ନକ୍ସଲବାଦ ବିରୋଧରେ ଭାରତର ନିର୍ଣ୍ଣାୟକ ଲଢ଼େଇ ଉପରେ ଲୋକସଭାରେ ଶ୍ରୀ ଅମିତ ଶାହଙ୍କ ଅଭିଭାଷଣକୁ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ

March 30th, 09:53 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଦ୍ୱାରା ଦିଆଯାଇଥିବା ଉଲ୍ଲେଖନୀୟ ଭାଷଣକୁ ସେୟାର କରି କହିଛନ୍ତି ଯେ ଏହା ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଐତିହାସିକ ସନ୍ଦର୍ଭ ଏବଂ ଗତ ଦଶନ୍ଧି ମଧ୍ୟରେ ସରକାରଙ୍କ ପ୍ରୟାସର ବିସ୍ତୃତ ବିବରଣୀରେ ପରିପୂର୍ଣ୍ଣ ଥିଲା। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ ଯେ ଦଶନ୍ଧି ଧରି ମାଓବାଦୀ ବିଚାରଧାରା ଅନେକ ଅଞ୍ଚଳର ବିକାଶ ଉପରେ ପ୍ରତିକୂଳ ପ୍ରଭାବ ପକାଇଥିଲା, ଯେଉଁଥିରେ ବାମପନ୍ଥୀ ଉଗ୍ରବାଦ ଅସଂଖ୍ୟ ଯୁବପିଢ଼ିଙ୍କ ଭବିଷ୍ୟତ ଗୁରୁତର ପ୍ରଭାବିତ କରିଥିଲା ।

“କେରଳ”ର ନାମ ପରିବର୍ତ୍ତନ କରି “କେରଳମ” କରିବା ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି

February 24th, 03:20 pm

କେନ୍ଦ୍ର କ୍ୟାବିନେଟର ଅନୁମୋଦନ ପରେ, ରାଷ୍ଟ୍ରପତି ଭାରତୀୟ ସମ୍ବିଧାନର ଧାରା ୩ର ସର୍ତ୍ତାବଳୀ ଅନୁଯାୟୀ ନିଜର ମତାମତ ପ୍ରକାଶ କରିବା ପାଇଁ କେରଳ (ନାମ ପରିବର୍ତ୍ତନ) ବିଲ୍, ୨୦୨୬ ନାମକ ବିଧେୟକକୁ କେରଳ ରାଜ୍ୟ ବିଧାନସଭାକୁ ପଠାଇବେ। କେରଳ ରାଜ୍ୟ ବିଧାନସଭାର ମତାମତ ଗ୍ରହଣ କରିବା ପରେ, ଭାରତ ସରକାର ପରବର୍ତ୍ତୀ ପଦକ୍ଷେପ ନେବେ ଏବଂ ସଂସଦରେ ‘କେରଳ’ ରାଜ୍ୟର ନାମ ‘କେରଳମ’ କରିବା ପାଇଁ କେରଳ (ନାମ ପରିବର୍ତ୍ତନ) ବିଲ୍, 2026 ଆଗତ କରିବା ପାଇଁ ରାଷ୍ଟ୍ରପତିଙ୍କ ସୁପାରିସ ଗ୍ରହଣ କରାଯିବ।

PM Modi hails the Historic Agreement to Boost Development in Eastern Nagaland

February 06th, 11:52 am

PM Modi hailed the signing of a historic agreement that will significantly enhance the development trajectory of Eastern Nagaland. Responding to a post by Union Minister Amit Shah on X, the PM said the agreement will open new avenues of opportunity and prosperity for the people. He added that it reflects their unwavering commitment to peace, progress and inclusive growth in the Northeast.

The greatest pride of my life is that I am a karyakarta of the Bharatiya Janata Party: PM Modi at BJP HQ

January 20th, 11:16 am

Prime Minister Narendra Modi today addressed party leaders and karyakartas during the felicitation ceremony of the newly elected BJP President, Nitin Nabin, at the party headquarters in New Delhi. Congratulating Nitin Nabin, the Prime Minister said, “The organisational election process reflects the BJP’s commitment to internal democracy, discipline and a karyakarta-centric culture. I congratulate karyakartas across the country for strengthening this democratic exercise.”

PM Modi addresses BJP karyakartas at felicitation of New Party President

January 20th, 11:15 am

Prime Minister Narendra Modi today addressed party leaders and karyakartas during the felicitation ceremony of the newly elected BJP President, Nitin Nabin, at the party headquarters in New Delhi. Congratulating Nitin Nabin, the Prime Minister said, “The organisational election process reflects the BJP’s commitment to internal democracy, discipline and a karyakarta-centric culture. I congratulate karyakartas across the country for strengthening this democratic exercise.”

ଲୋକସଭାରେ ଗୃହମନ୍ତ୍ରୀଙ୍କ ଅଭିଭାଷଣକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ

December 10th, 10:54 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଉଲ୍ଲେଖନୀୟ ଅଭିଭାଷଣକୁ ପ୍ରଶଂସା କରିଛନ୍ତି।

ଦିଲ୍ଲୀ ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ, ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ସହ ପରିସ୍ଥିତିର ସମୀକ୍ଷା

November 10th, 10:05 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଦିଲ୍ଲୀରେ ହୋଇଥିବା ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ଆଜି ସନ୍ଧ୍ୟାରେ ଦିଲ୍ଲୀରେ ହୋଇଥିବା ବିସ୍ଫୋରଣରେ ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସମବେଦନା ଜଣାଉଛି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ। ପ୍ରଭାବିତ ଲୋକଙ୍କୁ କର୍ତ୍ତୃପକ୍ଷଙ୍କ ଦ୍ୱାରା ସହାୟତା କରାଯାଉଛି। ଗୃହମନ୍ତ୍ରୀ ଅମିତ ଶାହ ଜୀ ଏବଂ ଅନ୍ୟ ଅଧିକାରୀମାନଙ୍କ ସହିତ ପରିସ୍ଥିତିର ସମୀକ୍ଷା କରାଯାଇଛି ବୋଲି ଶ୍ରୀ ମୋଦୀ କହିଛନ୍ତି।

ମାଓବାଦ ଦମନ ଦିଗରେ ସଶସ୍ତ୍ର ବଳର ପ୍ରୟାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

May 21st, 05:31 pm

ମାଓବାଦ ଦମନ କରିବା ସହ ଆମ ଲୋକମାନଙ୍କ ପାଇଁ ଶାନ୍ତି ଏବଂ ପ୍ରଗତିପୂର୍ଣ୍ଣ ଜୀବନ ସୁନିଶ୍ଚିତ କରିବାର ସରକାରଙ୍କ ପ୍ରତିବଦ୍ଧତାକୁ ପୁନଃଦୋହରାଇବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଶସ୍ତ୍ର ବଳର ପ୍ରୟାସକୁ ପ୍ରଶଂସା କରିଛନ୍ତି ।

Prime Minister lauds the new OCI Portal

May 19th, 09:28 pm

The Prime Minister, Shri Narendra Modi has lauded the new OCI Portal. With enhanced features and improved functionality, the new OCI Portal marks a major step forward in boosting citizen friendly digital governance, Shri Modi stated.

୮୪ତମ ସିଆରପିଏଫ ଦିବସ ପ୍ୟାରେଡ ପାଇଁ ସିଆରପିଏଫକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

March 26th, 10:24 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଛତିଶଗଡର ଜଗଦଲପୁର ସ୍ଥିତ ସିଆରପିଏଫ କ୍ୟାମ୍ପରେ ଆୟୋଜିତ ଚିତାକର୍ଷକ ଓ ପ୍ରଭାବଶାଳୀ ୮୪ତମ ସିଆରପିଏଫ ଦିବସ ପ୍ୟାରେଡ ପାଇଁ ସିଆରପିଏଫକୁ ଶୁଭେଚ୍ଛା ଜଣାଇଛନ୍ତି ।

When the forces of good cooperate, the forces of crime cannot operate: PM Modi

October 18th, 01:40 pm

Prime Minister Modi addressed the INTERPOL General Assembly in New Delhi. He said, There are many harmful globalised threats that the world faces. Terrorism, corruption, drug trafficking, poaching and organised crime. The pace of change of these dangers is faster than earlier. When threats are global, the response cannot be just local! It is high time that the world comes together to defeat these threats.

ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଆୟୋଜିତ ଇଣ୍ଟରପୋଲ୍‌ର ୯୦ତମ ସାଧାରଣ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

October 18th, 01:35 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଅନୁଷ୍ଠିତ ଇଣ୍ଟରପୋଲରେ ୯୦ ତମ ସାଧାରଣ ପରିଷଦ(ଜେନେରାଲ ଆସେମ୍ଲି)ରେ ଉଦ୍‌ବୋଧନ ଦେଇଛନ୍ତି । ସେ ତାଙ୍କ ଉଦ୍‌ବୋଧନ ଅବସରରେ ଏହି ସମାବେଶରେ ଭାଗ ନେଇଥିବା ସମସ୍ତ ପ୍ରତିନିଧି ଓ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।

Prime Minister addresses the 3rd meeting of National Committee on “Azadi ka Amrit Mahotsav”

August 06th, 08:58 pm

PM Modi addressed the 3rd National Committee meeting on Azadi Ka Amrit Mahotsav in New Delhi. He said that the emotional flavour of Azadi ka Amrit Mahotsav was the core of the campaign. The patriotic fervour which was witnessed during the freedom struggle was unprecedented. It is the same fervour which we need to imbibe in our current generation and channelise it for nation building.

କୋଭିଡ୍‌ ୧୯ ଜନ ସ୍ଵାସ୍ଥ୍ୟ ମୁକାବିଲା ପ୍ରସ୍ତୁତି ଏବଂ ଜାତୀୟ କୋଭିଡ ୧୯ ଟିକାକରଣ ପ୍ରଗତି ସମୀକ୍ଷା ଲାଗି ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

January 13th, 05:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଭିଡ୍‌ ୧୯ ଜନ ସ୍ଵାସ୍ଥ୍ୟ ମୁକାବିଲା ପ୍ରସ୍ତୁତି ଏବଂ ଜାତୀୟ କୋଭିଡ ୧୯ ଟିକାକରଣ ପ୍ରଗତି ସମୀକ୍ଷା ଲାଗି ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶର ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ ଏବଂ ପ୍ରଶାସକମାନେ ଅଂଶଗ୍ରହଣ କରିଥିଲେ। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହା, ସ୍ଵାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ, ସ୍ଵାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଭାରତୀ ପ୍ରବୀଣ ପାୱାର ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ। କେନ୍ଦ୍ର ସରକାରଙ୍କ ଅଧିକାରୀମାନେ ଦେଶରେ ମହାମାରୀ ପରିସ୍ଥିତି ସମ୍ପର୍କରେ ବୈଠକକୁ ଅବଗତ କରାଇଥିଲେ।

କୋଭିଡ୍‌ ୧୯ ଜନ ସ୍ଵାସ୍ଥ୍ୟ ମୁକାବିଲା ପ୍ରସ୍ତୁତି ଏବଂ ଜାତୀୟ କୋଭିଡ ୧୯ ଟିକାକରଣ ପ୍ରଗତି ସମୀକ୍ଷା ଲାଗି ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

January 13th, 05:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଭିଡ୍‌ ୧୯ ଜନ ସ୍ଵାସ୍ଥ୍ୟ ମୁକାବିଲା ପ୍ରସ୍ତୁତି ଏବଂ ଜାତୀୟ କୋଭିଡ ୧୯ ଟିକାକରଣ ପ୍ରଗତି ସମୀକ୍ଷା ଲାଗି ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶର ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ ଏବଂ ପ୍ରଶାସକମାନେ ଅଂଶଗ୍ରହଣ କରିଥିଲେ। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହା, ସ୍ଵାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ, ସ୍ଵାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଭାରତୀ ପ୍ରବୀଣ ପାୱାର ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ। କେନ୍ଦ୍ର ସରକାରଙ୍କ ଅଧିକାରୀମାନେ ଦେଶରେ ମହାମାରୀ ପରିସ୍ଥିତି ସମ୍ପର୍କରେ ବୈଠକକୁ ଅବଗତ କରାଇଥିଲେ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ବର୍ଷ 2021 ର 21ଟି ସ୍ୱତନ୍ତ୍ର ଫଟୋ

December 31st, 11:59 am

ବର୍ଷ 2021 ଶେଷ ହେବାକୁ ଯାଉଥିବାବେଳେ, ଏଠାରେ ନଜର ପକାନ୍ତୁ ବର୍ଷ 2021 ର ପ୍ରଧାନମନ୍ତ୍ରୀ ମୋଦୀଙ୍କ କିଛି ସ୍ୱତନ୍ତ୍ର ଫଟୋ ।

ଗୁଜରାଟର ସୋମନାଥଠାରେ ବହୁମୁଖୀ ପ୍ରକଳ୍ପର ଶିଳାନ୍ୟାସ ଓ ଭିତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 20th, 11:01 am

ଜୟ ସୋମନାଥ ! କାର୍ଯ୍ୟକ୍ରମରେ ଆମ ସହିତ ସାମିଲ ହୋଇଥିବା ଶ୍ରଧେୟ ଲାଲକୃଷ୍ଣ ଆଡୱାଣୀ ମହାଶୟ, ଦେଶର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ମହାଶୟ, ଶ୍ରୀପଦ ନାଇକ ମହାଶୟ, ଅଜୟ ଭଟ୍ଟ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାଣୀ ମହାଶୟ, ଗୁଜରାଟର ଉପମୁଖ୍ୟମନ୍ତ୍ରୀ ନୀତିନ ଭାଇ, ଗୁଜରାଟ ସରକାର ପର୍ଯ୍ୟଟନ ମନ୍ତ୍ରୀ ଜବାହର ମହାଶୟ, ୱାସନ ଭାଇ, ଲୋକସଭାରେ ମୋର ସାଥୀ ରାଜେଶ ଭାଇ, ସୋମନାଥ ମନ୍ଦିରର ଟ୍ରଷ୍ଟର ଷ୍ଟଟ୍ରି ଶ୍ରୀ ପ୍ରବୀଣ ଲାହିରୀ ମହାଶୟ, ସମସ୍ତ ଶ୍ରଦ୍ଧାଳୁ, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିମାନେ !

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସୋମନାଥର ବହୁମୁଖୀ ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ

August 20th, 11:00 am

ଗୁଜରାଟର ସୋମନାଥଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ କେତେକର ଉଦ୍‌ଘାଟନ ମଧ୍ୟ କରିଛନ୍ତି । ଉଦ୍‌ଘାଟିତ ପ୍ରକଳ୍ପଗୁଡିକ ମଧ୍ୟରେ ରହିଛି ସୋମନାଥ ପ୍ରମୋଦ ସ୍ଥଳୀ, ସୋମନାଥ ପ୍ରଦର୍ଶନୀ କେନ୍ଦ୍ର ଏବଂ ପ୍ରାଚୀନ ସୋମନାଥ ପରିସର ମଧ୍ୟରେ ପୁର୍ନଗଠିତ ମନ୍ଦିର । ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ପାର୍ବତୀ ମନ୍ଦିରର ମଧ୍ୟ ଶିଳାନ୍ୟାସ କରିଛନ୍ତି । ଶ୍ରୀ ଲାଲକୃଷ୍ଣ ଆଡଭାନୀ, କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଓ ଗୁଜରାଟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।

Home Minister presides over signing of Historic Agreement to end the Bru-Reang Refugee Crisis

January 16th, 08:47 pm

Home Minister presided over signing of Historic Agreement to end the Bru-Reang Refugee Crisis. This historic agreement is in line with PM Modi’s vision for the progress of the North East and the empowerment of the people of the region.

ନାଗରିକତା (ସଂଶୋଧନ) ବିଧେୟକ,2019 ହେଉଛି ଭାରତର ଶତାବ୍ଦୀ ପୁରୁଣା ନିଜସ୍ୱୀକରଣ ଏବଂ ମାନବୀୟ ମୂଲ୍ୟରେ ବିଶ୍ୱାସର ଅନୁରୂପ : ପ୍ରଧାନମନ୍ତ୍ରୀ ମୋଦୀ

December 10th, 01:11 pm

ବ୍ୟାପକ ତର୍କବିତର୍କ ପରେ ଲୋକସଭାରେ ପାରିତ ହୋଇଥିବା ନାଗରିକତା ସଂଶୋଧନ ବିଲକୁ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱାଗତ କରିଛନ୍ତି I ପ୍ରଧାନମନ୍ତ୍ରୀ ମୋଦୀ ଏହି ବିଲକୁ ସମର୍ଥନ କରିଥିବା ସମସ୍ତ ସାଂସଦମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି I ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି,ନାଗରିକତା (ସଂଶୋଧନ) ବିଧେୟକ,2019 ହେଉଛି ଭାରତର ଶତାବ୍ଦୀ ପୁରୁଣା ନିଜସ୍ୱୀକରଣ ଏବଂ ମାନବୀୟ ମୂଲ୍ୟରେ ବିଶ୍ୱାସର ଅନୁରୂପ I ''