Bihar doesn't need ‘Katta Sarkar’: PM Modi in Sitamarhi
November 08th, 11:15 am
PM Modi addressed a large and enthusiastic gathering in Sitamarhi, Bihar, seeking blessings at the sacred land of Mata Sita and underlining the deep connection between faith and nation building. Recalling the events of November 8 2019, when he had prayed for a favourable Ayodhya judgment before inauguration duties the next day, he said today he had come to Sitamarhi to seek the people’s blessings for a Viksit Bihar. He reminded voters that this election will decide the future of Bihar’s youth and urged them to vote for progress.Unstoppable wave of support as PM Modi addresses rallies in Sitamarhi and Bettiah, Bihar
November 08th, 11:00 am
PM Modi today addressed large and enthusiastic gatherings in Sitamarhi and Bettiah, Bihar, seeking blessings in the sacred land of Mata Sita and highlighting the deep connection between faith and nation-building. Recalling the events of November 8, 2019, when he had prayed for a favourable Ayodhya verdict before heading for an inauguration the following day, he said he had now come to Sitamarhi to seek the people’s blessings for a Viksit Bihar.The opposition is not a ‘gathbandhan’ but a ‘gharbandhan’: PM Modi during the interaction with Mahila Karyakartas of Bihar
November 04th, 10:30 pm
PM Modi interacted with spirited women karyakartas of the Bharatiya Janata Party from Bihar as part of the “Mera Booth, Sabse Mazboot” outreach initiative. The interaction was marked by warmth, humour, and conviction as PM Modi hailed the vital role of women in strengthening democracy and steering India towards a Viksit Bharat.PM Modi interacts with Mahila Karyakartas of Bihar under “Mera Booth, Sabse Mazboot” initiative
November 04th, 03:30 pm
PM Modi interacted with spirited women karyakartas of the Bharatiya Janata Party from Bihar as part of the “Mera Booth, Sabse Mazboot” outreach initiative. The interaction was marked by warmth, humour, and conviction as PM Modi hailed the vital role of women in strengthening democracy and steering India towards a Viksit Bharat.When the youth lead, the nation moves forward: PM Modi during Mera Booth Sabse Mazboot - Yuva Samvaad
October 23rd, 06:06 pm
Prime Minister Narendra Modi interacted with spirited Yuva Karyakartas from Bihar under the “Mera Booth, Sabse Mazboot – Yuva Samvaad” initiative, blending inspiration with realism as he urged the youth to be the torchbearers of a Viksit Bharat.PM Modi addresses the Yuva Karyakartas of Bihar during “Mera Booth, Sabse Mazboot – Yuva Samvaad” programme
October 23rd, 06:00 pm
Prime Minister Narendra Modi interacted with spirited Yuva Karyakartas from Bihar under the “Mera Booth, Sabse Mazboot – Yuva Samvaad” initiative, blending inspiration with realism as he urged the youth to be the torchbearers of a Viksit Bharat.The spirit of Seva, Sangathan, and Samarpan defines Bihar’s BJP cadre: PM Modi during “Mera Booth Sabse Mazboot”
October 15th, 06:30 pm
PM Modi interacted with dedicated BJP karyakartas from Bihar as part of the “Mera Booth Sabse Mazboot” initiative, reaffirming that the booth remains the foundation of the party’s success and the strength of democracy itself.PM Modi interacts with BJP Karyakartas from Bihar under “Mera Booth Sabse Mazboot” campaign
October 15th, 06:00 pm
PM Modi interacted with dedicated BJP karyakartas from Bihar as part of the “Mera Booth Sabse Mazboot” initiative, reaffirming that the booth remains the foundation of the party’s success and the strength of democracy itself.ଝାରସୁଗୁଡାରେ ବିକାଶ ମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 27th, 11:45 am
ଏଠାକାର କିଛି ଯୁବ ବନ୍ଧୁ ଅନେକ କଳାକୃତି ସାଥିରେ ନେଇ ଆସିଛନ୍ତି। ଓଡ଼ିଶାବାସୀଙ୍କ କଳା ପ୍ରତି ଥିବା ଅନୁରାଗ ବିଶ୍ୱ ପ୍ରସିଦ୍ଧ। ମୁଁ ଆପଣ ସମସ୍ତଙ୍କଠାରୁ ଏହି ଉପହାର ଗ୍ରହଣ କରୁଛି ଏବଂ ମୋର ଏସ୍ପିଜି ସହକର୍ମୀମାନଙ୍କୁ ଅନୁରୋଧ କରୁଛି ଯେ, ସେମାନେ ସେଗୁଡ଼ିକୁ ଆପଣଙ୍କଠାରୁ ସଂଗ୍ରହ କରିନିଅନ୍ତୁ। ଯଦି ଆପଣମାନେ ପଛରେ ଆପଣଙ୍କର ନାମ ଏବଂ ଠିକଣା ଲେଖିଥିବେ, ତେବେ ଆପଣ ନିଶ୍ଚିତ ଭାବରେ ମୋଠାରୁ ଏକ ଚିଠି ପାଇବେ। ସେଠାରେ, ପଛରେ ମଧ୍ୟ ଏକ ପିଲା କିଛି ଧରି ଠିଆ ହୋଇଛି; ତାଙ୍କ ହାତ ଯନ୍ତ୍ରଣା କରୁଥିବ। ସେ ବହୁ ସମୟ ହେଲା ଏହାକୁ ଧରି ଠିଆ ହୋଇଛି। ଦୟାକରି ତାହା ମଧ୍ୟ ସଂଗ୍ରହ କରିନିଅନ୍ତୁ, ଭାଇ। ଦୟାକରି ତାଙ୍କୁ ସାହାଯ୍ୟ କରନ୍ତୁ। ଯଦି ଆପଣ ପଛରେ ଆପଣଙ୍କର ନାମ ଲେଖିଛନ୍ତି, ତେବେ ମୁଁ ନିଶ୍ଚିତ ଭାବରେ ଆପଣଙ୍କୁ ଚିଠି ଲେଖିବି। ଆପଣ ଆତ୍ମୀୟତାର ସହିତ ଏହି କଳାକୃତି ସୃଷ୍ଟି କରିଥିବାରୁ ମୁଁ ସମସ୍ତ ଯୁବକ, ମହିଳା ଏବଂ ଛୋଟ ପିଲାମାନଙ୍କୁ ମୋର ଆନ୍ତରିକ କୃତଜ୍ଞତା ଜଣାଉଛି।ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 27th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରି ସେଠାରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ, ବର୍ତ୍ତମାନ ନବରାତ୍ରି ପର୍ବ ପାଳନ କରାଯାଉଛି । ଏହି ପବିତ୍ର ଦିନରେ ମା’ ସମଲେଇ ଏବଂ ମା’ ରାମଚଣ୍ଡୀଙ୍କ ପବିତ୍ର ଭୂମିକୁ ଆସିବା ଏବଂ ଆଜିର କାର୍ଯ୍ୟକ୍ରମରେ ସମବେତ ଲୋକମାନଙ୍କୁ ଭେଟିବାର ସୌଭାଗ୍ୟ ତାଙ୍କୁ ମିଳିଛି। ସେ କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ମା’ ଏବଂ ଭଉଣୀଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରି କହିଥିଲେ, ସେମାନଙ୍କର ଆଶୀର୍ବାଦ ହିଁ ଶକ୍ତିର ପ୍ରକୃତ ଉତ୍ସ। ଏହି ଅବସରରେ ସବୁ ଲୋକମାନଙ୍କୁ ସେ ପ୍ରଣାମ ଜଣାଇଥିଲେ।ବିହାରର ଗୟାଜୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣI
August 22nd, 12:00 pm
ବିହାରର ମାନ୍ୟବର ରାଜ୍ୟପାଳ ଆରିଫ ମହମ୍ମଦ ଖାନ ଜୀ; ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଜୀ, କେନ୍ଦ୍ର କ୍ୟାବିନେଟରେ ଥିବା ମୋର ସହକର୍ମୀ, ଜିତନ୍ ରାମ ମାନଝି ଜୀ, ରାଜୀବ ରଂଜନ ସିଂ, ଚିରାଗ ପାସୱାନ୍ ଜୀ, ରାମ ନାଥ ଠାକୁର ଜୀ, ନିତ୍ୟାନନ୍ଦ ରାୟ ଜୀ, ସତୀଶ ଚନ୍ଦ୍ର ଦୁବେ ଜୀ, ରାଜ ଭୂଷଣ ଚୌଧୁରୀ ଜୀ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଜୀ ଏବଂ ବିଜୟ କୁମାର ସିହ୍ନା ଜୀ, ବିହାର ସରକାରଙ୍କ ମନ୍ତ୍ରୀମାନେ, ସଂସଦରେ ମୋର ସହକର୍ମୀ ଉପେନ୍ଦ୍ର କୁଶୱା ଜୀ, ଅନ୍ୟ ସାଂସଦ ଏବଂ ବିହାରର ମୋର ପ୍ରିୟ ଭାଇ ଓ ଭଉଣୀମାନେ!ବିହାରର ଗୟାରେ ୧୨୦୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 22nd, 11:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଗୟାରେ ୧୨୦୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ଜ୍ଞାନ ଏବଂ ମୁକ୍ତିର ପବିତ୍ର ନଗରୀ ଗୟାକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ବିଷ୍ଣୁପଦ ମନ୍ଦିରର ଭବ୍ୟ ପରିସରରୁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଗୟା ଆଧ୍ୟାତ୍ମିକତା ଏବଂ ଶାନ୍ତିର ଭୂମି। ସେ ଗୁରୁତ୍ୱାରୋପ କରିଛନ୍ତି ଯେ ଭଗବାନ ବୁଦ୍ଧ ଏହି ପବିତ୍ର ଭୂମିରେ ଜ୍ଞାନପ୍ରାପ୍ତ ହୋଇଥିଲେ। ଶ୍ରୀ ମୋଦୀ କହିଛନ୍ତି, ଗୟାର ଏକ ପ୍ରାଚୀନ ଏବଂ ଅତ୍ୟନ୍ତ ସମୃଦ୍ଧ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟ ଅଛି। ଏହି ଅଞ୍ଚଳର ଲୋକମାନେ ଚାହାଁନ୍ତି ଯେ ଏହି ସହରକୁ କେବଳ ଗୟା ନୁହେଁ ବରଂ ସମ୍ମାନର ସହିତ ଗୟାଜୀ କୁହାଯାଉ, ପ୍ରଧାନମନ୍ତ୍ରୀ ଏହି ଭାବନାକୁ ସମ୍ମାନ ଦେବା ପାଇଁ ବିହାର ସରକାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କେନ୍ଦ୍ର ଏବଂ ବିହାରରେ ତାଙ୍କ ସରକାର ଗୟାର ଦ୍ରୁତ ବିକାଶ ପାଇଁ ନିରନ୍ତର ପ୍ରୟାସ କରୁଛନ୍ତି ବୋଲି ସେ ଖୁସି ପ୍ରକାଶ କରିଛନ୍ତି।ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ କର୍ତ୍ତବ୍ୟ ଭବନର ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 06th, 07:00 pm
କେନ୍ଦ୍ର ସରକାରଙ୍କ ମନ୍ତ୍ରିମଣ୍ଡଳର ସମସ୍ତ ସହଯୋଗୀଗଣ, ଉପସ୍ଥିତ ମାନ୍ୟବର ସାଂସଦଗଣ, ସରକାରଙ୍କ ସମସ୍ତ କର୍ମଚାରୀଗଣ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ଭଦ୍ରବ୍ୟକ୍ତିଗଣ!ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ ଉଦଘାଟନ କାର୍ଯ୍ୟକ୍ରମରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 06th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ-୩ର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ କହିଛନ୍ତି, ଅଗଷ୍ଟ ମାସ ହେଉଛି ବିପ୍ଳବର ମାସ। ଅଗଷ୍ଟ ୧୫ ତାରିଖ ପୂର୍ବରୁ ଆଉ ଏକ ଐତିହାସିକ ମାଇଲଖୁଣ୍ଟ ଆସିଛି। ଭାରତ ଏକ ଆଧୁନିକ ଭାରତ ଗଠନ ସହିତ ଜଡିତ ଅନେକ ପ୍ରମୁଖ ସଫଳତାକୁ ଦେଖୁଛି। ନୂଆଦିଲ୍ଲୀ ବିଷୟରେ ଉଲ୍ଲେଖ କରି ଶ୍ରୀ ମୋଦୀ ନିକଟରେ ହୋଇଥିବା ଭିତ୍ତିଭୂମି ସମ୍ବନ୍ଧୀୟ ସ୍ଥାନଗୁଡ଼ିକର ତାଲିକା ଦେଇଥିଲେ। କର୍ତ୍ତବ୍ୟ ପଥ, ନୂତନ ସଂସଦ ଭବନ, ନୂତନ ପ୍ରତିରକ୍ଷା କାର୍ଯ୍ୟାଳୟ କମ୍ପ୍ଲେକ୍ସ, ଭାରତ ମଣ୍ଡପମ୍, ଯଶୋଭୂମି, ସହିଦମାନଙ୍କ ପାଇଁ ଉତ୍ସର୍ଗୀକୃତ ଜାତୀୟ ଯୁଦ୍ଧ ସ୍ମାରକୀ ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଏବଂ ବର୍ତ୍ତମାନର କର୍ତ୍ତବ୍ୟ ଭବନ ବିଷୟରେ ସେ କହିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ, ଏଗୁଡ଼ିକ କେବଳ ନୂତନ କୋଠା କିମ୍ବା ନିୟମିତ ଭିତ୍ତିଭୂମି ନୁହେଁ । ଅମୃତ କାଳରେ, ଏକ ବିକଶିତ ଭାରତକୁ ଗଢ଼ି ତୋଳିବା ପାଇଁ ନୀତିଗୁଡ଼ିକ ଏହି ଢାଞ୍ଚାଗୁଡ଼ିକରେ ପ୍ରସ୍ତୁତ କରାଯିବ ଏବଂ ଆଗାମୀ ଦଶନ୍ଧିରେ ଦେଶର ଗତିପଥ ଏହି ଅନୁଷ୍ଠାନଗୁଡ଼ିକରୁ ସ୍ଥିର କରାଯିବ। ସେ କର୍ତ୍ତବ୍ୟ ଭବନର ଉଦ୍ଘାଟନରେ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଇବା ସହିତ ଏହାର ନିର୍ମାଣରେ ସମ୍ପୃକ୍ତ ଥିବା ଇଞ୍ଜିନିୟର ଏବଂ ଶ୍ରମଜୀବୀମାନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ।ତାମିଲନାଡ଼ୁର ତୁତ-କୁଡ଼ିରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 26th, 08:16 pm
ତାମିଲନାଡ଼ୁର ରାଜ୍ୟପାଳ ଆର୍. ଏନ୍. ରବି ଜୀ, ମନ୍ତ୍ରିମଣ୍ଡଳରେସହଯୋଗୀ କିଞ୍ଜରାପୁ ରାମମୋହନ ନାଇଡୁ ଜୀ, ଡ. ଏଲ୍. ମୁରୁଗାନ ଜୀ, ତାମିଲନାଡ଼ୁର ମନ୍ତ୍ରୀ ଥଙ୍ଗମ ତେନ୍ନାରସୁ ଜୀ, ଡକ୍ଟର ଟି. ଆର୍. ବି. ରାଜା ଜୀ, ପି. ଗୀତା ଜୀବନ ଜୀ, ଅନିତା ଆର୍. ରାଧାକ୍ରିଷ୍ଣନ ଜୀ, ସାଂସଦ କାନିମୋଝିଜୀ, ତାମିଲନାଡ଼ୁ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ତଥା ଆମର ବିଧାୟକ ନୟନାର ନାଗେନ୍ଦ୍ରନ ଜୀ ଏବଂ ତାମିଲନାଡ଼ୁର ମୋର ଭାଇ ଓ ଭଉଣୀମାନେ!ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ତାମିଲନାଡୁର ଥୁଟୁକୁଡିରେ ୪୮ ଶହ କୋଟିରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ
July 26th, 07:47 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ତାମିଲନାଡୁର ଥୁଟୁକୁଡିରେ ୪୮ ଶହ କୋଟିରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ଏସବୁ ପ୍ରକଳ୍ପ ଦ୍ୱାରା ତାମିଲନାଡୁରେ ଆଂଚଳିକ ସଂଯୋଗୀକରଣ, ଲଜିଷ୍ଟିକ ଦକ୍ଷତା, ସ୍ୱଚ୍ଛ ଊର୍ଜ୍ଜା ଭିତ୍ତିଭୂମି ସହ ଅନେକ ଉନ୍ନତି ପରିଲକ୍ଷିତ ହେବ । କାରଗିଲ ବିଜୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଦେଶର ଦିବଂଗତ ଜବାନମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଜ୍ଞଳି ଜଣାଇଥିଲେ ।ପଶ୍ଚିମବଙ୍ଗ ଦୁର୍ଗାପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ସମୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 18th, 02:35 pm
ଷ୍ଟିଲ ସିଟି ଭାବରେ ବିଶେଷ ଭାବେ ପରିଚିତ ପଶ୍ଚିମବଙ୍ଗର ଦୁର୍ଗାପୁର ସାରା ଦେଶର ଆକର୍ଷଣ । ତେଣୁ ସେହି ଧାରାରେ ଏହାର ଉନ୍ନତି ବି ଆମ ସରକାରଙ୍କ ଲକ୍ଷ୍ୟ । କିଛି ସମୟ ପୂର୍ବରୁ ଏହାର ବିକାଶ ପାଇଁ ମଞ୍ଜୁର କରାଯାଇଥିବା ୫୪ ଶହ କୋଟି ଟଙ୍କାର ଅର୍ଥ ବରାଦ କଥା ଚିନ୍ତା କରାଯାଇ ପାରେ । ବିଭିନ୍ନ ପ୍ରକଳ୍ପ ଦ୍ୱାରା ଯୋଗାଯୋଗ, ଗ୍ୟାସ ଆଧାରିତ ପରିବହନ ବ୍ୟବସ୍ଥାରେ ଉନ୍ନତି ଆସିବ । ମେକ ଇନ ଇଣ୍ଡିଆ ମେକ ଫର ବାର୍ଲଡ ଭାବଧାରାରେ ଏହି ସହର ଆଗାମୀ ଦିନରେ ସମୃଦ୍ଧି ପଥରେ ଯାତ୍ରା କରିବ । ଫଳରେ ଏହି ଜାଗାର ଯୁବବର୍ଗ ଚାକିରି ପାଇ ପାରିବେ ।ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ : ଭେଟି ଦେଲେ 5,400 କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପ
July 18th, 02:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ଦୁର୍ଗାପୁରରେ 5,400 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପ ଗୁଡ଼ିକର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି, ଇସ୍ପାତ ସହର ଭାବରେ ଜଣାଶୁଣା ଦୁର୍ଗାପୁର ଭାରତର ଶ୍ରମଶକ୍ତିର ଏକ ପ୍ରମୁଖ କେନ୍ଦ୍ର ବୋଲି ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଥିଲେ। ସେ ଭାରତର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଅବଦାନକୁ ସ୍ୱୀକାର କରି କହିଥିଲେ ଯେ, ଆଜି ସେହି ଭୂମିକାକୁ ଆହୁରି ମଜବୁତ କରିବାର ସୁଯୋଗ ଆସିଛି। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ ଯେ, ଆଜି ଆରମ୍ଭ ହୋଇଥିବା ପ୍ରକଳ୍ପଗୁଡ଼ିକ ଏହି ଅଞ୍ଚଳରେ ସଂଯୋଗୀକରଣକୁ ବୃଦ୍ଧି କରିବ ଏବଂ ଗ୍ୟାସ- ଆଧାରିତ ପରିବହନ ଏବଂ ଗ୍ୟାସ - ଆଧାରିତ ଅର୍ଥନୀତିକୁ ପ୍ରୋତ୍ସାହିତ କରିବ ଏବଂ ଏକ ଇସ୍ପାତ ସହର ଭାବରେ ଦୁର୍ଗାପୁରର ପରିଚୟକୁ ସୁଦୃଢ଼ କରିବ । ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ଆହୁରି ମଧ୍ୟ କହିଥିଲେ ଯେ, ଏହି ପ୍ରକଳ୍ପଗୁଡ଼ିକ ମେକ୍ ଇନ୍ ଇଣ୍ଡିଆ, ମେକ୍ ଫର୍ ଦି ୱାର୍ଲ୍ଡ ର ଦୃଷ୍ଟିକୋଣ ସହିତ ସମନ୍ୱିତ ଏବଂ ପଶ୍ଚିମବଙ୍ଗକୁ ଆଗକୁ ବଢାଇବାରେ ସାହାଯ୍ୟ କରିବ। ସେ ଦୃଢ଼ୋକ୍ତି ପ୍ରକାଶ କରିଥିଲେ ଯେ, ଏହି ଅଞ୍ଚଳର ଯୁବକମାନଙ୍କ ପାଇଁ ଅନେକ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହି ବିକାଶ ପ୍ରକଳ୍ପଗୁଡ଼ିକ ପାଇଁ ସେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ।We are making UP a state of industrial possibilities: PM Modi in Kanpur Nagar, Uttar Pradesh
May 30th, 03:29 pm
PM Modi laid the foundation stone, inaugurated various projects worth around Rs 47,600 crore at Kanpur. He expressed pride in UP's major contributions to achieving defence self-sufficiency. He highlighted the launch of Mission Manufacturing in this year’s budget, designed to bolster Make in India by promoting local industries and production.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର କାନପୁରରେ ପ୍ରାୟ ୪୭,୬୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି
May 30th, 03:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର କାନପୁରରେ ପ୍ରାୟ ୪୭,୬୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ ସୂଚନା ଦେଇଥିଲେ ଯେ ପହଲଗାଓଁରେ ଆତଙ୍କବାଦୀ ଆକ୍ରମଣ ଯୋଗୁଁ ୨୪ ଏପ୍ରିଲ ୨୦୨୫ରେ ପ୍ରାରମ୍ଭିକ ଭାବରେ ହେବାକୁ ଥିବା କାନପୁର ଗସ୍ତ ତାଙ୍କୁ ବାତିଲ କରିବାକୁ ପଡ଼ିଥିଲା। ସେ ଏହି ବର୍ବରକାଣ୍ଡର ଶିକାର ହୋଇଥିବା କାନପୁରର ପୁଅ ଶ୍ରୀ ଶୁଭମ ଦ୍ୱିବେଦୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ସେ ସାରା ଦେଶରେ ଭଉଣୀ ଏବଂ ଝିଅଙ୍କ ଯନ୍ତ୍ରଣା, କଷ୍ଟ, କ୍ରୋଧ ଏବଂ ସାମୂହିକ ଯନ୍ତ୍ରଣାକୁ ଗଭୀର ଭାବରେ ଅନୁଭବ କରୁଛନ୍ତି। ସେ କହିଛନ୍ତି ଯେ, ଯେତେବେଳେ ଅପରେସନ ସିନ୍ଦୂର ଆରମ୍ଭ ହୋଇଥିଲା, ଏହି ସାମୂହିକ କ୍ରୋଧ ସାରା ବିଶ୍ୱରେ ଦେଖାଯାଇଥିଲା । ସେ ଅପରେସନ ସିନ୍ଦୂରର ସଫଳତା ଉପରେ ଗୁରୁତ୍ୱାରୋପ କରିଥିଲେ, ଯେଉଁଠାରେ ପାକିସ୍ତାନରେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ଧ୍ୱଂସ କରାଯାଇଥିଲା ଏବଂ ପାକିସ୍ତାନୀ ସେନା ସଂଘର୍ଷର ଅନ୍ତ ପାଇଁ ନିବେଦନ କରିବାକୁ ବାଧ୍ୟ ହୋଇଥିଲା। ପ୍ରଧାନମନ୍ତ୍ରୀ ସଶସ୍ତ୍ର ବାହିନୀର ବୀରତ୍ୱକୁ ସଲାମ କରି କହିଥିଲେ ଯେ ସେ ସ୍ୱାଧୀନତା ସଂଗ୍ରାମର ଭୂମିରୁ ସେମାନଙ୍କ ସାହସକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି। ସେ ଦୃଢ଼ ଭାବରେ ଦୋହରାଇଥିଲେ ଯେ ଅପରେସନ ସିନ୍ଦୂର ସମୟରେ ଦୟା ଭିକ୍ଷା କରୁଥିବା ଶତ୍ରୁ କୌଣସି ଭ୍ରମରେ ରହିବା ଉଚିତ୍ ନୁହେଁ କାରଣ ଅପରେସନ ସିନ୍ଦୁର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ପ୍ରଧାନମନ୍ତ୍ରୀ ଆତଙ୍କବାଦ ବିରୁଦ୍ଧରେ ଲଢ଼େଇରେ ଭାରତର ତିନୋଟି ସ୍ପଷ୍ଟ ନୀତିକୁ ଉଲ୍ଲେଖ କରିଥିଲେ। ପ୍ରଥମତଃ, ଭାରତ ପ୍ରତ୍ୟେକ ଆତଙ୍କବାଦୀ ଆକ୍ରମଣର ନିର୍ଣ୍ଣାୟକ ଜବାବ ଦେବ। ଏହି ପ୍ରତିକ୍ରିୟାର ସମୟ, ପଦ୍ଧତି ଏବଂ ଅବସ୍ଥା କେବଳ ଭାରତୀୟ ସଶସ୍ତ୍ର ବାହିନୀ ଦ୍ୱାରା ନିର୍ଣ୍ଣାୟକ ହେବ। ଦ୍ୱିତୀୟତଃ, ଭାରତ ଆଉ ପରମାଣୁ ଧମକ ଦ୍ୱାରା ଭୟଭୀତ ହେବ ନାହିଁ, କିମ୍ବା ଏପରି ଚେତାବନୀ ଉପରେ ଆଧାରିତ ନିଷ୍ପତ୍ତି ନେବ ନାହିଁ। ତୃତୀୟତଃ, ଭାରତ ଆତଙ୍କବାଦର ପୃଷ୍ଠପୋଷକ ଏବଂ ସେମାନଙ୍କୁ ଆଶ୍ରୟ ଦେଉଥିବା ସରକାର ଉଭୟଙ୍କୁ ସମାନ ଦୃଷ୍ଟିରେ ଦେଖିବ। ପାକିସ୍ତାନର ରାଷ୍ଟ୍ର ଏବଂ ଅଣ-ରାଷ୍ଟ୍ର ଅଭିନେତାଙ୍କ ମଧ୍ୟରେ ପାର୍ଥକ୍ୟ ଆଉ ଗ୍ରହଣୀୟ ହେବ ନାହିଁ। ପ୍ରଧାନମନ୍ତ୍ରୀ ସ୍ପଷ୍ଟ ଭାବରେ କହିଥିଲେ ଯେ ଶତ୍ରୁ ଯେଉଁଠାରେ ଥାଆନ୍ତୁ, ତାକୁ ନିପାତ କରାଯିବ।