ଫଳାଫଳ ତାଲିକା: ନ୍ୟୁଜିଲ୍ୟାଣ୍ଡକୁ ପ୍ରଧାନମନ୍ତ୍ରୀଙ୍କ ସରକାରୀ ଗସ୍ତ
July 11th, 08:03 am
ଏହି ବୁଝାମଣାପତ୍ର ସମ୍ବାଦ, ସମନ୍ୱୟ, ସୂଚନା ଆଦାନପ୍ରଦାନ ଏବଂ ମିଳିତ କାର୍ଯ୍ୟକଳାପ ମାଧ୍ୟମରେ ହିନ୍ଦ-ପ୍ରଶାନ୍ତ ମହାସାଗରରେ ସାମୁଦ୍ରିକ ସହଯୋଗ ବୃଦ୍ଧି ପାଇଁ ଏକ ଢ଼ାଞ୍ଚା ପ୍ରତିଷ୍ଠା କରେ ।16th India-Japan Annual Summit Joint Statement
July 02nd, 10:22 pm
At the 16th India–Japan Annual Summit, PM Modi and Japanese Prime Minister Sanae Takaichi reaffirmed their commitment to advancing the India–Japan Special Strategic and Global Partnership through deeper cooperation in defence, economic security, clean energy, AI, technology, investment and people-to-people ties. The Joint Statement also sets the stage for celebrating the 75th anniversary of India–Japan diplomatic relations next year.ପଶ୍ଚିମବଙ୍ଗର ହୁଗଲି ଠାରେ ଆୟୋଜିତ ‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 19th, 11:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗ ଦିବସ ସମାରୋହରେ ଯୋଗ ଦେଇଥିଲେ। ରାଜ୍ୟସ୍ତରୀୟ ଏହି ଉତ୍ସବ ହୁଗ୍ଲି ଜିଲ୍ଲାର ତାରକେଶ୍ୱରଠାରେ ଆୟୋଜିତ ହୋଇଥିଲା, ଯାହା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସହ ଜଡ଼ିତ ଏକ ଐତିହାସିକ ସ୍ଥାନ। ଚଳିତ ବର୍ଷ ପଶ୍ଚିମବଙ୍ଗ ଦିବସର ବିଷୟବସ୍ତୁ ଥିଲା: “ପଶ୍ଚିମବଙ୍ଗ: ଐତିହ୍ୟ, ସମନ୍ୱୟ ଏବଂ ବିକାଶ”, ଯାହା ରାଜ୍ୟର ସାଂସ୍କୃତିକ ସମୃଦ୍ଧି, ସାମାଜିକ ସଂହତି ଏବଂ ବିକାଶମୂଳକ ଆକାଂକ୍ଷାକୁ ପ୍ରତିଫଳିତ କରେ।ଭାରତ-ନେଦରଲ୍ୟାଣ୍ଡ ରଣନୀତିକ ଭାଗିଦାରୀର ରୋଡମ୍ୟାପ୍ [୨୦୨୬-୨୦୩୦]
May 17th, 03:15 am
ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ ରବ୍ ଜେଟେନ୍ ମେ’୧୬ ତାରିଖରେ ଦି ହେଗ୍ଠାରେ ଅନୁଷ୍ଠିତ ସେମାନଙ୍କ ବୈଠକ ଅବସରରେ, ଲକ୍ଷ୍ୟଭିତ୍ତିକ, ସମୟବଦ୍ଧ ପଦକ୍ଷେପ ଏବଂ ମିଳିତ କାର୍ଯ୍ୟପନ୍ଥା ଅନୁସରଣ କରି ଭାରତ-ନେଦରଲ୍ୟାଣ୍ଡ ଦ୍ୱିପାକ୍ଷିକ ସମ୍ପର୍କକୁ ଏକ 'ରଣନୀତିକ ଭାଗିଦାରୀ' ସ୍ତରକୁ ଉନ୍ନୀତ କରିବା ପାଇଁ ସହମତ ହୋଇଛନ୍ତି। ଏହି ଉଦ୍ଦେଶ୍ୟରେ, ଭାରତ ଏବଂ ନେଦରଲ୍ୟାଣ୍ଡ ଆଗାମୀ ୫ ବର୍ଷ ପାଇଁ ଭାରତ-ନେଦରଲ୍ୟାଣ୍ଡ ରଣନୀତିକ ଭାଗିଦାରୀର ରୋଡମ୍ୟାପ୍କୁ ଗ୍ରହଣ କରିଛନ୍ତି। ଉଭୟ ପକ୍ଷ ସହମତ ହୋଇଥିବା ବିଷୟଗୁଡ଼ିକୁ ନିମ୍ନରେ ଉଲ୍ଲେଖ କରାଗଲା।List of Outcomes: Prime Minister’s visit to the Netherlands
May 17th, 02:47 am
The state visit of PM Modi to the Netherlands resulted in the signing of several MoUs and agreements covering areas such as culture, critical minerals, energy, semiconductors, agriculture, health and education. Major highlights of the visit included the restitution of the Chola Copper Plates to India and an MoU between TATA Electronics and ASML to support the semiconductor fab in Dholera.କଂଗ୍ରେସ = ମିଛର ଦୋକାନ, ଲୋକଙ୍କ ପ୍ରତି ଅପମାନ: ଆସାମର ହୋଜାଇରେ ପ୍ରଧାନମନ୍ତ୍ରୀ ମୋଦୀ
April 06th, 11:20 am
ପ୍ରଧାନମନ୍ତ୍ରୀ ମୋଦୀ ଆସାମର ହୋଜାଇରେ ଏକ ବିଶାଳ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ, ସେ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକର ଉଦାହରଣ ଦେଇଥିଲେ ଏବଂ କହିଥିଲେ ଯେ ସେମାନଙ୍କର ଗ୍ୟାରେଣ୍ଟି ଭୂମିରେ ବିଫଳ ହେଉଛି। ସେ ଆସାମର ଭୋଟରମାନଙ୍କୁ ଭ୍ରାମକ ପ୍ରତିଶ୍ରୁତି ପ୍ରତି ସତର୍କ ରହିବାକୁ ଚେତାବନୀ ଦେଇଥିଲେ। ସେ ଅବୈଧ ଅନୁପ୍ରବେଶ ଏବଂ ଆସାମର ପରିଚୟ, ଜମି ଏବଂ ନିଯୁକ୍ତି ଉପରେ ଏହାର ପ୍ରଭାବ ଉପରେ ମଧ୍ୟ ଚିନ୍ତା ପ୍ରକାଶ କରିଥିଲେ।ବାରପେଟା, ହୋଜାଇ ଏବଂ ଦିବ୍ରୁଗଡ଼ରେ ବିଶାଳ ସାଧାରଣ ସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
April 06th, 11:00 am
ଆସାମରେ ନିର୍ବାଚନ ପ୍ରଚାର ଜୋରଦାର ଗତିରେ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦୀ ବାରପେଟା, ହୋଜାଇ ଏବଂ ଦିବ୍ରୁଗଡ଼ରେ ବିଶାଳ ସାଧାରଣ ସଭାକୁ ସମ୍ବୋଧିତ କଲେ। ଉତ୍ସାହୀ ଜନତାଙ୍କୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ମୋଦୀ ଏକ ଆତ୍ମନିର୍ଭରଶୀଳ ଏବଂ ବୀକ୍ଷିତ ଆସାମର ଦୃଷ୍ଟିକୋଣକୁ ଆଲୋକପାତ କଲେ। ସେ କଂଗ୍ରେସ ଉପରେ ଏକ ଦୃଢ଼ ଆକ୍ରମଣ କରିଥିଲେ, ଏହା ପରିବାର-ପ୍ରଥମେ ରାଜନୀତି, ଦୁର୍ନୀତି ଏବଂ ମିଥ୍ୟା ପ୍ରତିଶ୍ରୁତିକୁ ପ୍ରୋତ୍ସାହିତ କରୁଥିବା ଅଭିଯୋଗ କରିଥିଲେ। ସେ ନାରୀଶକ୍ତି ବନ୍ଦନ ଆଇନ ମାଧ୍ୟମରେ ମହିଳାମାନଙ୍କ ପାଇଁ ସଂରକ୍ଷଣ ସୁନିଶ୍ଚିତ କରିବା ସହିତ କଲ୍ୟାଣକାରୀ ପଦକ୍ଷେପଗୁଡ଼ିକୁ ବିସ୍ତାର କରିବା ବିଷୟରେ ମଧ୍ୟ କହିଥିଲେ।"କୃଷି ଏବଂ ଗ୍ରାମୀଣ ପରିବର୍ତ୍ତନ" ଶୀର୍ଷକ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 06th, 01:14 pm
ବଜେଟ୍ ୱେବିନାର୍ ସିରିଜ୍ର ତୃତୀୟ ୱେବିନାର୍ କୁ, ମୁଁ ଆପଣ ସମସ୍ତଙ୍କୁ ସ୍ୱାଗତ କରୁଛି। ଏହା ପୂର୍ବରୁ, ପ୍ରଯୁକ୍ତିବିଦ୍ୟା, ସଂସ୍କାର ଏବଂ ଆର୍ଥିକ ଅଭିବୃଦ୍ଧି ଭଳି ପ୍ରମୁଖ ବିଷୟ ଉପରେ ଦୁଇଟି ୱେବିନାର୍ ଅନୁଷ୍ଠିତ ହୋଇଯାଇଛି । ଆଜି, ଆମେ ଗ୍ରାମୀଣ ଅର୍ଥନୀତି ଏବଂ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରଗୁଡ଼ିକ ଉପରେ ଆଲୋଚନା ହେଉଛି । ଆପଣମାନେ ସମସ୍ତେ ଆପଣଙ୍କର ମୂଲ୍ୟବାନ ପରାମର୍ଶ ସହିତ ବଜେଟ୍ ଗଠନରେ ଅନେକ ଅବଦାନ ଦେଇଛନ୍ତି, ଏବଂ ଆପଣ ଆପଣଙ୍କର ପରାମର୍ଶଗୁଡ଼ିକୁ ବଜେଟ୍ ରେ ପ୍ରତିଫଳିତ ହୋଇଥିବା ଦେଖିପାରୁଥିବେ, ଯାହା ବହୁତ ସହାୟକ ପ୍ରମାଣିତ ହୋଇଛି। କିନ୍ତୁ ଏବେ ବଜେଟ୍ ଆସିଯାଇଛି, ବର୍ତ୍ତମାନ ବଜେଟ୍ ପରେ ତାହାର ସଂପୂର୍ଣ୍ଣ ସମ୍ଭାବନାର ଲାଭ ଦେଶକୁ ମିଳୁ, ଏହି ଦିଗରେ ମଧ୍ୟ ଏହାକୁ ସାକାର କରିବା ପାଇଁ ଆପଣଙ୍କର ଅଭିଜ୍ଞତା, ପରାମର୍ଶ ଏବଂ ଏକ ସରଳ ପଦ୍ଧତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆମେ କିପରି ନିଶ୍ଚିତ କରିବା ଯେ ବଜେଟର ପ୍ରତ୍ୟେକ ଟଙ୍କା ଏହାର ଉଦ୍ଦେଶ୍ୟକୁ ହାସଲ କରୁଛି ? କିପରି ଆମେ ଏହାକୁ ଶୀଘ୍ର ସମ୍ଭବ କରି ପାରିବା ? ଏହି ୱେବିନାର୍ ପାଇଁ ଆପଣଙ୍କ ପରାମର୍ଶ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରହିଛି ।କୃଷି ଓ ଗ୍ରାମୀଣ ରୂପାନ୍ତରଣ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ଓ୍ବେବିନାର୍ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 06th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ ବିଷୟ ଉପରେ ପର୍ଯ୍ୟବେଶିତ ତୃତୀୟ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଥିଲେ। ପ୍ରଯୁକ୍ତିବିଦ୍ୟା ଏବଂ ଅର୍ଥନୈତିକ ବିକାଶ ଉପରେ ପର୍ଯ୍ୟବେଶିତ ପୂର୍ବ ଅଧିବେଶନଗୁଡ଼ିକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବଜେଟ୍ ଗଠନ ସମୟରେ ଅଂଶୀଦାରମାନେ ମୂଲ୍ୟବାନ ମତାମତ ପ୍ରଦାନ କରିଥିଲେ। ଏବେ, ବଜେଟ୍ ପରେ, ଦେଶ ଏହାର ପୂର୍ଣ୍ଣ ସମ୍ଭାବନାକୁ ବ୍ୟବହାର କରିବା ବି ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ, ଏବଂ ସେଥିପାଇଁ ଆପଣମାନଙ୍କ ପରାମର୍ଶ ବେଶ ଗୁରୁତ୍ବପୂର୍ଣ୍ଣ ଏବଂ ସେହି କାରଣରୁ ଏହି ୱେବିନାରଟି ମଧ୍ୟ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ ।୬ ମାର୍ଚ୍ଚରେ “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
March 05th, 06:04 pm
ଏହି ବିଷୟବସ୍ତୁ ଅନ୍ତର୍ଗତ, ଆଠଟି ଭିନ୍ନ ଭିନ୍ନ ୱେବିନାର ଅଧିବେଶନ ଆୟୋଜନ କରାଯାଉଛି, ଯେଉଁଥିରେ ଚାରୋଟି ପ୍ରମୁଖ କ୍ଷେତ୍ରକୁ ସାମିଲ କରାଯାଛି: (୧) କୃଷି (୨) ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ (୩) ମତ୍ସ୍ୟପାଳନ (୪) ଗ୍ରାମୀଣ ଜୀବିକା ।The voice of the Global South becomes stronger and more confident when India and Brazil work together: PM Modi at the India-Brazil Joint Press Meet
February 21st, 12:30 pm
In his statement at the India-Brazil Joint Press Meet, PM Modi lauded Brazil President Lula’s vision and leadership and said that his visit has added grace to the AI Impact Summit. He noted that in their discussions they deliberated on advancing in every field with shared purpose and shared aspirations. The PM expressed confidence that the President's visit will deepen the strategic partnership and open new avenues of cooperation in the years ahead.କେନ୍ଦ୍ରୀୟ ବଜେଟ ଉପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 01st, 01:38 pm
ଆଜିର ବଜେଟ ଐତିହାସିକ । ଦେଶର ନାରୀ ଶକ୍ତିର ଏହା ଏକ ପରିଚାୟକ । ଜଣେ ମହିଳା ଅର୍ଥମନ୍ତ୍ରୀ ହିସାବରେ ନିର୍ମଳାଜୀ ସଂସଦରେ ଲଗାତର ଭାବେ ନବମଥର ପାଇଁ ବଜେଟ ଉପସ୍ଥାପନ କରି ରେକର୍ଡ ସୃଷ୍ଟି କରିଛନ୍ତି । ଏହି ବଜେଟ ଅନେକ ସମ୍ଭାବନାର ଏକ ହାଇୱେ । ବର୍ତମାନର ସ୍ୱପ୍ନସବୁକୁ ଅନୁଭବ କରି ଭାରତର ଉଜ୍ୱଳ ଭବିଷ୍ୟତର ମୂଳଦୁଆକୁ ଏହି ବଜେଟ ସୁଦୃଢ କରିଛି । ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣର ସ୍ୱପ୍ନକୁ ଏହି ବଜେଟ ପକ୍କା କରିଛି ।କେନ୍ଦ୍ର ବଜେଟ୍ ୨୦୨୬ ଉପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟ
February 01st, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ କେନ୍ଦ୍ର ବଜେଟ୍ ୨୦୨୬ ଉପରେ ନିଜର ମନ୍ତବ୍ୟ ରଖିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜିର ବଜେଟ୍ ଐତିହାସିକ ଏବଂ ଏହା ଦେଶର ମହିଳାମାନଙ୍କ ସଶକ୍ତ ମନୋବଳକୁ ପ୍ରତିଫଳିତ କରୁଛି। ସେ ଉଲ୍ଲେଖ କରିଥିଲେ ଯେ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଜଣେ ମହିଳା ଅର୍ଥମନ୍ତ୍ରୀ ଭାବେ କ୍ରମାଗତ ନବମ ଥର ପାଇଁ ଦେଶର ବଜେଟ୍ ଉପସ୍ଥାପନ କରି ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ବଜେଟ୍ ଅପାର ସୁଯୋଗର ଏକ ପ୍ରଶସ୍ତ ପଥ ଯାହା ବର୍ତ୍ତମାନର ସ୍ୱପ୍ନକୁ ପୂରଣ କରିବ ଏବଂ ଭାରତର ଉଜ୍ଜ୍ୱଳ ଭବିଷ୍ୟତର ମୂଳଦୁଆକୁ ସୁଦୃଢ଼ କରିବ । ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ରାଷ୍ଟ୍ରରେ ପରିଣତ ହେବା ଦିଗରେ ଭାରତର ଉଚ୍ଚ ଉଡାଣର ଆଧାର ଭାବେ ଏହି ବଜେଟ୍ କାର୍ଯ୍ୟ କରୁଛି।Ending TMC’s Maha Jungle Raj and bringing BJP’s good governance is essential: PM Modi in Singur, West Bengal
January 18th, 03:35 pm
PM Modi addressed a massive public rally in Singur, Hooghly, where he said the overwhelming public enthusiasm reflected Bengal’s resolve for real poriborton and an end to 15 years of what he termed as Maha Jungle Raj. Calling upon the people to take a pledge for change, he led the crowd in the slogan, “Paltaano Dorkar… Chai BJP Shorkar.”PM Modi addresses a massive public rally in Singur, Hooghly, West Bengal
January 18th, 03:32 pm
PM Modi addressed a massive public rally in Singur, Hooghly, where he said the overwhelming public enthusiasm reflected Bengal’s resolve for real poriborton and an end to 15 years of what he termed as Maha Jungle Raj. Calling upon the people to take a pledge for change, he led the crowd in the slogan, “Paltaano Dorkar… Chai BJP Shorkar.”କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 11th, 02:45 pm
ଗୁଜରାଟର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଉପମୁଖ୍ୟମନ୍ତ୍ରୀ ହର୍ଷ ସଂଘଭି, ଗୁଜରାଟ ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀଗଣ , ସଂସଦ ଏବଂ ବିଧାନସଭାର ସଦସ୍ୟ, ମହାମହିମ , ଶିଳ୍ପ ଜଗତର ପ୍ରତିନିଧି, ଅନ୍ୟ ସମ୍ମାନିତ ଅତିଥିଗଣ , ମହିଳା ଏବଂ ଭଦ୍ର ଲୋକମାନୋରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
January 11th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ, 2026 ବର୍ଷ ଆରମ୍ଭ ପରେ ଏହା ତାଙ୍କର ପ୍ରଥମ ଗୁଜରାଟ ଗସ୍ତ। ସେ ଏହା ଉପରେ ଆଲୋକପାତ କରି କହିଥିଲେ, ସକାଳେ ସେ ଭଗବାନ ସୋମନାଥଙ୍କ ଦିବ୍ୟ ଦର୍ଶନ କରିଥିଲେ ଏବଂ ବର୍ତ୍ତମାନ ରାଜକୋଟରେ ଏକ ମହାନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି। ‘ବିକାଶ ଭି, ବୀରାସତ ଭି’ (ଐତିହ୍ୟକୁ ନେଇ ବିକାଶ) ମନ୍ତ୍ର ସବୁଠି ଗୁଞ୍ଜରିତ ହେଉଛି। ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ଯୋଗଦେବା ପାଇଁ ଦେଶ ଏବଂ ବିଶ୍ୱରୁ ଆସିଥିବା ସମସ୍ତ ସହକର୍ମୀଙ୍କୁ ସେ ସ୍ୱାଗତ କରିଥିଲେ ଏବଂ ଶୁଭେଚ୍ଛା ଜଣାଇଥିଲେ।ଆସାମର ନାମରୂପରେ ୟୁରିଆ ପ୍ଲାଣ୍ଟର ଭୂମି ପୂଜନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 21st, 04:25 pm
ଆସାମର ରାଜ୍ୟପାଳ ଶ୍ରୀ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ, ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା, କେନ୍ଦ୍ର ସରକାରରେ ମୋର ସାଥୀ ଏବଂ ଏଠାରେ ଉପସ୍ଥିତ ଆପଣମାନଙ୍କର ପ୍ରତିନିଧି, ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ, ଆସାମ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକବୃନ୍ଦ, ଅନ୍ୟ ମହାନୁଭବଗଣ, ଏବଂ ବିଶାଳ ସଂଖ୍ୟାରେ ଆମକୁ ଆଶୀର୍ବାଦ ଦେବା ପାଇଁ ଆସିଥିବା ମୋର ସମସ୍ତ ଭାଇ ଓ ଭଉଣୀମାନେ । ମୁଁ ସେଠାରେ ଏହାଠାରୁ ଅଧିକ ଉତ୍ସାହୀ ଲୋକମାନଙ୍କୁ ଦେଖିପାରୁଛି ।ଆସାମ ଭ୍ୟାଲି ଫର୍ଟିଲାଇଜର ଆଣ୍ଡ କେମିକାଲ କମ୍ପାନୀ ଲିମିଟେଡର ଆମୋନିଆ-ୟୁରିଆ ସାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 21st, 12:00 pm
ଶ୍ରୀ ମୋଦୀ କହିଥିଲେ ଯେ ସେ ଦେଖୁଛନ୍ତି ଯେ, ଆଗକୁ ବହୁ ସଂଖ୍ୟାରେ ଲୋକମାନେ ଏକାଠି ହୋଇ ସେମାନଙ୍କ ଭଲପାଇବାକୁ ବଢାଉଛନ୍ତି । ସେ ବିଶେଷ କରି ମାଆ ଏବଂ ଭଉଣୀମାନଙ୍କ ଉପସ୍ଥିତି ଉପରେ ଆଲୋକପାତ କରି କହିଥିଲେ ଯେ ସେମାନେ ଆଣିଥିବା ପ୍ରେମ ଏବଂ ଆଶୀର୍ବାଦ ଅସାଧାରଣ ଥିଲା। ସେ କହିଥିଲେ ଯେ ଅନେକ ଭଉଣୀ ଆସାମର ଚା' ବଗିଚାର ସୁଗନ୍ଧ ନେଇ ଆସିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ସୁଗନ୍ଧ ଆସାମ ସହିତ ତାଙ୍କର ସମ୍ପର୍କରେ ଏକ ଅନନ୍ୟ ଅନୁଭବ ସୃଷ୍ଟି କରିଥାଏ। ସେ ଉପସ୍ଥିତ ସମସ୍ତଙ୍କୁ ପ୍ରଣାମ କରିଥିଲେ ଏବଂ ସେମାନଙ୍କ ସ୍ନେହ ଓ ଭଲପାଇବା ପାଇଁ କୃତଜ୍ଞତା ବ୍ୟକ୍ତ କରିଥିଲେ।ଓମାନର ମହାମହିମ ସୁଲତାନଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ
December 18th, 05:22 pm
ଦୁଇ ନେତା ସିଧା ସଳଖ ଏବଂ ପ୍ରତିନିଧିମଣ୍ଡଳୀ ସ୍ତରୀୟ ସାକ୍ଷାତ କରିଥିଲେ। ସେମାନେ ବହୁମୁଖୀ ଭାରତ-ଓମାନ ରଣନୈତିକ ଭାଗିଦାରୀର ବିସ୍ତୃତ ସମୀକ୍ଷା କରିବା ସହ ଦ୍ୱିପାକ୍ଷିକ ସମ୍ପର୍କରେ ସ୍ଥିର ଅଭିବୃଦ୍ଧିକୁ ପ୍ରଶଂସା କରିଥିଲେ। ସେମାନେ ଉଲ୍ଲେଖ କରିଥିଲେ ଯେ, ଭାରତ-ଓମାନ ସମ୍ପର୍କ ପାଇଁ ଏହି ଗସ୍ତ ବିଶେଷ ଗୁରୁତ୍ୱ ବହନ କରୁଛି କାରଣ ଉଭୟ ଦେଶ ଚଳିତ ବର୍ଷ କୂଟନୈତିକ ସମ୍ପର୍କ ପ୍ରତିଷ୍ଠାର ୭୦ ବର୍ଷ ପାଳନ କରୁଛନ୍ତି।