India - Croatia Leaders’ Statement

June 19th, 06:06 pm

PM Modi and Croatian PM Plenković had a comprehensive exchange of views on further advancing bilateral relations, India-EU strategic partnership and cooperation in multilateral fora. The two leaders welcomed the signing of MoU on Agriculture, Science and Technology, Cultural Exchanges and to establish a Hindi Chair at the University of Zagreb. Both sides condemned terrorism in all its forms.

PM Modi meets Prime Minister of the Republic of Croatia

June 18th, 11:40 pm

PM Modi met Croatian PM Andrej Plenković in Zagreb, marking the first-ever visit by an Indian PM to Croatia. The leaders held delegation-level talks, discussing trade, defense, science, space, cultural ties, and more, marking a historic milestone in India-Croatia relations.

କ୍ରୋଏସିଆ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

June 18th, 09:56 pm

ଐତିହାସିକ ଏବଂ ସୁନ୍ଦର ସହର ଜାଗ୍ରେବରେ ମୋତେ ଯେଉଁ ଭବ୍ୟ ସ୍ବାଗତ, ଉତ୍ସାହ ଏବଂ ସ୍ନେହ ମିଳିଛି, ସେଥିପାଇଁ ମୁଁ ପ୍ରଧାନମନ୍ତ୍ରୀ ଏବଂ କ୍ରୋଏସିଆ ସରକାରଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି।

PM Modi arrives in Zagreb, Croatia

June 18th, 05:38 pm

PM Modi arrived in Zagreb, Croatia. This is the first ever visit by an Indian PM to Croatia. In a special gesture, PM Modi was warmly received by PM Andrej Plenković at the airport.

ତିନି ରାଷ୍ଟ୍ର ସାଇପ୍ରସ, କାନାଡା ଏବଂ କ୍ରୋଏସିଆ ଗସ୍ତରେ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି

June 15th, 07:00 am

ଜୁନ ୧୫ - ୧୬ ତାରିଖରେ, ମୁଁ ରାଷ୍ଟ୍ରପତି ମହାମହିମ ନିକୋସ କ୍ରିଷ୍ଟୋଡୁଲାଇଡସଙ୍କ ନିମନ୍ତ୍ରଣରେ ସାଇପ୍ରସ ଗଣରାଜ୍ୟ ଗସ୍ତ କରିବି। ସାଇପ୍ରସ ହେଉଛି ଭୂମଧ୍ୟସାଗରୀୟ କ୍ଷେତ୍ର ଏବଂ ୟୁରୋପୀୟ ସଂଘରେ ଏକ ଘନିଷ୍ଠ ବନ୍ଧୁ ଓ ଏକ ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର। ଏହି ଗସ୍ତ ଐତିହାସିକ ସମ୍ଵନ୍ଧକୁ ମଜଭୁତ କରିବ ଏବଂ ବାଣିଜ୍ୟ, ନିବେଶ, ସୁରକ୍ଷା, ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଆମର ସମ୍ପର୍କକୁ ବିସ୍ତାର କରିବ ଏବଂ ଲୋକମାନଙ୍କ ମଧ୍ୟରେ ଆଦାନପ୍ରଦାନକୁ ପ୍ରୋତ୍ସାହିତ କରିବାର ସୁଯୋଗ ପ୍ରଦାନ କରୁଛି।

ପ୍ରଧାନମନ୍ତ୍ରୀ ମୋଦୀ ଜୁନ୍ 15 ରୁ 19 ପର୍ଯ୍ୟନ୍ତ ସାଇପ୍ରସ, କାନାଡା ଏବଂ କ୍ରୋଏସିଆ ଗସ୍ତ କରିବେ

June 14th, 11:58 am

ପ୍ରଧାନମନ୍ତ୍ରୀ ମୋଦୀ ଜୁନ୍ 15-16 ରେ ସାଇପ୍ରସ୍, ଜୁନ୍ 16-17 ରେ ଜି-7 ଶିଖର ସମ୍ମିଳନୀ ପାଇଁ କାନାଡ଼ା ଏବଂ ଜୁନ୍ 18 ରେ କ୍ରୋଏସିଆ ଗସ୍ତ କରିବେ। ପ୍ରଧାନମନ୍ତ୍ରୀ ମୋଦୀ ସାଇପ୍ରସ ରାଷ୍ଟ୍ରପତି କ୍ରିଷ୍ଟୋଡୋଲିଡସଙ୍କ ସହ ଆଲୋଚନା କରିବେ ଏବଂ ଲିମାସୋଲରେ ବ୍ୟବସାୟୀ ନେତାମାନଙ୍କୁ ସମ୍ବୋଧିତ କରିବେ । ପରେ କାନାଡାରେ ଜି-7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଜି-7 ଦେଶର ନେତାଙ୍କ ସହ ମତ ବିନିମୟ କରିବେ। କ୍ରୋଏସିଆରେ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ପ୍ଲେଙ୍କୋଭିକଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ ଏବଂ କ୍ରୋଏସିଆ ରାଷ୍ଟ୍ରପତି ଜୋରାନ ମିଲାନୋଭିକଙ୍କୁ ଭେଟିବେ।