱେଭ୍ସ)କୁ ଉଦଘାଟନ କରିବେ।୬୭୯୮ କୋଟି ଟଙ୍କା ବ୍ୟୟ ଅଟକଳରେ ଦୁଇଟି ପ୍ରକଳ୍ପକୁ କ୍ୟାବିନେଟ୍ ଅନୁମୋଦନ କରିଛି ଯାହା ୫ ବର୍ଷ ମଧ୍ୟରେ ସମ୍ପୂର୍ଣ୍ଣ ହେବ ଏବଂ ଯୋଗାଯୋଗ ଉପଲବ୍ଧ କରିବ, ଯାତ୍ରାକୁ ସହଜ କରିବ, ଲଜିଷ୍ଟିକ୍ ଖର୍ଚ୍ଚ ହ୍ରାସ କରିବ, ତୈଳ ଆମଦାନୀ ହ୍ରାସ ଏବଂ ସିଓ୨ ନିର୍ଗମନ ହ୍ରାସ କରିବ
October 24th, 03:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତୀୟ କ୍ୟାବିନେଟ୍ କମିଟି (ସିସିଇଏ) ରେଳ ମନ୍ତ୍ରଣାଳୟର ମୋଟ ଆନୁମାନିକ ମୂଲ୍ୟ ୬୭୯୮ କୋଟି ଟଙ୍କା (ପାଖାପାଖି)ର ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛି ।PM in Andhra Pradesh on Vijaya Dashami
October 22nd, 10:37 pm
Urban development should be taken up as an opportunity not as a challenge: PM at foundation ceremony of 'Amravati' in Andhra Pradesh
October 22nd, 04:09 pm
PM lays foundation stone of Amaravati
October 22nd, 03:05 pm