ଏସୀୟ କ୍ରୀଡ଼ା ୨୦୨୨ରେ ପୁରୁଷ ସ୍ପିଡ୍ ସ୍କେଟିଂ ୩୦୦୦ ମିଟର ରିଲେରେ ବ୍ରୋଞ୍ଜ ପଦକ ମିଳିବାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଖୁସି

ଏସୀୟ କ୍ରୀଡ଼ା ୨୦୨୨ରେ ପୁରୁଷ ସ୍ପିଡ୍ ସ୍କେଟିଂ ୩୦୦୦ ମିଟର ରିଲେରେ ବ୍ରୋଞ୍ଜ ପଦକ ମିଳିବାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଖୁସି

October 02nd, 12:25 pm

ହାଙ୍ଗଝୌରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୨ରେ ପୁରୁଷ ସ୍ପିଡ୍ ସ୍କେଟିଂ ୩୦୦୦ ମିଟର ରିଲେରେ ବ୍ରୋଞ୍ଜ ପଦକ ଜିତିଥିବା ଆନନ୍ଦକୁମାର ଭେଲକୁମାର, ସିଦ୍ଧାନ୍ତ ରାହୁଲ କାମ୍ବଲେ ଏବଂ ବିକ୍ରମ ରାଜେନ୍ଦ୍ର ଇନଗାଲେଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।