ପଶ୍ଚିମବଙ୍ଗର ଆନନ୍ଦପୁର ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
January 30th, 06:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ଆନନ୍ଦପୁରରେ ଘଟିଥିବା ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ମଧ୍ୟ ଏହି ଦୁର୍ଘଟଣାରେ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।