Andhra Pradesh has the potential to become the growth engine of a developed India: PM Modi
August 01st, 11:45 am
PM Modi launched and dedicated development projects worth around ₹18,000 crore in Andhra Pradesh, highlighting the state's emergence as a growth engine of Viksit Bharat. From world-class connectivity and logistics to semiconductors, AI, green energy and manufacturing, PM Modi outlined a vision to create jobs, attract investment and accelerate Andhra Pradesh's development.ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ରପ୍ରଦେଶର ଭୋଗାପୁରମରେ 17,900 କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି
August 01st, 11:30 am
ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ରପ୍ରଦେଶରେ ପ୍ରାୟ 18,000 କୋଟି ଟଙ୍କା ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଏବଂ ଉତ୍ସର୍ଗ କରି ବିକାଶିତ ଭାରତର ଅଭିବୃଦ୍ଧି ଇଞ୍ଜିନ ଭାବରେ ରାଜ୍ୟର ଆବିର୍ଭାବକୁ ଆଲୋକିତ କରିଛନ୍ତି। ବିଶ୍ୱ ସ୍ତରୀୟ ସଂଯୋଗ ଏବଂ ଲଜିଷ୍ଟିକ୍ସ ଠାରୁ ଆରମ୍ଭ କରି ସେମିକଣ୍ଡକ୍ଟର, ଏଆଇ, ସବୁଜ ଶକ୍ତି ଏବଂ ଉତ୍ପାଦନ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ମୋଦୀ ନିଯୁକ୍ତି ସୃଷ୍ଟି, ପୁଞ୍ଜି ବିନିଯୋଗକୁ ଆକର୍ଷିତ କରିବା ଏବଂ ଆନ୍ଧ୍ରପ୍ରଦେଶର ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ଏକ ଦୃଷ୍ଟିକୋଣକୁ ବର୍ଣ୍ଣନା କରିଛନ୍ତି ।The party governing Punjab today has neither clean intentions nor honesty: PM Modi in Jalandhar
July 17th, 04:31 pm
PM Modi addressed a massive public rally in Jalandhar, Punjab, where he highlighted the transformation of India's railway infrastructure, outlined the BJP's vision for a Viksit Punjab and called for a double-engine government to unlock the state's full potential. He also spoke about the growing opportunities for Punjab's youth through India's emerging sports economy.PM addresses an energy-packed public rally in Jalandhar, Punjab
July 17th, 04:30 pm
PM Modi addressed a massive public rally in Jalandhar, Punjab, where he highlighted the transformation of India's railway infrastructure, outlined the BJP's vision for a Viksit Punjab and called for a double-engine government to unlock the state's full potential. He also spoke about the growing opportunities for Punjab's youth through India's emerging sports economy.ପ୍ରଧାନମନ୍ତ୍ରୀ ମୋଦୀ ମନ କୀ ବାତରେ ପଶ୍ଚିମ ଏସିଆ ସଙ୍କଟ ଦୂର କରିବା ପାଇଁ 140 କୋଟି ଭାରତୀୟଙ୍କ ଏକତା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି
March 29th, 11:30 am
ଏହି ମାସର ମନ କୀ ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଏସିଆ ବିବାଦ ବିଷୟରେ କହିଥିଲେ ଏବଂ ସଙ୍କଟ ଦୂର କରିବା ପାଇଁ ଏକତା ରହିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ନାଗରିକମାନଙ୍କୁ ଗୁଜବ ଦ୍ୱାରା ଭ୍ରମିତ ନ ହେବାକୁ ଏବଂ କେବଳ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସୂଚନା ଉପରେ ନିର୍ଭର କରିବାକୁ ନିବେଦନ କରିଥିଲେ। ପ୍ରଧାନମନ୍ତ୍ରୀ ଜ୍ଞାନ ଭାରତମ୍ ସର୍ଭେ, କ୍ରୀଡା ଏବଂ ଫିଟନେସ୍, ଜଳ ସଂରକ୍ଷଣ, ମାଛ ଚାଷ ଏବଂ ସୌରଶକ୍ତି ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ଆଲୋକପାତ କରିଥିଲେ।୨୮ ଫେବୃଆରୀରେ ରାଜସ୍ଥାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
February 27th, 03:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୮ ଫେବୃଆରୀ ୨୦୨୬ରେ ରାଜସ୍ଥାନର ଆଜମେର ଗସ୍ତ କରିବେ । ଦିନ ପ୍ରାୟ ୧୧:୩୦ ସମୟରେ ପ୍ରଧାନମନ୍ତ୍ରୀ ୧୬,୬୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ, ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ । ଏହି ଅବସରରେ ସେ ଏକ ସାଧାରଣ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ । ଏହି ପ୍ରକଳ୍ପଗୁଡିକ ସହରାଞ୍ଚଳ ବିକାଶ, ପାନୀୟ ଜଳ ଯୋଗାଣ, ସଡକ, ଜଳସେଚନ, ଶକ୍ତି, ଶିଳ୍ପ ଭିତ୍ତିଭୂମି ସମେତ ପ୍ରମୁଖ କ୍ଷେତ୍ରଗୁଡିକୁ ବ୍ୟାପିଛି ।ରାଜସ୍ଥାନର ବିକାନେରରେ ବିକାଶମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 22nd, 12:00 pm
ରାଜସ୍ଥାନର ରାଜ୍ୟପାଳ ହରିଭାଉ ବାଗଡେ ଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ଭଉଣୀ ବସୁନ୍ଧରା ରାଜେ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସାଥି ଅଶ୍ୱିନୀ ବୈଷ୍ଣବ ଜୀ, ଅର୍ଜୁନ ରାମ ମେଘୱାଲ ଜୀ, ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଜୀ, ପ୍ରେମ ଚାନ୍ଦ ଜୀ, ରାଜସ୍ଥାନ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସଂସଦରେ ମୋର ସାଥି ମଦନ ରାଠୋର ଜୀ, ଅନ୍ୟ ସାଂସଦମାନେ ଏବଂ ବିଧାୟକଗଣ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।ରାଜସ୍ଥାନର ବିକାନେର ଠାରେ 26,000 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 22nd, 11:30 am
ରାଜସ୍ଥାନର ବିକାନେର ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 26,000 କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶକୁ ସମର୍ପଣ କରିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ, ସେ କାର୍ଯ୍ୟକ୍ରମରେ ଉପସ୍ଥିତ ବିଶାଳ ସମାବେଶକୁ ସ୍ୱାଗତ କରିଥିଲେ, ଏବଂ 18ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ଅନଲାଇନରେ ଯୋଗ ଦେଇଥିବା ଲୋକଙ୍କ ଗୁରୁତ୍ୱପୂର୍ଣ୍ଣ ଅଂଶଗ୍ରହଣକୁ ସ୍ୱୀକାର କରିଥିଲେ। ସେ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ ଏବଂ ଅନ୍ୟାନ୍ୟ ଜନପ୍ରତିନିଧିଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ ଦେଶବ୍ୟାପୀ ସମସ୍ତ ସମ୍ମାନିତ ବ୍ୟକ୍ତି ଏବଂ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଥିଲେ।ପଞ୍ଜାବର ଗୁରୁଦାସପୁର ଓ ଜଳନ୍ଧରରେ ବିଶାଳ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 24th, 03:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଞ୍ଜାବର ଗୁରୁଦାସପୁର ଏବଂ ଜଳନ୍ଧରଠାରେ ଉତ୍ସାହଜନକ ଜନସମାବେଶକୁ ସମ୍ବୋଧିତ କରି ପବିତ୍ର ଭୂମିକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ପଞ୍ଜାବ ଏବଂ ଭାରତୀୟ ଜନତା ପାର୍ଟି ମଧ୍ୟରେ ଥିବା ବିଶେଷ ସମ୍ପର୍କକୁ ପ୍ରତିଫଳିତ କରିଥିଲେ।ରାଜସ୍ଥାନର ବିକାନେରରେ ବିଭିନ୍ନ ପ୍ରକଳ୍ପଗୁଡ଼ିକର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 08th, 05:00 pm
ଭିତିଭୁମିର ଏହି ବିକାଶର ସବୁଠାରୁ ଅଧିକ ଲାଭ କ୍ଷୁଦ୍ର ବ୍ୟବସାୟୀମାନଙ୍କୁ ଏବଂ କୁଟୀର ଶିଳ୍ପକୁ ମିଳିଥାଏ । ବିକାନେର ତ’ ଆଚାର, ପାମ୍ପଡ, ନମକିନ୍, ଏବଂ ଏଭଳି ସମସ୍ତ ଉତ୍ପାଦଗୁଡିକ ପାଇଁ ହେଉଛି ସାରା ଦେଶରେ ପ୍ରସିଦ୍ଧ । ଯୋଗାଯୋଗ ଆହୁରି ଭଲ ହେବ, ତେବେ ଯାଇଁ ଏଠାକାର କୁଟୀର ଶିଳ୍ପ କମ୍ ଖର୍ଚ୍ଚରେ ନିଜର ସାମଗ୍ରୀ ଦେଶର କୋଣ- ଅନୁକୋଣ ପର୍ଯ୍ୟନ୍ତ ପହଂଚାଇ ପାରିବେ । ଦେଶବାସୀଙ୍କୁ ମଧ୍ୟ ବିକାନେରର ସ୍ୱାଦିଷ୍ଟ ଉତ୍ପାଦର ଆନନ୍ଦ ଅଧିକ ସହଜରେ ମିଳି ପାରିବ ।ପ୍ରଧାନମନ୍ତ୍ରୀ ରାଜସ୍ଥାନର ବିକାନୀର ଠାରେ ୨୪,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ ପ୍ରକଳ୍ପ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଏବଂ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି
July 08th, 04:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଆଜି ରାଜସ୍ଥାନର ବିକାନୀର ଠାରେ ୨୪,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ ପ୍ରକଳ୍ପ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଏବଂ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ରହିଛି ପ୍ରାୟ ୧୧,୧୨୫ କୋଟି ଟଙ୍କା ବ୍ୟୟରେ ଅମୃତସର - ଜାମନଗର ଆର୍ôଥକ କରିଡରର ଛଅ ଲେନ୍ ବିଶିଷ୍ଟ ଗ୍ରୀନଫିଲ୍ଡ ଏକ୍ସପ୍ରେସୱେ ବିଭାଗ, ପ୍ରାୟ ୧୦,୯୫୦ କୋଟି ଟଙ୍କା ମୂଲ୍ୟର ସବୁଜ ଶକ୍ତି କରିଡର ପାଇଁ ଆନ୍ତଃ ରାଜ୍ୟ ଟ୍ରାନ୍ସମିସନ ଲାଇନର ପ୍ରଥମ ପର୍ଯ୍ୟାୟ, ପାଖାପାଖି ୧,୩୪୦ କୋଟି ଟଙ୍କା ମୂଲ୍ୟରେ ପାୱାର ଗ୍ରୀଡ୍ ଦ୍ୱାରା ବିକଶିତ ହେବାକୁ ଥିବା ବିକାନୀରରୁ ଭିୱାଡି ଟ୍ରାନ୍ସମିସନ୍ ଲାଇନ୍ ଏବଂ ବିକାନୀର ଠାରେ ଏକ ନୂତନ ୩୦ ଶଯ୍ୟା ବିଶିଷ୍ଟ କର୍ମଚାରୀ ରାଜ୍ୟ ବୀମା ନିଗମ (ଇଏସ୍ଆଇସି) ଡାକ୍ତରଖ।।ନା । ପ୍ରଧାନମନ୍ତ୍ରୀ ପ୍ରାୟ ୪୫୦ କୋଟି ଟଙ୍କା ବ୍ୟୟରେ ବିକାନୀର ରେଳ ଷ୍ଟେସନର ପୁନଃବିକାଶ ଏବଂ ୪୩ କିଲୋମିଟର ଦୀର୍ଘ ଚୁରୁ - ରତନଗଡ ବିଭାଗ ରେଳ ଲାଇନ୍କୁ ଦ୍ୱିଗୁଣିତ କରିବା ଭଳି ପ୍ରକଳ୍ପ ଗୁଡିକର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ ।‘Punjabiyat’ is of umpteen importance to us: PM Modi
February 16th, 12:02 pm
In the run-up to the Punjab assembly elections, PM Narendra Modi addressed a public meeting in Pathankot today. Paying tributes to Sant Ravidas Ji, PM Modi said, “Today is also the birth anniversary of Sant Ravidas Ji. Before coming here, I had the honour to visit and pray at Guru Ravidas Vishram Dham Temple in Delhi. Our government is working according to the words said by Sant Ravidas Ji.”PM Modi addresses public meeting in Pathankot, Punjab
February 16th, 12:01 pm
In the run-up to the Punjab assembly elections, PM Narendra Modi addressed a public meeting in Pathankot today. Paying tributes to Sant Ravidas Ji, PM Modi said, “Today is also the birth anniversary of Sant Ravidas Ji. Before coming here, I had the honour to visit and pray at Guru Ravidas Vishram Dham Temple in Delhi. Our government is working according to the words said by Sant Ravidas Ji.”ପ୍ରଧାନମନ୍ତ୍ରୀ ଜାନୁଆରୀ ୫ ତାରିଖରେ ପଞ୍ଜାବ ଗସ୍ତରେ ଯିବା ସହିତ ୪୨,୭୫୦ କୋଟିରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ
January 03rd, 03:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୨ ମସିହା ଜାନୁୟାରୀ ୫ ତାରିଖ ଦିନ ପଞ୍ଜାବର ଫେରୋଜପୁର ଗସ୍ତ କରିବେ ଏବଂ ଅପରାହ୍ନ ପ୍ରାୟ ୧ ଟା ସମୟରେ ୪୨,୭୫୦ କୋଟିରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଦିଲ୍ଲୀ-ଅମୃତସର-କଟ୍ରା ଏକ୍ସପ୍ରେସୱେ; ଅମୃତସର-ଉନା ସେକ୍ସନର ଚାରି ଲେନ୍ କାର୍ଯ୍ୟ; ମୁକେରିଆନ୍ - ତଲୱାର ନୂତନ ବ୍ରଡ୍ ଗଜ୍ ରେଳ ଲାଇନ; ଫିରୋଜେପୁର ଠାରେ ପିଜିଆଇ ସାଟେଲାଇଟ୍ କେନ୍ଦ୍ର ଏବଂ କପୁରଥାଲା ଓ ହୋଶିଆରପୁରର ଦୁଇଟି ନୂତନ ମେଡିକାଲ୍ କଲେଜ ଆଦି ରହିଛି ।କୌଣସି ଦେଶ ଏହାର ଅତୀତର ଭୟାବହତାକୁ ଅଣଦେଖା କରିବା ଠିକ୍ ନୁହେଁ: ପ୍ରଧାନମନ୍ତ୍ରୀ ମୋଦୀ
August 28th, 08:48 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନବୀକରଣ ହୋଇଥିବା ଜାଲିଆନାୱାଲା ବାଗ ସ୍ମାରାକ କମ୍ପ୍ଲେକ୍ସକୁ ଦେଶକୁ ଉତ୍ସର୍ଗ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଜାଲିଆନାୱାଲା ବାଗ ହେଉଛି ସେହି ସ୍ଥାନ ଯାହା ସର୍ଦ୍ଦାର ଉଧମ ସିଂ ଏବଂ ଭଗତ ସିଂଙ୍କ ପରି ଅଗଣିତ କ୍ରାନ୍ତିବୀରଙ୍କୁ ଦେଶର ସ୍ୱାଧୀନତା ପାଇଁ ନିଜ ଜୀବନ ବଳିଦାନ ଦେବାକୁ ସାହସ ଦେଇଥିଲା ।ଆଗକୁ ସେ ଆହୁରି କହିଛନ୍ତି, 13 ଏପ୍ରିଲ , 1919 ର ସେହି 10 ମିନିଟ୍ ଆମର ସ୍ୱାଧୀନତା ସଂଗ୍ରାମର ଅମର କାହାଣୀ ହୋଇଗଲା, ଯେଉଁଥିପାଇଁ ଆମେ ଆଜି ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରିବାକୁ ସକ୍ଷମ ହୋଇଛୁ।ପ୍ରଧାନମନ୍ତ୍ରୀ ଜାଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି
August 28th, 08:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଜଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସେ ସ୍ମାରକ ଠାରେ ସଂଗ୍ରହାଳୟ ଗ୍ୟାଲେରୀର ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ କଂପ୍ଲେକ୍ସର ନବୀକରଣ ପାଇଁ ସରକାର ନେଇଥିବା ଏକାଧିକ ବିକାଶମୂଳକ ପଦକ୍ଷେପ ପ୍ରଦର୍ଶନ କରାଯାଇଥିଲା ।ନବୀକରଣ ହୋଇଥିବା ଜାଲିଆନାୱାଲା ବାଗ ସ୍ମାରକର ଝଲକ
August 27th, 07:38 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ 28 ତାରିଖ ଶନିବାର ଦିନ ଜାଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କମ୍ପ୍ଲେକ୍ସକୁ ଦେଶକୁ ଉତ୍ସର୍ଗ କରିବେ । ସେ ସ୍ମାରକରେ ବିକଶିତ ସଂଗ୍ରହାଳୟ ଗ୍ୟାଲେରୀକୁ ଉଦଘାଟନ କରିବେ । ଏହି କାର୍ଯ୍ୟକ୍ରମରେ କମ୍ପ୍ଲେକ୍ସକୁ ଉନ୍ନତ କରିବା ପାଇଁ ସରକାରଙ୍କ ଦ୍ୱାରା ନିଆଯାଇଥିବା ଏକାଧିକ ବିକାଶ ପଦକ୍ଷେପକୁ ମଧ୍ୟ ପ୍ରଦର୍ଶନ କରାଯିବ ।ଅଗଷ୍ଟ ୨୮ରେ ପ୍ରଧାନମନ୍ତ୍ରୀ ଜାଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସ ଦେଶକୁ ଉତ୍ସର୍ଗ କରିବେ
August 26th, 06:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସକୁ ୨୮ ଅଗଷ୍ଟ ୨୦୨୧ ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶକୁ ଉତ୍ସର୍ଗ କରିବେ । ସେ ଆହୁରି ମଧ୍ୟ ସ୍ମାରକୀରେ ବିକଶିତ ସଂଗ୍ରହାଳୟ ଗ୍ୟାଲେରୀର ଉଦଘାଟନ କରିବେ । ଏହି କାର୍ଯ୍ୟକ୍ରମରେ କଂପ୍ଲେକ୍ସ ର ନବୀକରଣ ପାଇଁ ସରକାର ନେଇଥିବା ଏକାଧିକ ବିକାଶମୂଳକ ପଦକ୍ଷେପ ମଧ୍ୟ ପ୍ରଦର୍ଶିତ ହେବ ।କର୍ତାରପୁର ସାହିବ କରିଡରଠାରେ ସମନ୍ୱିତ ତନଖି ଫାଟକ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
November 09th, 05:22 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପଞ୍ଜାବ ଗୁରୁଦାସପୁରର କର୍ତାରପୁର ସାହିବ କରିଡରଠାରେ ସମନ୍ୱିତ ତନଖି ଫାଟକ ଉଦଘାଟନ କରିବା ସହିତ ପ୍ରଥମ ପର୍ଯ୍ୟାୟ ତୀର୍ଥଯାତ୍ରୀ ଦଳର ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।ପଞ୍ଜାବର ଗୁରୁଦାସପୁରରେ ଡେରା ବାବା ନାନକରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 09th, 11:13 am
ସାଥୀଗଣ, ଆଜି ଏହି ପବିତ୍ର ମାଟିକୁ ଆସି ମୁଁ ଧନ୍ୟ ଅନୁଭବ କରୁଛି । ଏହା ମୋର ସୌଭାଗ୍ୟ ଯେ, ମୁଁ ଆଜି ଦେଶକୁ କରତାରପୁର ସାହିବ କରିଡର ସମର୍ପିତ କରୁଛି । ଯେଭଳି ଅନୁଭୂତି କରସେବା ସମୟରେ ଆପଣ ସମସ୍ତଙ୍କର ହୋଇଥାଏ, ଏବେ ଏହି ସମୟରେ ମୋତେ ମଧ୍ୟ ସେହି ଭାବ ଅନୁଭବ ହେଉଛି । ମୁଁ ଆପଣ ସମସ୍ତଙ୍କୁ, ସମଗ୍ର ଦେଶକୁ, ସାରା ବିଶ୍ୱରେ ବସବାସ କରୁଥିବା ଶିଖ ଭାଇ-ଭଉଣୀମାନଙ୍କୁ ବହୁତ ବହୁତ ଅଭିନନ୍ଦନ ଜଣାଉଛି ।