ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 28th, 12:15 pm
ଉଦଘାଟନ ହୋଇଗଲା ? ଉଦଘାଟନ ହୋଇଗଲା ? ନା, ଏବେ ଅଧା କାମ ହୋଇଛି। ମୁଁ କେବଳ ସେହି ପରଦା ହଟାଇଛି, କିନ୍ତୁ ଆଜି ମୁଁ ଚାହୁଁଛି ଯେ ଏହି ବିମାନବନ୍ଦରର ଉଦଘାଟନ ଅବସରରେ ଏଠାରେ ଯିଏ କେହି ଉପସ୍ଥିତ ଅଛନ୍ତି , ଆପଣମାନେ ସମସ୍ତେ ଏହା କରନ୍ତୁ , ଏବଂ ସେଥିପାଇଁ ଆପଣ ଆପଣଙ୍କର ମୋବାଇଲ୍ ଫୋନ୍ ବାହାର କରନ୍ତୁ ଏବଂ ମୋବାଇଲ୍ ଫୋନ୍ର ଫ୍ଲାସ୍ ଲାଇଟ୍କୁ ଅନ୍ କରନ୍ତୁ ଏବଂ ଭାବନ୍ତୁ ଆପଣ ଏହାର ଉଦ୍ଘାଟନ କରୁଛନ୍ତି । ଆପଣ ଦୀପ ଜାଳି ଏଠାରେ ଉପସ୍ଥିତ ଥିବା ପ୍ରତ୍ୟେକ ବ୍ୟକ୍ତି , ଆଜି ଏହି ବିମାନବନ୍ଦରର ଉଦଘାଟନ କରୁଛନ୍ତି। ଏହା ଆପଣଙ୍କର ସମ୍ପତ୍ତି, ଏହା ଆପଣଙ୍କର ଭବିଷ୍ୟତ, ଏହା ଆପଣଙ୍କର କଠିନ ପରିଶ୍ରମ ଏବଂ ସେଥିପାଇଁ ଏହାର ଉଦଘାଟନ ମଧ୍ୟ ଆପଣମାନଙ୍କ ହାତରେ କରାଯାଉଛି , ଆପଣ ଆପଣଙ୍କର ଭାରତ ମାତାର ଜୟ କହି, ହାତ ଉଠାଇ, ସମ୍ପୂର୍ଣ୍ଣ ଟର୍ଚ୍ଚଲାଇଟ୍ ଦେଖାନ୍ତୁ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଅନେକ - ଅନେକ ଧନ୍ୟବାଦ। ଏବେ ଉଦଘାଟନ ହୋଇଗଲା ।୧୧,୨୦୦ କୋଟି ଟଙ୍କା ନିବେଶରେ ନିର୍ମିତ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 28th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ବିକଶିତ ଉତ୍ତରପ୍ରଦେଶ ଓ ବିକଶିତ ଭାରତ ଅଭିଯାନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ାଯାଇଛି। ଭାରତର ବୃହତ୍ତମ ରାଜ୍ୟ ଏବେ ସର୍ବାଧିକ ସଂଖ୍ୟକ ଅନ୍ତର୍ଜାତୀୟ ବିମାନବନ୍ଦର ଥିବା ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ ପାଲଟିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ସେ ଦୁଇଗୁଣ ଆନନ୍ଦ ଅନୁଭବ କରୁଛନ୍ତି, ପ୍ରଥମତଃ ସେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ଏବେ ଉଦ୍ଘାଟନ ମଧ୍ୟ କରିଛନ୍ତି ଓ ଦ୍ବିତୀୟତଃ ଏହି ବିମାନବନ୍ଦରର ନାମ ଉତ୍ତରପ୍ରଦେଶ ସହିତ ସଂପର୍କିତ ରହିଛି। “ଏହି ରାଜ୍ୟ ମୋତେ ନିଜର ପ୍ରତିନିଧି ଭାବେ ସଂସଦକୁ ପଠାଇଥିଲା ଓ ଏହାର ନାମ ଏବେ ଏହି ଭବ୍ୟ ବିମାନବନ୍ଦର ସହ ଯୋଡ଼ି ହୋଇଛି।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତର ପ୍ରଦେଶ ରାଜ୍ୟପାଳ
April 16th, 09:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ ପଟେଲ ସାକ୍ଷାତ କରିଛନ୍ତି ।ଉତରପ୍ରଦେଶର ଗୋରଖପୁରରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
December 07th, 01:10 pm
ଭାରତ ମାତା କି ଜୟ - ଭାରତ ମାତା କି ଜୟ - ଧର୍ମ, ଆଧ୍ୟାତ୍ମ ଏବଂ ବିପ୍ଳବର ଏହି ନଗରୀ ଗୋରଖପୁରର ଦେବତୁଲ୍ୟ ଲୋକମାନଙ୍କୁ ମୁଁ ପ୍ରଣାମ କରୁଛି । ପରମହଂସ ଯୋଗାନନ୍ଦ, ମହଯୋଗୀ ଗୋରଖନାଥ ଜୀ, ବନ୍ଦନୀୟ ହନୁମାନ ପ୍ରସାଦ ପୋଦାର ଜୀ, ଏବଂ ମହା ବଳିଦାନୀ ପଣ୍ଡିତ ରାମ ପ୍ରସାଦ ବିସମିଲଙ୍କ ଏହି ପୁଣ୍ୟ ଭୂମିକୁ ମୋର କୋଟି କୋଟି ପ୍ରଣାମ । ଆପଣମାନେ ସମସ୍ତେ ଯେଉଁ ସାର କାରଖାନା ଏବଂ ଏମ୍ସକୁ ଦୀର୍ଘ ଦିନ ଧରି ପ୍ରତୀକ୍ଷା କରି ରହିଥିଲେ, ଆଜି ସେହି ସମୟ ଉପନୀତ ହୋଇଯାଇଛି । ଆପଣ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ ।ଉତ୍ତରପ୍ରଦେଶ, ଗୋରଖପୁରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କେତେକ ବିକାଶମୂଳକ ପ୍ରକଳ୍ପ ଲୋକାର୍ପିତ
December 07th, 01:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୭.୧୨.୨୦୨୧) ଉତ୍ତରପ୍ରଦେଶର ଗୋରଖପୁରଠାରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।ଉତ୍ତରପ୍ରଦେଶରେ ନଅଟି ମେଡିକାଲ କଲେଜର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 25th, 10:31 am
ଉତ୍ତର ପ୍ରଦେଶର ରାଜ୍ୟାଳ ଶ୍ରୀମତୀ ଆନନ୍ଦୀ ବେନ ପଟେଲ ମହାଶୟା, ୟୁପିର ଯଶସ୍ୱୀ ଏବଂ କର୍ମଯୋଗୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହାଶୟ, କେନ୍ଦ୍ରୀୟ ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭ୍ୟ ମହାଶୟ, ମଞ୍ଚ ଉପରେ ବିରାଜମାନ ୟୁପି ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ଅନ୍ୟ ଯେଉଁ ସ୍ଥାନମାନଙ୍କରେ ମେଡିକାଲ କଲେଜ ସ୍ଥାପିତ ହୋଇଛି, ସେଠାରେ ଉପସ୍ଥିତ ୟୁପି ସରକାରଙ୍କ ମନ୍ତ୍ରୀଗଣ, କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ସାଂସଦଗଣ, ବିଧାୟକ, ଅନ୍ୟ ଜନପ୍ରତିନିଧି, ଆଉ ମୋର ପ୍ରିୟ ଭାଇ ଓ ଭଉଣୀମାନେ,ପ୍ରଧାନମନ୍ତ୍ରୀ ମୋଦି ଉତ୍ତରପ୍ରଦେଶର ସିଦ୍ଧାର୍ଥ ନଗରରେ ୯ ଟି ମେଡିକାଲ କଲେଜକୁ ଉଦଘାଟନ କରିଛନ୍ତି
October 25th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ସିଦ୍ଧାର୍ଥ ନଗରରେ ୯ ଟି ମେଡିକାଲ କଲେଜ ଉଦଘାଟନ କରିଛନ୍ତି । ଏହି ନଅଟି ମେଡିକାଲ କଲେଜ ସିଦ୍ଧାର୍ଥନଗର, ଏଟା, ହାରଦୋଇ, ପ୍ରତାପଗଡ, ଫତେପୁର, ଦେଓରିଆ, ଘାଜିପୁର, ମିର୍ଜାପୁର ଏବଂ ଜଉନପୁର ଜିଲ୍ଲାରେ ଅଛି । ଏହି ଅବସରରେ ଉତ୍ତରପ୍ରଦେଶର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।ଲକ୍ଷ୍ନୌ ଠାରେ ଆଜାଦୀ @୭୫ ସମ୍ମିଳନୀ ଏବଂ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭାଷଣର ମୂଳ ପାଠ
October 05th, 10:31 am
ଉତ୍ତର ପ୍ରଦେଶର ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହକର୍ମୀ ଏବଂ ଲକ୍ଷ୍ନୌର ହିଁ ସାଂସଦ, ମୋର ବରିଷ୍ଠ ସାଥୀ, ଶ୍ରୀମାନ ରାଜନାଥ ସିଂହ ଜୀ, ଶ୍ରୀ ହରଦୀପ୍ସିଂହ ପୁରୀ ଜୀ, ମହେନ୍ଦ୍ରନାଥ ପାଣ୍ଡେ ଜୀ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବପ୍ରସାଦ ମୌର୍ଯ୍ୟ ଜୀ, ଶ୍ରୀ ଦିନେଶ ଶର୍ମା ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଶ୍ରୀମାନ କୌଶଲ କିଶୋର ଜୀ, ରାଜ୍ୟ ସରକାରଙ୍କ ମନ୍ତ୍ରିଗଣ, ସାଂସଦ, ବିଧାୟକଗଣ, ଦେଶର ଭିନ୍ନ-ଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ଆଦରଣୀୟ ମନ୍ତ୍ରୀଗଣ, ଅନ୍ୟ ସମସ୍ତ ମହାନୁଭବ ଏବଂ ଉତ୍ତର ପ୍ରଦେଶର ମୋର ପ୍ରିୟ ଭଉଣୀ ଓ ଭାଇମାନେ!ଲକ୍ଷ୍ନୌରେ ପ୍ରଧାନମନ୍ତ୍ରୀ ଉଦ୍ଘାଟନ କଲେ @୭୫-ନୂତନ ସହରାଞ୍ଚଳ ଭାରତବର୍ଷ-ସହରୀ ଦୃଶ୍ୟପଟ ପରିବର୍ତ୍ତନ ସମ୍ମିଳନୀ ଓ ଏକ୍ସପୋ
October 05th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ତା୦୫-୧୦-୨୦୨୧) ଲକ୍ଷ୍ନୌଠାରେ ଆଜାଦୀ@୭୫- ନୂତନ ସହରାଞ୍ଚଳ ଭାରତବର୍ଷ-ସହରୀ ଦୃଶ୍ୟପଟ ପରିବର୍ତ୍ତନ ସମ୍ମିଳନୀ ଓ ଏକ୍ସପୋ ଉଦ୍ଘାଟନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ସର୍ବଶ୍ରୀ ରାଜନାଥ ସିଂ, ହରଦୀପ ସିଂ ପୁରୀ, ମହେନ୍ଦ୍ର ନାଥ ପାଣ୍ଡେ, କୌଶଳ କିଶୋର, ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ୍ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଅବସରରେ ଉପସ୍ଥିତ ଥିଲେ।PM Narendra Modi inaugurates SAUNI project in Jamnagar, Gujarat
August 30th, 11:59 pm
PM Modi unveiled a plaque to launch the Saurashtra Narmada Irrigation (SAUNI) Project in Gujarat. Addressing a gathering, the PM stated it had always been his firm belief that water was most important for the farmer. The PM emphasized the need for water conservation and spoke about various initiatives taken by the Union Govt for welfare of farmers, such as crop insurance.PM reviews drought and water scarcity situation at high level meeting with Gujarat CM
May 16th, 02:00 pm